ହିମାଚଳ ପ୍ରଦେଶର ଲେପଚାରେ ସୁରକ୍ଷା ବାହିନୀ ସହ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 12th, 03:00 pm
ମା' ଭାରତୀଙ୍କର ଜୟଘୋଷର ଏହି ଶବ୍ଦ, ଭାରତୀୟ ସେନା ଓ ସୁରକ୍ଷା ବାହିନୀର ବୀରତ୍ବର ଏହି ସ୍ଲୋଗାନ, ଏହି ଐତିହାସିକ ଭୂମି ଏବଂ ଦୀପାବଳିର ଏହି ପବିତ୍ର ପର୍ବ । ଏହା ଏକ ଚମତ୍କାର ସଂଯୋଗ ଅଟେ, ଏହା ଏକ ଅଦ୍ଭୁତ ମିଳନ ଅଟେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ଏହି ମୁହୂର୍ତ୍ତ ମୋ ପାଇଁ ମଧ୍ୟ ଆପଣଙ୍କ ପାଇଁ ଏବଂ ଦେଶବାସୀଙ୍କ ପାଇଁ ମଧ୍ୟ ଦୀପାବଳିରେ ନୂଆ ଆଲୋକ ଆଣିବ ଏହା ମୋର ବିଶ୍ବାସ ଅଛି। ମୁଁ ଆପଣ ସମସ୍ତଙ୍କୁ, ସମସ୍ତ ଦେଶବାସୀଙ୍କୁ ସୀମାର ଶେଷ ଗାଁରୁ, ଯାହାକୁ ମୁଁ ବର୍ତ୍ତମାନ ପ୍ରଥମ ଗାଁ ବୋଲି କହୁଛି, ସେଠାରେ ଆମର ମୁତୟନ ହୋଇଥିବା ସୁରକ୍ଷା ବାହିନୀର ସହଯୋଗୀମାନଙ୍କ ସହିତ ଯେତେବେଳେ ଦୀପାବଳି ପାଳନ କରୁଛି, ସେତେବେଳେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଏହି ଶୁଭେଚ୍ଛା ବହୁତ ସ୍ବତନ୍ତ୍ର ହୋଇଥାଏ। ଏହି ଅବସରରେ ଦେଶବାସୀଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା, ଦୀପାବଳିର ଶୁଭକାମନା।ହିମାଚଳ ପ୍ରଦେଶର ଲେପ୍ଚାରେ ବୀର ଯବାନଙ୍କ ସହ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ
November 12th, 02:31 pm
ଯବାନମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦୀପାବଳି ପର୍ବର ମିଶ୍ରଣ ଏବଂ ଯବାନଙ୍କ ସାହସର ପ୍ରତିଫଳନ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ । ଦେଶର ଶେଷ ଗାଁ ଭାରତର ସୀମାନ୍ତ ଅଞ୍ଚଳର ଯବାନଙ୍କ ସହ ଦୀପାବଳି ଅବସରରେ ସେ ଶୁଭେଚ୍ଛା ଜଣାଇଥିଲେ, ଯାହା ବର୍ତ୍ତମାନ ପ୍ରଥମ ଗାଁ ଭାବେ ପରିଗଣିତ ହୋଇଛି।ତୁର୍କୀର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 10th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଜି -20 ଶିଖର ସମ୍ମିଳନୀରେ 10 ସେପ୍ଟେମ୍ବର 2023 ରେ ତୁର୍କୀର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ରିସେପ୍ ତାୟିପ୍ ଏର୍ଡୋଗାନଙ୍କ ସହିତ ସାକ୍ଷାତ କରିଛନ୍ତି।ତୁର୍କୀ ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
May 29th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୁର୍କୀର ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଅଷ୍ଟ୍ରେଲିଆର ସିଡନୀ ଠାରେ ସାମୁଦାୟିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 23rd, 08:54 pm
ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଏବଂ ମୋର ପ୍ରିୟ ମିତ୍ର, ମହାମହିମ, ଆନ୍ଥୋନୀ ଆଲବାନିସ, ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ, ମହାମହିମ ସ୍କଟ୍ ମାରିସନ, ନିଉ ସାଉଥ୍ ୱେଲ୍ସର ପ୍ରିମିୟର କ୍ରିସ୍ ମିନ୍ସ, ବୈଦେଶିକ ମନ୍ତ୍ରୀ ପେନୀ ବୋଂଗ, ସଞ୍ଚାର ମନ୍ତ୍ରୀ ମିଶେଲ ରୋଲେଣ୍ଡ, ଶକ୍ତି ମନ୍ତ୍ରୀ କ୍ରିସ୍ ବୋବେନ, ବିରୋଧୀ ଦଳ ନେତା ପିଟର ଡଟନ, ସହଯୋଗୀ ବୈଦେଶିକ ମନ୍ତ୍ରୀ ଟିମ୍ ୱାଟ୍ସ, ନିଉ ସାଉଥ୍ ୱେଲ୍ସର ସମସ୍ତ ଆଦରଣୀୟ ସଦସ୍ୟ, ପେରାମାଟାର ସଂସଦ ସଦସ୍ୟ ଡକ୍ଟର ଏଣ୍ଡୟୁ ଚାର୍ଲଟନ, ଏଠାରେ ଉପସ୍ଥିତ ଅଷ୍ଟ୍ରେଲିଆର ସମସ୍ତ ସାଂସଦ ସଦସ୍ୟ, ମେୟର, ଡେପୁଟି ମେୟର, କାଉନସିଲର୍ସ ଏବଂ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟ, ଯେଉଁମାନେ ଆଜି ଏତେ ବିଶାଳ ସଂଖ୍ୟାରେ ଉପସ୍ଥିତ ଅଛନ୍ତି, ଆପଣ ସମସ୍ତଙ୍କୁ ମୋର ନମସ୍କାର!ଅଷ୍ଟ୍ରେଲିଆର ସିଡନୀରେ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
May 23rd, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମହାମହିମ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସଙ୍କ ସହ ସିଡନୀର କୁଡୋସ ବ୍ୟାଙ୍କ ଅଞ୍ଚଳରେ ୨୩ ମେ’୨୦୨୩ ଦିନ ଏକ ବିଶାଳ ଭାରତୀୟ ଗୋଷ୍ଠୀର ସଦସ୍ୟଙ୍କୁ ଉଦବୋଧନ ଦେବା ସହ ମତ ବିନିମୟ କରିଛନ୍ତି ।ଦିଲ୍ଲୀରେ ବିଶ୍ୱ ବୁଦ୍ଧ ମହାସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଉଦବୋଧନ
April 20th, 10:45 am
କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ ଶ୍ରୀମାନ କିରଣ ରିଜୀଜୁ ମହାଶୟ, ଜି. କିଶନ ରେଡ୍ଡୀ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, ମୀନାକ୍ଷୀ ଲେଖି ମହାଶୟା, ଅନ୍ତରାଷ୍ଟ୍ରୀୟ ବୁଦ୍ଧ ମହାସଂଘର ମହାସଚିବ, ଦେଶ- ବିଦେଶରୁ ଏଠାକୁ ଆସିଥିବା ଏବଂ ଆମ ସହିତ ସାମିଲ ହୋଇଥିବା ସମସ୍ତ ପୂଜ୍ୟ ଭିକ୍ଷୁ ଗଣ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ନୂଆଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀ ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ “ବୁଦ୍ଧ ଚେତନା ଚିରନ୍ତନ”
April 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୦-୦୪-୨୦୨୩) ନୂଆଦିଲ୍ଲୀର ଅଶୋକ ହୋଟେଲ ଠାରେ ଆୟୋଜିତ ବୈଶ୍ୱିକ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ସମାରୋହରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ସେଠାରେ ଆୟୋଜିତ ଫଟୋ ପ୍ରଦର୍ଶନୀ ବୁଲି ଦେଖିବା ସହ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ସେ ମଧ୍ୟ ୧୯ ଜଣ ପ୍ରସିଦ୍ଧ ସାଧୁଙ୍କୁ ସାଧୁ ପୋଷାକ ପ୍ରଦାନ କରିଥିଲେ ।ଭିଡିଓ ବାର୍ତ୍ତା ମାଧ୍ୟମରେ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ଉପରେ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ମୂଳ ପାଠ୍ୟ
