ରୋହନ ବୋପନ୍ନାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 02nd, 10:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେନିସ୍ ଖେଳାଳି ରୋହନ ବୋପନ୍ନାଙ୍କୁ ଭେଟିଛନ୍ତି ।ମୀରାବାଈ ଆମ ଦେଶର ମହିଳାଙ୍କ ପାଇଁ ପ୍ରେରଣା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 29th, 11:00 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ଏହି ଅଧ୍ୟାୟ ଏଭଳି ସମୟରେ ହେଉଛି, ଯେତେବେଳେ ସାରା ଦେଶରେ ଉତ୍ସବର ବାତାବରଣ ରହିଛି । ଆପଣ ସମସ୍ତଙ୍କୁ ଆଗାମୀ ପର୍ବପର୍ବାଣୀ ପାଇଁ ଅନେକ ଅନେକ ଅଭିନନ୍ଦନ ।ଏସୀୟ ପାରା ଗେମ୍ସ ୨୦୨୨ରେ ଟେବୁଲ ଟେନିସ ମହିଳା ସିଙ୍ଗଲ୍ସ-କ୍ଲାସ ୪ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଭଭିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 25th, 01:29 pm
ଚୀନର ହାଙ୍ଗଝୌରେ ଚାଲିଥିôବା ଏସୀୟ ପାରା ଗେମ୍ସ ୨୦୨୨ରେ ଟେବୁଲ ଟେନିସ ମହିଳା ସିଙ୍ଗଲ୍ସ-କ୍ଲାସ ୪ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଭଭିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ କ୍ରୀଡ଼ା ୨୦୨୨ରେ ଟେନିସ୍ ମିକ୍ସଡ୍ ଡବଲ୍ସ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ପାଇଁ ପ୍ରଧାନମନ୍ତ୍ରୀଙ୍କ ଖୁସି
September 30th, 06:59 pm
ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ଟେନିସ ମିକ୍ସଡ୍ ଡବଲ୍ସ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ରୋହନ ବୋପାନ୍ନା ଏବଂ ଋତୁଜା ଭୋସାଲେଙ୍କ ମିକ୍ସଡ୍ ଡବଲ୍ସ ଯୋଡ଼ିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ କ୍ରୀଡ଼ା ୨୦୨୨ରେ ଟେନିସ୍ ମେନ୍ସ ଡବଲ୍ସରେ ରୌପ୍ୟ ପଦକ ପାଇଁ ପ୍ରଧାନମନ୍ତ୍ରୀଙ୍କ ଖୁସି
September 29th, 02:18 pm
ହାଙ୍ଗଝୌରେ ଏସୀୟ କ୍ରୀଡ଼ା ୨୦୨୨ରେ ଟେନିସ୍ ଡବଲ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ପୁରୁଷ ଡବଲ୍ସ ଯୋଡ଼ି ରାମକୁମାର ରାମନାଥନ ଏବଂ ସାକେତ ମିନେନିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ବିଶିଷ୍ଟ ଟେନିସ୍ ଖେଳାଳି ଶ୍ରୀ ନରେଶ କୁମାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
September 14th, 04:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଟେନିସ୍ ଖେଳାଳି ଶ୍ରୀ ନରେଶ କୁମାରଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ କ୍ରୀଡାବିତମାନଙ୍କ ସହ ଭର୍ଚୁଆଲ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 13th, 05:02 pm
