Parivarvadi groups looted poor's ration, BJP ended their game: PM Modi in Barabanki

February 23rd, 12:44 pm

Prime Minister Narendra Modi addressed massive election rallies in Uttar Pradesh’s Barabanki and Kaushambi. Addressing the public meeting he said, “Development of people of Uttar Pradesh gives speed to development of India. The ability of the people of UP enhances the ability of the people of India. But for several decades in UP, the dynasty-oriented governments did not do justice to the ability of UP.”

PM Modi campaigns in Uttar Pradesh’s Barabanki and Kaushambi

February 23rd, 12:40 pm

Prime Minister Narendra Modi addressed massive election rallies in Uttar Pradesh’s Barabanki and Kaushambi. Addressing the public meeting he said, “Development of people of Uttar Pradesh gives speed to development of India. The ability of the people of UP enhances the ability of the people of India. But for several decades in UP, the dynasty-oriented governments did not do justice to the ability of UP.”

କେରଳରେ ପ୍ରମୁଖ ଶକ୍ତି ଓ ସହରୀ ଯୋଜନା ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳପାଠ

February 19th, 04:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।

କେରଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଶକ୍ତି ଓ ସହରାଞ୍ଚଳ କ୍ଷେତ୍ରର ପ୍ରକଳ୍ପ ଉଦଘାଟନ କରିବା ସହିତ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

February 19th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।

ଭିଡିଓ କନଫରେନ୍ସ ଜରିଆରେ ବାଂଲାଦେଶରେ ତିନୋଟି ପ୍ରକଳ୍ପ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

September 10th, 06:19 pm

କିଛିଦିନ ପୂର୍ବରୁ କାଠମାଣ୍ଡୁରେ ବିମସ୍ଟେକ ଶିଖର ସମ୍ମିଳନୀ କାଳରେ ଶେଖ ହସିନା ମହୋଦୟାଙ୍କ ସହ ସାକ୍ଷାତ ହୋଇଥିଲା । ଏଥିପୂର୍ବରୁ ଆମେ ମଇ ମାସରେ ଶାନ୍ତି ନିକେତନରେ, ଏବଂ ଏପ୍ରିଲରେ ରାଜ୍ୟଗୋଷ୍ଠୀ ଶିଖର ସମ୍ମିଳନୀ ଉପଲକ୍ଷେ ଲଣ୍ଡନରେ ଭେଟିଥିଲୁ ।

ପ୍ରଧାନମନ୍ତ୍ରୀ ମୋଦୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ପଶ୍ଚିମବଙ୍ଗ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀ ମିଳିତ ଭାବେ ଉତ୍ସର୍ଗ କଲେ ବାଂଲାଦେଶର ତିନି ପ୍ରକଳ୍ପ

September 10th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଏବଂ ତ୍ରିପୁରା ମୁଖ୍ୟମନ୍ତ୍ରୀ ଶ୍ରୀ ବିପ୍ଳବ କୁମାର ଦେବ ଆଜି ବାଂଲାଦେଶରେ ତିନୋଟି ପ୍ରକଳ୍ପକୁ ମିଳିତ ଭାବେ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟନ କରିଥିଲେ । ଏହି ଅବସରରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତି ସୁଷମା ସ୍ୱରାଜ ଏବଂ ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଯଥାକ୍ରମେ ନୂଆଦିଲ୍ଲୀ ଏବଂ ଢାକାରୁ ଯୋଗ ଦେଇଥିଲେ ।

ବିଶ୍ୱ ଗତିଶୀଳତା ଶିଖର ସମ୍ମିଳନୀ – ‘ମୁଭ’ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

September 07th, 10:50 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ବିଶ୍ୱ ଗତିଶୀଳତା ଶିଖର ସମ୍ମିଳନୀକୁ ଉଦ୍ଘାଟନ କରିଥିଲେ ।

PM Modi addresses Public Meeting in Surat, Gujarat

December 07th, 04:30 pm

Addressing a public meeting in Surat, Prime Minister Narendra Modi hit out at the Congress for their mis-governance in the country for over fifty years. Shri Narendra Modi stated that the BJP’s only agenda was development.