April 04th, 09:46 am
ସମସ୍ତଙ୍କୁ ମୋର ଶୁଭେଚ୍ଛା । ଭାରତରେ ଆପଣ ସମସ୍ତଙ୍କୁ ସ୍ୱାଗତ! ସର୍ବପ୍ରଥମେ, ମୁଁ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମିଳିତ ମଂଚକୁ ଅଭିନନ୍ଦନ ଜଣାଉଛି । ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି, ଆଇସିଡିଆର୍ଆଇ - ୨୦୨୩ର ଆନ୍ତର୍ଜାତିକ ସମ୍ମିଳନୀର ୫ମ ସଂସ୍କରଣର ଅବସର ପ୍ରକୃତରେ ଏକ ବିଶେଷ ଅବସର ଅଟେ ।ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ପଞ୍ଚମ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 04th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୪.୨୦୨୩ ) ପଂଚମ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀ ଆଇସିଡିଆରଆଇ-୨୦୨୩କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି ।ଏନପିଡିଆରଆର ର ତୃତୀୟ ବୈଠକ ଏବଂ ଶୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-2023 ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 10th, 09:43 pm
ସର୍ବ ପ୍ରଥମେ ମୁଁ ବିପର୍ଯ୍ୟୟ ହ୍ରାସ ଏବଂ ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ସମସ୍ତ ସାଥୀମାନଙ୍କୁ ଶୁଭେଚ୍ଛା ଜଣାଉଛି । କାରଣ କାର୍ଯ୍ୟ ହେଉଛି ଏଭଳି ଯେ, ଆପଣ ଅନେକ ଥର ନିଜ ଜୀବନକୁ ବିପଦରେ ପକାଇ ମଧ୍ୟ ଅନ୍ୟମାନଙ୍କର ଜୀବନ ବଂଚାଇବା ପାଇଁ ବହୁତ ଭଲ କାର୍ଯ୍ୟ କରିଥାନ୍ତି । ନିକଟରେ ତୁର୍କୀ ଏବଂ ସିରିଆରେ ଭାରତୀୟ ଦଳର ପ୍ରୟାସକୁ ସମଗ୍ର ବିଶ୍ୱ ପ୍ରଶଂସା କରିଛି ଆଉ ଏହି କଥା ହେଉଛି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗୌରବର ବିଷୟ । ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସହିତ ଜଡିତ ମାନବ ସମ୍ବଳ ଏବଂ ବୈଷୟିକ ଦକ୍ଷତାକୁ ଭାରତ ଯେଭଳି ଭାବେ ବୃଦ୍ଧି କରିଛି, ତାହାଦ୍ୱାରା ଦେଶରେ ମଧ୍ୟ ଭିନ୍ନ- ଭିନ୍ନ ବିପର୍ଯ୍ୟୟ ସମୟରେ ଅନେକ ଗୁଡିଏ ଲୋକଙ୍କର ଜୀବନ ବଂଚାଇବାରେ ସହାୟତା ମିଳିଛି । ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ବ୍ୟବସ୍ଥା ସଶକ୍ତ ହେଉ, ଏଥିପାଇଁ ପ୍ରୋତ୍ସାହନ ମିଳୁ, ଏବଂ ସାରା ଦେଶରେ ଏକ ସୁସ୍ଥ ପ୍ରତିଯୋଗିତାର ବାତାବରଣ ସୃଷ୍ଟି ହେଉ, ଏହି କାର୍ଯ୍ୟ ଲାଗି ଏବଂ ଏଥିପାଇଁ ଏକ ସ୍ୱତନ୍ତ୍ର ପୁରସ୍କାରର ମଧ୍ୟ ଘୋଷଣା କରାଯାଇଛି । ଆଜି ଏଠାରେ ଦୁଇଟି ସଂସ୍ଥାନକୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ଦିଆଯାଇଛି । ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(Odisha State Disaster Management Authority), ବାତ୍ୟାଠାରୁ ନେଇ ସୁନାମୀ ପର୍ଯ୍ୟନ୍ତ, ବିଭିନ୍ନ ବିପର୍ଯ୍ୟୟ ସମୟରେ ବହୁତ ଭଲ କାର୍ଯ୍ୟ କରୁଛି । ସେହିଭଳି ମିଜୋରମର ଲୁଙ୍ଗଲେଇ ଅଗ୍ନିଶମ କେନ୍ଦ୍ର ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାରେ କଠିନ ପରିଶ୍ରମ କରିଛି, ସମଗ୍ର ଅଂଚଳକୁ ବଂଚାଇଲା ଏବଂ ନିଆଁ ବ୍ୟାପିବାକୁ ରୋକିଲା । ମୁଁ ଏହି ସଂସ୍ଥାନରେ କାର୍ଯ୍ୟ କରୁଥିବା ସମସ୍ତ ସାଥୀମାନଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଜାତୀୟ ବିପର୍ଯ୍ୟୟ ଭୟ ହ୍ରାସ ମଞ୍ଚର ତୃତୀୟ ଅଧିବେଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 10th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍ଡିପିଆର୍ଆର)ର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରିଛନ୍ତି । ଏହି ମଂଚରେ ତୃତୀୟ ଅଧିବେଶନର ମୁଖ୍ୟ ବିଷୟବସ୍ତୁ ଥିଲା “ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ ମୁକାବିଲା ପ୍ରସ୍ତୁତି ।”ତୁର୍କୀ ଏବଂ ସିରିଆରେ ‘ଅପରେସନ୍ ଦୋସ୍ତ’ରେ ସାମିଲ ହୋଇଥିବା ଏନଡିଆରଏଫ କର୍ମଚାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 20th, 06:20 pm
ଆପଣମାନେ ମାନବତା ମାଇଁ ଏକ ବହୁତ ବଡ଼ କାର୍ଯ୍ୟ କରି ଫେରି ଆସିଛନ୍ତି । ଅପରେସନ୍ ଦୋସ୍ତ ସହିତ ଜଡ଼ିତ ସମଗ୍ର ଟିମ୍, ଏନଡିଆରଏଫ ହୁଅନ୍ତୁ, ସେନା ହୁଅନ୍ତୁ, ବାୟୁସେନା ହୁଅନ୍ତୁ କିମ୍ବା ଆମର ଅନ୍ୟାନ୍ୟ ସେବାଗୁଡ଼ିକରେ ରହିଥିବା ସାଥୀ ହୁଅନ୍ତୁ, ସମସ୍ତେ ବହୁତ ହିଁ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଆଉ ଏପରିକି ଆମର କଥା କହି ପାରୁ ନଥିବା ମୁକ ବନ୍ଧୁ ମାନଙ୍କୁ, ଡଗ୍ ସ୍କ୍ୱାଡ଼ର ସଦସ୍ୟମାନେ ମଧ୍ୟ ଅଦ୍ଭୁତ କ୍ଷମତାର ପ୍ରଦର୍ଶନ କରିଛନ୍ତି । ଆପଣ ସମସ୍ତଙ୍କୁ ନେଇ ଦେଶକୁ ବହୁତ ଗର୍ବ ଅନୁଭବ କରୁଛି ।ତୁର୍କୀ ଏବଂ ସିରିଆରେ "ଅପରେସନ ଦୋସ୍ତ” ସହିତ ଜଡିତ ଏନ୍ଡିଆରଏଫ୍ କର୍ମଚାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 20th, 06:00 pm
ପ୍ରଧାନମନ୍ତ୍ରୀ ଭୂକମ୍ପ ପ୍ରଭାବିତ ତୁର୍କୀ ଏବଂ ସିରିଆରେ ଅପରେସନ ଦୋସ୍ତ” ସହିତ ଜଡିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀର କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ।ତୁର୍କୀବାସୀଙ୍କ ସହ ଦୃଢ ଭାବେ ଛିଡା ହୋଇଛି ଭାରତ: ପ୍ରଧାନମନ୍ତ୍ରୀ
February 10th, 08:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ‘ଅପରେସନ ଦୋସ୍ତ’ ଅନ୍ତର୍ଗତ ଭାରତ ଅଧିକରୁ ଅଧିକ ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିବ ।ଆଜି ତୁର୍କୀରେ ହୋଇଥିବା ଭୂକମ୍ପଜନିତ କ୍ଷୟକ୍ଷତି ମୁକାବିଲା ପାଇଁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତୁରନ୍ତ ରିଲିଫ ପଦକ୍ଷେପ ସମ୍ପର୍କରେ ଆଲୋଚନା ପାଇଁ ବୈଠକ ଆୟୋଜିତ