ଆପଣମାନଙ୍କ ସହ କଥା ହୋଇ ମତେ ବହୁତ ଭଲ ଲାଗିଲା । ସମସ୍ତଙ୍କ ସହିତ ତ କଥା ହୋଇପାରିଲି ନାହିଁ । କିନ୍ତୁ ଆପଣମାନଙ୍କ ଉଦ୍ଦୀପନା, ଆପଣମାନଙ୍କ ଉତ୍ସାହ, ସମଗ୍ର ଦେଶର ପ୍ରତ୍ୟେକ ଲୋକ ଆଜି ଅନୁଭବ କରୁଛନ୍ତି । କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଦେଶର କ୍ରୀଡା ମନ୍ତ୍ରୀ ଶ୍ରୀମାନ ଅନୁରାଗ ଠାକୁର ମହୋଦୟ, ଏଇ କିଛି ଦିନ ପୂର୍ବରୁ କ୍ରୀଡାମନ୍ତ୍ରୀ ଭାବେ ଆପଣ ସମସ୍ତଙ୍କ ସହିତ ମିଶି ଅନେକ କାର୍ଯ୍ୟ କରିଛନ୍ତି । ସେହିଭଳି ଆମର ବର୍ତମାନର ଆଇନ୍ ମନ୍ତ୍ରୀ ଶ୍ରୀମାନ କିରନ୍ ରିଜିଜୁ ମହୋଦୟ, କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଆମର ମନ୍ତ୍ରୀ ପରିଷଦର ସର୍ବକନିଷ୍ଠ ମନ୍ତ୍ରୀ ଶ୍ରୀମାନ ନିଶିଥ ପ୍ରାମାଣିକ ମହୋଦୟ, କ୍ରୀଡା ସହିତ ସମ୍ପୃକ୍ତ ସଂସ୍ଥାଗୁଡିକର ସମସ୍ତ ମୁଖ୍ୟ, ସେମାନଙ୍କର ସମସ୍ତ ସଦସ୍ୟ ଏବଂ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଯାଉଥିବା ମୋର ସମସ୍ତ ବନ୍ଧୁଗଣ, ସମସ୍ତ କ୍ରୀଡାବିତଙ୍କ ପରିବାର, ଆଜି ଆମର ବୈଠକ ଭର୍ଚୁଆଲ ମାଧ୍ୟମରେ ହୋଇଛି, କିନ୍ତୁ ମତେ ଆହୁରି ଖୁସି ଲାଗିଥାଆନ୍ତା ଯଦି ମୁଁ ଆପଣ ସମସ୍ତ ଖେଳାଳିମାନଙ୍କୁ ଏଠି ଦିଲ୍ଲୀରେ ନିଜ ବାସଭବନରେ ଆତିଥ୍ୟ ପ୍ରଦାନ କରିଥାଆନ୍ତି, ତାହେଲେ ଆପଣମାନଙ୍କ ସହିତ ପ୍ରତ୍ୟକ୍ଷ ଭାବେ ଦେଖା ହୋଇପାରିଥାଆନ୍ତା । ଏହା ପୂର୍ବରୁ ମୁଁ ସବୁବେଳେ ସିଧାସଳଖ ସାକ୍ଷାତ କରିଥାଏ । ଏବଂ ମୋ ପାଇଁ ଏହା ଅତ୍ୟନ୍ତ ଆନନ୍ଦର ମୁହୁର୍ତ ହୋଇଥାଏ । ଏବଂ ଏଥର ଆମର ଅଧାରୁ ଅଧିକ ଖେଳାଳି ବିଦେଶରେ ପ୍ରଶିକ୍ଷଣ ନେଉଛନ୍ତି । କିନ୍ତୁ ଆପଣମାନଙ୍କୁ କଥା ଦେଉଛି ଯେ ଫେରିବା ପରେ ଆପଣ ସମସ୍ତଙ୍କ ସହିତ ସୁବିଧା ଦେଖି ଅବସର ବାହାର କରି ମୁଁ ନିଶ୍ଚୟ ଭେଟିବି । କିନ୍ତୁ କରୋନା ଅନେକ କିଛି ବଦଳାଇ ଦେଇଛି । ଅଲିମ୍ପିକ୍ସର ବର୍ଷ ମଧ୍ୟ ବଦଳିଗଲା । ଆପଣମାନଙ୍କ ପ୍ରସ୍ତୁତିର ସ୍ୱରୂପ ମଧ୍ୟ ବଦଳିଗଲା । ଏମିତି ଅନେକ କିଛି ବଦଳିଯାଇଛି । ଏବେ ତ ଅଲିମ୍ପିକ୍ସ ଆରମ୍ଭ ହେବା ପାଇଁ ମାତ୍ର ୧୦ଦିନ ସମୟ ରହିଛି । ଟୋକିଓରେ ମଧ୍ୟ ଆପଣମାନଙ୍କୁ ଏକ ଭିନ୍ନ ପରିବେଶ ମିଳିବାର ଅଛି ।ଟୋକିଓ ଅଲିମ୍ପିକ୍ସରେ ଅଂଶ ଗ୍ରହଣ କରୁଥିବା ଭାରତୀୟ କ୍ରୀଡାବିତ୍ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
July 13th, 05:01 pm
ପ୍ରଧାନମନ୍ତ୍ରୀ : ଦୀପିକାଜୀ, ଗତ ମନ କୀ ବାତରେ ମୁଁ ଆପଣଙ୍କର ଆଉ କେତେଜଣ ସାଥୀଙ୍କ ବିଷୟରେ ଚର୍ଚ୍ଚା କରିଥିଲି। ଏବେ ପ୍ୟାରିସରେ ସ୍ୱର୍ଣ୍ଣ ପଦକ ଜିତି ଆପଣ ଚମତ୍କାରୀତା ଦେଖାଇଛନ୍ତି। ଏହାପରେ ସାରା ଦେଶରେ ଆପଣଙ୍କ ବିଷୟରେ ଚର୍ଚ୍ଚା ହେଉଛି। ଏବେ ଆପଣ ମାନ୍ୟତାରେ ବିଶ୍ୱରେ ନମ୍ବର-1 ହୋଇଯାଇଛନ୍ତି। ମୁଁ ଜାଣିବାକୁ ପାଇଛି ଯେ, ପିଲାଦିନେ ତୁମେ ଆମ୍ବ ତୋଳିବା ପାଇଁ ଲକ୍ଷ୍ୟ କରି ଟେକା ପକାଉଥିଲ। ଆମ୍ବଠାରୁ ଆରମ୍ଭ ହୋଇଥିବା ତୁମର ଏହି ଯାତ୍ରା ହେଉଛି ବହୁତ ସ୍ୱତନ୍ତ୍ର। ଆପଣଙ୍କର ଏହି ଯାତ୍ରା ବିଷୟରେ ଦେଶ ବହୁତ କିଛି ଜାଣିବାକୁ ଚାହୁଁଛି। ଯଦି ଆପଣ କିଛି କହିବେ ତେବେ ବହୁତ ଭଲ ହେବ।ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଥିବା ଭାରତୀୟ କ୍ରୀଡ଼ାବିତ୍ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 13th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ କ୍ରୀଡ଼ାବିତ୍ମାନଙ୍କ ଦଳ ସହିତ ଆଲୋଚନା କରିଛନ୍ତି। ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରିବା ପୂର୍ବରୁ କ୍ରୀଡ଼ାବିତ୍ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଏହି ଆଲୋଚନା ପ୍ରୟାସ କରାଯାଇଥିଲା। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ନୀତିଶ ପ୍ରାମାଣିକ ଏବଂ ଆଇନ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ।ଫିଟ୍ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 29th, 10:01 am
କିଛି ଲୋକଙ୍କୁ ତ ଲାଗୁଥିବ କି ଆମେ ତ ସ୍କୁଲ ଯାଉନାହୁଁ, କଲେଜ ଯାଉନାହୁଁ, କିନ୍ତୁ ମୋଦୀ ମହାଶୟ କେବଳ ବିଦ୍ୟାର୍ଥୀମାନଙ୍କୁ କହିଲେ କାହିଁକି । ଆପଣମାନେ ଏଠାକୁ ଆସିଛନ୍ତି, ବୟସ ଯାହାର ଯାହା ମଧ୍ୟ ହେଉ, କିନ୍ତୁ ମୋର ବିଶ୍ୱାସ ରହିଛି ଆପଣମାନଙ୍କ ଭିତରର ବିଦ୍ୟାର୍ଥୀ ଆଜି ମଧ୍ୟ ଜୀବିତ ରହିଛି ।ଫିଟ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
August 29th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ କ୍ରୀଡା ଦିବସ ଅବସରରେ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ଫିଟ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶବାସୀ ଫିଟନେସକୁ ନିଜ ଜୀବନ ଶୈଳୀର ଅଂଶବିଶେଷ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଆଗ୍ରହ ପ୍ରକାଶ କରିଛନ୍ତି ।ରାଜ୍ୟଗୋଷ୍ଠୀ କ୍ରୀଡ଼ା-2018ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
July 30th, 02:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟଗୋଷ୍ଠୀ କ୍ରୀଡ଼ା- 2018 ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ଭାବ ବିନିମୟ କରିଛନ୍ତି । ଏହି କ୍ରୀଡ଼ାବିତମାନେ ଆଜି ପ୍ରଧାନମନ୍ତ୍ରୀଙ୍କୁ ନୂଆଦିଲ୍ଲୀର ସଂସଦ ଭବନ ଠାରେ ସାକ୍ଷାତ କରିଥିଲେ ।PM congratulates Sania Mirza and Martina Hingis on US Open victory
September 14th, 09:05 am
PM congratulates Leander Paes and Martina Hingis, on winning the mixed doubles title at US Open
September 12th, 12:50 pm
India Shines at the Special Olympic World Summer Games - 2015
August 04th, 05:57 pm
PM congratulates Leander Paes, Martina Hingis and Sumit Nagal for Wimbledon victories
July 13th, 10:24 am
PM congratulates tennis players Sania Mirza and Martina Hingis, on winning Wimbledon women's doubles title
July 12th, 09:44 am
Sania Mirza calls on PM
September 12th, 06:11 pm
Sania Mirza calls on PM