ବିଶ୍ୱକର୍ମା ଜୟନ୍ତୀ ଅବସରରେ ୧୭ ସେପ୍ଟେମ୍ବର, ୨୦୨୩ ରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀ ମାନଙ୍କ ପାଇଁ 'ପିଏମ୍ ବିଶ୍ୱକର୍ମା' ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
September 15th, 12:36 pm
ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ ପିଏମ୍ ବିଶ୍ୱକର୍ମା ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ ।ସୂକ୍ଷ୍ମ, ଲଘୁ, ମଧ୍ୟମ ଉଦ୍ୟୋଗ ପାଇଁ ଐତିହାସିକ ସହାୟତା ଓ ସଂପର୍କ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 02nd, 05:51 pm
ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଅରୁଣ ଜେଟଲୀ ମହାଶୟ, ଗିରିରାଜ ସିଂହ ମହାଶୟ, ଶିବ ପ୍ରସାଦ ଶୁକ୍ଳ ମହାଶୟ, ପୋଣ ରାଧାକୃଷ୍ଣନ ମହାଶୟ, ଅନ୍ୟାନ୍ୟ ସହଯୋଗୀଗଣ, ବ୍ୟାଙ୍କିଙ୍ଗ କ୍ଷେତ୍ରରୁ, ଆର୍ଥିକ ସଂସ୍ଥାନମାନଙ୍କରୁ, ବ୍ୟବସାୟ ଏବଂ କାରବାର ଜଗତର ଆପଣମାନେ ସମସ୍ତ ମହାନୁଭବଗଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ସମଗ୍ର ଦେଶରୁ ମୋ ସହିତ ଜଡ଼ିତ ଲଘୁ ଉଦ୍ୟମୀଗଣ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ!ଏମଏସଏମଇ କ୍ଷେତ୍ର ଲାଗି ଐତିହାସିକ ସହାୟତା ଓ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
November 02nd, 05:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) କ୍ଷେତ୍ର ଲାଗି ଐତିହାସିକ ସହାୟତା ଏବଂ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ପ୍ରଧାନମନ୍ତ୍ରୀ 12ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ପ୍ରଚଳନ କରିଛନ୍ତି, ଯାହା ଦେଶରେ ଏମଏସଏମଇ କ୍ଷେତ୍ରର ଅଭିବୃଦ୍ଧି, ସମ୍ପ୍ରସାରଣ ଏବଂ ସୁବିଧା କ୍ଷେତ୍ରରେ ସହାୟକ ହେବ ।ବାରାଣସୀଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 18th, 12:31 pm
ଏହା ହେଉଛି ମୋ ପାଇଁ ଏକ ସୌଭାଗ୍ୟର ବିଷୟ କି ଦେଶ ପାଇଁ ସମର୍ପିତ ଆଉ ଗୋଟିଏ ବର୍ଷର ଆରମ୍ଭ, ମୁଁ ବାବା ବିଶ୍ୱନାଥ ଏବଂ ମାଆ ଗଙ୍ଗାଙ୍କ ଶୁଭାଶୀର୍ବାଦ ଯୋଗୁଁ କରୁଛି । ଆପଣମାନଙ୍କ ସମସ୍ତଙ୍କର ଏହି ସ୍ନେହ, ଏହି ଆଶୀର୍ବାଦ ମୋତେ ପ୍ରତିକ୍ଷଣ ପ୍ରେରଣା ଯୋଗାଏ ଏବଂ ସମସ୍ତ ଦେଶବାସୀଙ୍କ ସେବା ଲାଗି ସଂକଳ୍ପକୁ ଆହୁରି ଅଧିକ ସୁଦୃଢ଼ କରୁଛି ।ବାରାଣସୀରେ ପ୍ରମୁଖ ବିକାଶୋନ୍ମୁଖୀ ପ୍ରକଳ୍ପଗୁଡିକକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 18th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀସ୍ଥିତ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟଠାରେ ଏକ ଜନସମାବେଶରେ କେତେକ ପ୍ରମୁଖ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଆଧାରଶିଳା ରଖିଥିଲେ ।ଆଜମଗଡରେ ପୂର୍ବାଂଚଳ ଏକ୍ସପ୍ରେସ ସଡକର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 14th, 04:14 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ମହୋଦୟ, ଶକ୍ତିଶାଳୀ, ତେଜସ୍ୱୀ, ପରିଶ୍ରମୀ, ଯଶଶ୍ୱୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ମହୋଦୟ, ସର୍ବଦା ହସୁଥିବା ଯାହାର ସ୍ୱଭାବ, ମୋର ସାଥୀ ଉପମୁଖ୍ୟମନ୍ତ୍ରୀ ଶ୍ରୀମାନ କେଶବ ପ୍ରସାଦ ମୌର୍ଯ୍ୟ ମହୋଦୟ, ଉଦ୍ୟୋଗ ବିକାଶ ମନ୍ତ୍ରୀ ଶ୍ରୀମାନ ସତୀଶ ମହାନା ମହୋଦୟ, ରାଜ୍ୟ ସରକାରରେ ମନ୍ତ୍ରୀ ଭାଇ ଶ୍ରୀ ଦାରା ସିଂହ ମହୋଦୟ, ସଂସଦରେ ମୋର ବନ୍ଧୁ ଏବଂ ଭାରତୀୟ ଜନତା ପାର୍ଟିର ପ୍ରଦେଶ ଅଧ୍ୟକ୍ଷ ଶ୍ରୀମାନ ମହେନ୍ଦ୍ର ନାଥ ପାଣ୍ଡେ ମହୋଦୟ, ସଂସଦରେ ଆମ ସହିତ ଥିବା ନିଲମ ସୋନକର ମହୋଦୟ, ବିଧାୟକ ଭାଇ ଶ୍ରୀ ଅରୁଣ ମହୋଦୟ ଏବଂ ବିଶାଳ ସଂଖ୍ୟାରେ ଉପସ୍ଥିତ ମୋର ଶ୍ରଦ୍ଧେୟ ଭାଇ ଓ ଭଉଣୀମାନେ ।ଆଜମଗଡରେ ପୂର୍ବାଂଚଳ ଏକ୍ସପ୍ରେସ ସଡକର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ
July 14th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଆଜମଗଡଠାରେ ପୂର୍ବାଂଚଳ ଏକ୍ସପ୍ରେସ ସଡକର ଆଧାରଶିଳା ସ୍ଥାପନ କରିଛନ୍ତି ।ବାରଣାସୀରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 22nd, 12:34 pm
PM Narendra Modi laid foundation stone of the ESIC Super Speciality Hospital in Varanasi. He also inaugurated the new Trade Facilitation Centre and Crafts Museum. Speaking at the event, the PM said that land of Kashi is of spiritual importance and has tremendous tourism potential. He also urged that sports must be made an essential part of our lives.