ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।‘ଟିକା ଉତ୍ସବ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ବାର୍ତ୍ତା
April 11th, 09:22 am
ଆଜି ଆମେ ଏପ୍ରିଲ ୧୧ ତାରିଖରେ ଜ୍ୟୋତିବା ଫୁଲେଙ୍କ ଜୟନ୍ତୀ ଅବସରରେ ଦେଶରେ ‘ଟିକା ଉତ୍ସବ’ର ଶୁଭାରମ୍ଭ କରୁଛୁ । ଏହି ‘ଟିକା ଉତ୍ସବ’ ଏପ୍ରିଲ ୧୪ ତାରିଖ, ଅର୍ଥାତ୍, ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ।‘ଟିକା ଉତ୍ସବ’ କରୋନା ମହାମାରୀ ବିରୋଧରେ ଦ୍ୱିତୀୟ ପ୍ରମୁଖ ଯୁଦ୍ଧ: ପ୍ରଧାନମନ୍ତ୍ର
April 11th, 09:21 am
କରୋନାର ଦ୍ୱିତୀୟ ଲହର ବିରୋଧରେ ‘ଟିକା ଉତ୍ସବ’ ସୁଦୃଢ଼ ସଂଗ୍ରାମ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଏଥି ସହ ବ୍ୟକ୍ତିଗତ ପରିମଳ ସହ ସାମାଜିକ ପରିମଳ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେବାକୁ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଆଜିଠାରୁ ମହାତ୍ମା ଜୋତିବା ଫୁଲେଙ୍କ ଜୟନ୍ତୀ ଅବସରରେ ଏହି ଉତ୍ସବ ଆରମ୍ଭ କରାଯାଇଛି ଏବଂ ଏପ୍ରିଲ ୧୪ ତାରିଖ ଦିନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଏହା ସାମପ୍ତ ହେବ ।