ଜଳବାୟୁ ପାଣ୍ଠି ଯୋଗାଣ ରୂପାନ୍ତର ଉପରେ କପ୍-୨୮ ଅଧ୍ୟକ୍ଷତା ଅଧିବେଶନରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
December 01st, 08:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଡିସେମ୍ବର, ୨୦୨୩ରେ ୟୁଏଇର ଦୁବାଇଠାରେ ଜଳବାୟୁ ପାଣ୍ଠି ଯୋଗାଣ ରୂପାନ୍ତର ଉପରେ କପ୍-୨୮ ଅଧ୍ୟକ୍ଷତା ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ବିକାଶଶୀଳ ଦେଶମାନଙ୍କ ପାଇଁ ଜଳବାୟୁ ପାଣ୍ଠି ଯୋଗାଣକୁ ଅଧିକ ଉପଲବ୍ଧ, ଗ୍ରହଣୀୟ ଏବଂ ସୁଲଭ କରିବା ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରାଯାଇଥିଲା।