ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
August 13th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।ଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 06:40 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ସ୍ମାରକୀ ନିଲାମ ପ୍ରକ୍ରିୟାରେ ଭାଗ ନେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
September 19th, 11:13 am
ଉପହାର ଓ ସ୍ମାରକୀ ନିଲାମ ପ୍ରକ୍ରିୟାରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି । ଏହି ନିଲାମୀ ପ୍ରକ୍ରିୟାରୁ ସଂଗୃହୀତ ଅର୍ଥ ନମାମି ଗଙ୍ଗେ ଉପକ୍ରମରେ ବିନିଯୋଗ ହେବ ବୋଲି ସେ କହିଛନ୍ତି ।ଶିକ୍ଷକ ପର୍ବ ସମାବେଶ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାର ପ୍ରଦତ୍ତ ଅଭିଭାଷଣ
September 07th, 10:31 am
ଶିକ୍ଷକ ପର୍ବର ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଅବସରରେ ଆମ ସହିତ ସଂଯୁକ୍ତ ହୋଇଥିବା କ୍ୟାବିନେଟର ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଜୀ, ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଜୀ, ଡକ୍ଟର ସୁଭାଷ ସରକାରଜୀ, ଡକ୍ଟର ରାଜକୁମାର ରଂଜନ ସିଂହଜୀ, ଦେଶର ଭିନ୍ନ ଭିନ୍ନ ରାଜ୍ୟର ମାନନୀୟ ଶିକ୍ଷାମନ୍ତ୍ରୀଗଣ, ରାଷ୍ଟ୍ରୀୟ ଶିକ୍ଷା ନୀତିକୁ ସ୍ୱରୂପ ପ୍ରଦାନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କମିଟିର ଅଧ୍ୟକ୍ଷ ଡକ୍ଟର କସ୍ତୁରୀରଙ୍ଗନଜୀ, ତାଙ୍କର ଟିମ୍ର ସମସ୍ତ ମ।।ନନୀୟ ସମ୍ମାନିତ ସଦସ୍ୟଗଣ, ସମଗ୍ର ଦେଶରୁ ଆମ ସହିତ ଯୋଡ଼ି ହୋଇ ରହିଥିବା ସମସ୍ତ ବିଦ୍ୱାନ ପ୍ରାଚାର୍ଯ୍ୟଗଣ, ଶିକ୍ଷକଗଣ, ଏବଂ ପ୍ରିୟ ଶିକ୍ଷାର୍ଥୀଗଣ!ଶିକ୍ଷା କ୍ଷେତ୍ରରେ ବିଭିନ୍ନ ପ୍ରମୁଖ ଯୋଜନାର କଲେ ଶୁଭାରମ୍ଭ
September 07th, 10:30 am
ସେ ମଧ୍ୟ ଭାରତୀୟ ସାଙ୍କେତିକ ଭାଷା ଶବ୍ଦକୋଷର ଶୁଭାରମ୍ଭ କରିଥିଲେ। ଏହା ଶ୍ରବଣବାଧିତଙ୍କ ଅଧ୍ୟୟନ ପାଇଁ ଏକ ୟୁନିଭର୍ସାଲ ଡିଜାଇନ ସୁବିଧା ଥିବା ଅଡିଓ ଏବଂ ଟେକ୍ସଟ ଆଧାରିତ ସାଙ୍କେତିକ ଭାଷାର ଭିଡିଓ। ସେହିପରି ଦୃଷ୍ଟି ବାଧିତଙ୍କ ପାଇଁ ଅଡିଓ ପୁସ୍ତିକା ‘ଟକିଂ ବୁକ୍ସ’, ସିବିଏସଇର ବିଦ୍ୟାଳୟ ଗୁଣବତ୍ତା ସୁନିଶ୍ଚିତତା ଏବଂ ଆକଳନ ଫ୍ରେମଓ୍ବର୍କ, ନିପୁଣ ଭାରତ ପାଇଁ ନିଷ୍ଠା ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଏବଂ ବିଦ୍ୟାଞ୍ଜଳି ପୋର୍ଟାଲର ଉନ୍ମୋଚନ କରିଥିଲେ ପ୍ରଧାନମନ୍ତ୍ରୀ। ବିଦ୍ୟାଞ୍ଜଳି ଅର୍ନ୍ତଗତ ବିଦ୍ୟାଳୟର ବିକାଶ ପାଇଁ ଶିକ୍ଷା ସ୍ବେଚ୍ଛାସେବୀ, ଦାତା, ସିଏସଆର ଯୋଗଦାନ ନିମନ୍ତେ ସୁବିଧା କରାଯିବ।ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 29th, 11:30 am
ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 28th, 01:18 pm
ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆସନ୍ତାକାଲିର ସଫଳତା ପାଇଁ ଦେଶର ସମର୍ଥନ ରହିଛି ବୋଲି କହିଛନ୍ତି ।ପାରାଲିମ୍ପିକ୍ସ ଗେମ ଆରମ୍ଭ ଅବସରରେ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 24th, 04:15 pm
ଟୋକିଓ ଠାରେ ପାରାଲିମ୍ପିକ୍ସ ଗେମ ଆରମ୍ଭ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।ଟୋକିଓ ୨୦୨୦ପାରା ଅଲିମ୍ପିକ୍ସ କ୍ରୀଡା ପାଇଁ ଭାରତୀୟ ପାରା-ଆଥଲେଟ ଦଳ ସହିତ କଥାବାର୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ବିଷୟବସ୍ତୁ