February 06th, 02:34 pm
ଆଜି ତୁର୍କୀରେ ହୋଇଥିବା ଭୂକମ୍ପଜନିତ କ୍ଷୟକ୍ଷତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ଡଃ ପି.କେ. ମିଶ୍ର ତୁରନ୍ତ ରିଲିଫ ପଦକ୍ଷେପଗୁଡିକ ସମ୍ପର୍କରେ ଆଲୋଚନା ପାଇଁ ସାଉଥ ବ୍ଲକରେ ଏକ ବୈଠକ କରିଥିଲେ । ତୁର୍କୀ ଗଣରାଜ୍ୟ ସରକାରଙ୍କ ସମନ୍ୱୟରେ ସନ୍ଧାନୀ ଓ ଉଦ୍ଧାର ଟିମ, ଡାକ୍ତରୀ ଟିମ ଓ ରିଲିଫ ସାମଗ୍ରୀ ତୁର୍କୀ ପଠାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।ତୁର୍କୀରେ ଭୂକମ୍ପଜନିତ ପ୍ରାଣହାନୀରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
February 06th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ତୁର୍କୀରେ ଭୂକମ୍ପଜନିତ ପ୍ରାଣହାନୀ ଓ ସମ୍ପତ୍ତି ନଷ୍ଟ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଭାରତ ଉର୍ଜ୍ଜା ସପ୍ତାହ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 06th, 11:50 am
ବର୍ତମାନ ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ଉପରେ ଆମ ସମସ୍ତଙ୍କର ଦୃଷ୍ଟି ଲାଗି ରହିଛି । ବହୁତ ଲୋକମାନଙ୍କର ଦୁଃଖଦ ମୃତ୍ୟୁ ଏବଂ ବହୁତ କ୍ଷୟକ୍ଷତିର ଖବର ରହିଛି । ତୁର୍କୀର ଆଖପାଖ ଦେଶଗୁଡ଼ିକରେ ମଧ୍ୟ କ୍ଷୟକ୍ଷତିର ଆଶଙ୍କା ରହିଛି । ଭାରତର 140କୋଟି ଲୋକମାନଙ୍କର ସମ୍ବେଦନା, ସମସ୍ତ ଭୂକମ୍ପ ପୀଡ଼ିତମାନଙ୍କ ସହିତ ରହିଛି । ଭାରତ ଭୂକମ୍ପ ପୀଡ଼ିତମାନଙ୍କୁ ସମସ୍ତ ଯଥାସାଧ୍ୟ ସାହାଯ୍ୟ କରିବା ପାଇଁ ତତ୍ପର ରହିଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବେଙ୍ଗାଲୁରୁ ଠାରେ ଭାରତ ଶକ୍ତି ସପ୍ତାହ ୨୦୨୩ ଉଦଘାଟିତ
February 06th, 11:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୬-୦୨-୨୦୨୩) ବେଙ୍ଗାଲୁରୁ ଠାରେ ଭାରତୀୟ ଶକ୍ତି ସପ୍ତାହ (ଆଇଇଡବ୍ଲୁ)ର ଉଦଘାଟନ କରିଛନ୍ତି । ଭାରତୀୟ ତୈଳ ସଂସ୍ଥାର ପଦକ୍ଷେପ ‘ଅନବଟଲଡ’ ସ୍ୱରୂପ ପ୍ରଧାନମନ୍ତ୍ରୀ ପୋଷାକ ଉନ୍ମୋଚନ କରିଛନ୍ତି । ଏହି ପୋଷାକଗୁଡ଼ିକ ପିଇଟି ବଟଲ ପୁନଃପ୍ରକ୍ରିୟାକରଣ ଜରିଆରେ ହୋଇଛି । ସେ ମଧ୍ୟ ଭାରତୀୟ ତୈଳ ସଂସ୍ଥାର ଇନଡୋର ସୋଲାର କୁକିଂ ସିଷ୍ଟମ ଅନ୍ତର୍ଗତ ଟୁଇନ କୁକଟପ୍ ମଡେଲ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ବାଣିଜି୍ୟକ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।ତୁର୍କୀ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ବାର୍ତ୍ତାଳାପ
March 11th, 09:26 pm
ମହାମହିମ ତୁର୍କୀ ସାଧାରଣତନ୍ତ୍ରର ରାଷ୍ଟ୍ରପତି ମିଷ୍ଟର ରିକେପ ତାଈପ ଏର୍ଡୋଗାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।