ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ସ୍କିଣ୍ଡିଆ ସ୍କୁଲର ୧୨୫ତମ ସ୍ଥାପନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 21st, 11:04 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ସିନ୍ଧିୟା ସ୍କୁଲର ନିର୍ଦ୍ଦେଶକ ମଣ୍ଡଳର ଅଧ୍ୟକ୍ଷ ଏବଂ କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଡକ୍ଟର ଜିତେନ୍ଦ୍ର ସିଂହ, ସ୍କୁଲ ମ୍ୟାଜେନମେଣ୍ଟର ସାଥି ଏବଂ ସମସ୍ତ କର୍ମଚାରୀ, ଅଧ୍ୟାପକ ଏବଂ ଅଭିଭାବକଗଣ ଏବଂ ମୋର ପ୍ରିୟ ଯୁବ ସାଥିମାନେ !

ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ଥିବା ସିନ୍ଧିଆ ସ୍କୁଲର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

October 21st, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ 'ଦି ସିନ୍ଧିଆ ସ୍କୁଲ୍‌' ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କପ୍ଳେକ୍ସ' ର ଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଏବଂ ଶ୍ରେଷ୍ଠ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିଥିଲେ । ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକ ଗ୍ୱାଲିୟର ଦୁର୍ଗ ଉପରେ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ ।

'ଦି ସିନ୍ଧିଆ ସ୍କୁଲ୍'ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

October 20th, 07:39 pm

ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କମ୍ପ୍ଲେକ୍ସ'ରଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଓ ଶ୍ରେଷ୍ଠ ସଫଳତା ହାସଲକରିଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିବେ। ଏହିଅବସରରେ ସେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ।