Maharashtra needs a Mahayuti government with clear intentions and a spirit of service: PM Modi in Solapur
November 12th, 05:22 pm
PM Modi addressed a public gathering in Solapur, Maharashtra, highlighting BJP’s commitment to Maharashtra's heritage, middle-class empowerment, and development through initiatives that respect the state's legacy.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ
September 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।Voting for Congress means putting Haryana's stability and development at risk: PM Modi in Sonipat
September 25th, 12:48 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.PM Modi addresses a massive gathering in Sonipat, Haryana
September 25th, 12:00 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।There's no semblance of good governance under TMC's rule in Bengal: PM Modi in Jadavpur
May 28th, 02:39 pm
Prime Minister Narendra Modi, in grand Jadavpur rally, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.PM Modi ignites massive Barasat & Jadavpur rallies, West Bengal
May 28th, 02:30 pm
Prime Minister Narendra Modi, in grand Barasat and Jadavpur rallies, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.ମୁମ୍ବାଇ ହେଉଛି ଭାରତର ଅର୍ଥନୈତିକ ଶକ୍ତିଶାଳୀ: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦୀ
May 17th, 07:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇରେ ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଭବିଷ୍ୟତ ପାଇଁ ଏକ ଆକର୍ଷଣୀୟ ଦୃଷ୍ଟିକୋଣ ଉପସ୍ଥାପନ କରିବା ସହ ଭାରତର ବିକାଶରେ ମୁମ୍ବାଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ପ୍ରଗତିଶୀଳ ନୀତି ଓ ସୁଦୃଢ଼ ଶାସନ ଜାରି ରଖିବା ପାଇଁ ଆଗାମୀ ନିର୍ବାଚନରେ ବିଜେପି ଓ ଶିବସେନା ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ସେ ନାଗରିକମାନଙ୍କୁ ଆହ୍ୱାନ ଦେଇଛନ୍ତି।ମହାରାଷ୍ଟ୍ରର ମୁମ୍ବାଇର ଶିବାଜୀ ପାର୍କରେ ଏକ ସାଧାରଣ ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 17th, 07:13 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇରେ ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଭବିଷ୍ୟତ ପାଇଁ ଏକ ଆକର୍ଷଣୀୟ ଦୃଷ୍ଟିକୋଣ ଉପସ୍ଥାପନ କରିବା ସହ ଭାରତର ବିକାଶରେ ମୁମ୍ବାଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ପ୍ରଗତିଶୀଳ ନୀତି ଓ ସୁଦୃଢ଼ ଶାସନ ଜାରି ରଖିବା ପାଇଁ ଆଗାମୀ ନିର୍ବାଚନରେ ବିଜେପି ଓ ଶିବସେନା ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ସେ ନାଗରିକମାନଙ୍କୁ ଆହ୍ୱାନ ଦେଇଛନ୍ତି।We will ensure that the rights of SC/ST/OBC communities are protected at all costs: PM Modi in Bargarh
May 11th, 10:55 am
In his third rally of the day in Bargah, Odisha, PM Modi empathized with the farmers’ situations and remarked, “Modi is tirelessly working to improve the lives of villagers and farmers. Remember the struggles farmers faced for urea ten years ago? Today, there are no such issues. Thanks to the BJP government, many fertilizer factories, including Talcher, have been reopened. Work is progressing rapidly in Talcher. The same urea bag that costs Rs 3,000 worldwide is now available to you for less than Rs 300.”Odisha BJP has pledged to ensure that paddy farmers receive a MSP of Rs 3100: PM Modi in Balangir
May 11th, 10:50 am
Addressing the second rally of the day in Balangir, Odisha, PM Modi reflected, It was our government that approved the Paika Sangram Memorial, symbolizing Odia bravery. We also issued a coin and postage stamp in honor of Paika Sangram. Under the BJP government, a tribal daughter became the President of the country for the first time. Today, a daughter of Odisha holds the highest position in the nation.PM Modi delivers stirring addresses to mammoth gatherings in Kandhamal, Balangir & Bargarh, Odisha
May 11th, 10:30 am
Kandhamal, Balangir & Bargarh, Odisha, witnessed grand celebrations with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.While pursuing its appeasement politics, BRS even proposed a Muslim IT Park: PM Modi in Warangal
May 08th, 10:20 am
Addressing the second rally of the day, the PM said, “Warangal holds a special place in my heart and in the BJP's journey. 40 years ago, when the BJP had only 2 MPs, one of them was from Hanamkonda. We can never forget your blessings and affection. Whenever we faced difficulties, the people of Warangal have always supported us.”The BJP has always prioritized Nation First above all else: PM Modi in Karimnagar
May 08th, 10:00 am
Prime Minister Narendra Modi addressed a massive rally in Karimnagar, Telangana, amidst grandeur. He spoke about the bright future of Telangana and exposed the Opposition's nefarious intentions of piding the nation.PM Modi addresses massive crowds in Karimnagar & Warangal, Telangana, capturing audience's interest
May 08th, 09:09 am
PM Modi addressed two public meetings in Karimnagar & Warangal, Telangana, amidst grandeur. He spoke about the bright future of Telangana and exposed the Opposition's nefarious intentions of piding the nation.