ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ

November 15th, 11:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିହାଟୁ ଗ୍ରାମକୁ ଗସ୍ତ କରିଛନ୍ତି ଏବଂ ତାଙ୍କ ପ୍ରତିମାରେ ପୁଷ୍ପାଞ୍ଜଳି ଅର୍ପଣ କରଛନ୍ତି । ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମ ଗସ୍ତ କରିବାରେ ଶ୍ରୀ ମୋଦୀ ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଛନ୍ତି ।