August 17th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଥିବା ପାରା-ଆଥଲେଟ୍, ସେମାନଙ୍କର ପରିବାର ସଦସ୍ୟ, ଅଭିଭାବକ, ପାରା-ଆଥଲେଟମାନଙ୍କ ପ୍ରଶିକ୍ଷକମାନଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପାରା-ଆଥଲେଟମାନଙ୍କୁ ସେମାନଙ୍କର ଆତ୍ମବିଶ୍ବାସ ଓ ଦୃଢ଼ ଇଚ୍ଛାଶକ୍ତି ପାଇଁ ପ୍ରଶଂସା କରିଥିଲେ।ଟୋକିଓ 2020 ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ପାରା-ଆଥଲେଟ୍ ଦଳ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଥିବା ପାରା-ଆଥଲେଟ୍, ସେମାନଙ୍କର ପରିବାର ସଦସ୍ୟ, ଅଭିଭାବକ, ପାରା-ଆଥଲେଟମାନଙ୍କ ପ୍ରଶିକ୍ଷକମାନଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା; ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ଉପସ୍ଥିତ ଥିଲେ।ବିଶେଷ ଫୋଟ! ପ୍ରଧାନମନ୍ତ୍ରୀ ମୋଦୀ ଅଲିମ୍ପିଆନମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି!
August 16th, 10:56 am
ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରୁ ପ୍ରଶଂସା କରିବା ଏବଂ ସମଗ୍ର ଦେଶ ଦ୍ୱାରା ପ୍ରଶଂସା ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ଆଥଲେଟମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି I ଏଠାରେ କାର୍ଯ୍ୟକ୍ରମର କିଛି ସ୍ୱତନ୍ତ୍ର ଫୋଟ !ଟୋକିଓ ୨୦୨୦ରେ ଭାରତୀୟ ଦଳର ଅଭୂତପୂର୍ବ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 08th, 06:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଲମ୍ପିକ ଖେଳରେ ଭାରତ ଅଭୂତପୂର୍ବ ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଟୋକିଓ ୨୦୨୦ରେ ଉଦଯାପିତ ହେବାକୁ ଯାଉଥିବା ବେଳେ ଭାରତର ପ୍ରତିନିଧିତ୍ୱ କରିଥିବା ପ୍ରତ୍ୟେକ ଆଥଲେଟ ଜଣେ ଜଣେ ଚାମ୍ପିଅନ ଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଟୋକିଓ ଅଲମ୍ପିକ୍ସ ୨୦୨୦ରେ ଜାଭେଲିନ ଥ୍ରୋ ସ୍ୱର୍ଣ୍ଣପଦକ ବିଜେତା ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 07th, 06:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲମ୍ପିକ୍ସ ୨୦୨୦ରେ ଜାଭେଲିନ ଥ୍ରୋ ସ୍ୱର୍ଣ୍ଣପଦକ ବିଜେତା ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ଅସାଧାରଣ ଆବେଗର ସହ ଖେଳିଲେ ଓ ଅତୁଳନୀୟ ଧୈର୍ଯ୍ୟ ପ୍ରଦର୍ଶନ କଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 07th, 05:49 pm
ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଗଲ୍ଫ ଖେଳାଳି ଆଦିତ୍ୟ ଅଶୋକଙ୍କୁ ତାଙ୍କ ଦକ୍ଷତା ଏବଂ ଉନ୍ନତ ପ୍ରଦର୍ଶନ ପାଇଁ ପ୍ରଶଂସା କରିଛନ୍ତି
August 07th, 11:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଲ୍ଫ ଖେଳାଳି ଆଦିତ୍ୟ ଅଶୋକଙ୍କୁ ଅଲିମ୍ପିକ୍ସରେ ଚମତ୍ମାର ପ୍ରଦର୍ଶନ ସମୟରେ ତାଙ୍କ ଦକ୍ଷତା ଏବଂ ସଂକଳ୍ପ ପାଇଁ ପ୍ରଶଂସା କରିଛନ୍ତି ।ଖେଳ ରତ୍ନ ପୁରସ୍କାରକୁ ଏବେ ଠାରୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର କୁହାଯିବ : ପ୍ରଧାନମନ୍ତ୍ରୀ
August 06th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ଖେଳରତ୍ନ ପୁରସ୍କାର ନାମକରଣ କରିବାପାଇଁ ସେ ସମଗ୍ର ଭାରତର ନାଗରିକମାନଙ୍କ ଠାରୁ ଅନୁରୋଧ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ସେମାନଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳ ରତ୍ନ ପୁରସ୍କାର ଆଜି ଠାରୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର ନାମରେ ନାମିତ ହେଲା ।