ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱିଡେନ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ

December 01st, 08:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁବାଇ ଠରରେ ଚାଲିଥିବା କପ୍‌-୨୮ ସମ୍ମିଳନୀରେ ଡିସେମ୍ବର ପହିଲା ଦିନ ସ୍ୱିଡେନ ରାଜ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ଓଲଫ କ୍ରିଷ୍ଟରସନଙ୍କୁ ଭେଟି ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।

କପ୍‌-୨୮ରେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଓ ସ୍ୱିଡେନ ଦ୍ୱାରା ମିଳିତ ଭାବେ ଉଦ୍‌ଘାଟିତ

December 01st, 08:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସ୍ୱିଡେନ ପ୍ରଧାନମନ୍ତ୍ରୀ ମହାମହିମ ଓଲଫ କ୍ରିଷ୍ଟରସନ ମିଳିତଭାବେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ (ଲିଂଡ ଆଇଟି-୨.୦) ୨୦୨୪-୨୬କୁ ଦୁବାଇଠାରେ ଚାଲିିଥିବା କପ୍‌-୨୮ରେ ଉଦ୍‌ଘାଟନ କରିଛନ୍ତି ।

କପ୍‌ -୨୮ରେ ୟୁଏଇ ସହ ମିଶି ଗ୍ଲୋବାଲ ଗ୍ରୀନ୍ କ୍ରେଡିଟ୍ ଇନିସିଏଟିଭ୍ ଆୟୋଜନ କଲା ଭାରତ

December 01st, 08:28 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହ୍ୟାନଙ୍କ ସହ ମିଶି ୧ ଡିସେମ୍ବର ୨୦୨୩ରେ ଦୁବାଇ ଠାରେ କପ୍‌-୨୮ରେ 'ଗ୍ରୀନ୍ କ୍ରେଡିଟ୍ ପ୍ରୋଗ୍ରାମ୍' ଶୀର୍ଷକ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମର ସହ-ଆୟୋଜନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଉଲ୍ଫ କ୍ରିଷ୍ଟିରସନ, ମୋଜାମ୍ବିକର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ମହାମହିମ ଶ୍ରୀ ଚାର୍ଲସ ମିସେଲ ଅଂଶଗ୍ରହଣ କରିଥିଲେ ।

ସୁଇଡେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଉଲ୍ଫ କ୍ରିଷ୍ଟରସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 19th, 09:46 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁଇଡେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଉଲ୍ଫ କ୍ରିଷ୍ଟରସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।