ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 19th, 05:41 am
ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ସାର୍ କିର୍ ଷ୍ଟାର୍ମର୍ଙ୍କ ସହ ମତ ବିନିମୟ କରିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଷ୍ଟାର୍ମରଙ୍କୁ ନୂଆ ପଦଭାର ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଥିଲେ । ପ୍ରଧାନମନ୍ତ୍ରୀ ଷ୍ଟାର୍ମର ମଧ୍ୟ ତାଙ୍କର ଐତିହାସିକ ତୃତୀୟ କାର୍ଯ୍ୟକାଳ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ।Appreciate priority accorded by UK PM to deepen ties with India: PM
July 24th, 09:19 pm
The Prime Minister Shri Narendra Modi today appreciated the priority accorded by newly-elected Prime Minister of United Kingdom Mr Keir Stramer to broaden and deepen the comprehensive strategic partnership between both the nations.Foreign Secretary of the United Kingdom, H.E. Rt Hon David Lammy calls on Prime Minister Shri Narendra Modi
July 24th, 08:00 pm
Hon’ble Prime Minister Shri Narendra Modi received Rt Hon David Lammy, Foreign Secretary of the United Kingdom, today. PM congratulated Mr. Lammy on his appointment and appreciated his initiative in visiting India within the first month of the UK Government formation.ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ କିଏର ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇବା ସହ କଥା ହେଲେ ପ୍ରଧାନମନ୍ତ୍ରୀ
July 06th, 03:02 pm
ବ୍ରିଟେନର ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମରଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି । ବ୍ରିଟେନର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ଏବଂ ଲେବର ପାର୍ଟିର ବିପୁଳ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ ।ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁନର୍ବାର ନିର୍ବାଚିତ ହେବା ପରେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ରିଷି ସୁନକ ଜଣାଇଲେ ବଧେଇ
June 05th, 07:53 pm
ବ୍ରିଟେନ୍ ପ୍ରଧାନମନ୍ତ୍ରୀ ମାନ୍ୟବର ରିଷି ସୁନକଙ୍କ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ୍ ଯୋଗେ ଅଭିନନ୍ଦନ ବାର୍ତ୍ତା ପାଇଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
March 12th, 08:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନନୀୟ ରିଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।କିଙ୍ଗ୍ ଚାର୍ଲ୍ସ ୩ୟଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
February 06th, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତବାସୀ ଏବଂ ତାଙ୍କ ତରଫରୁ ବ୍ରିଟେନ ରାଜା କିଙ୍ଗ୍ ଚାର୍ଲ୍ସ ୩ୟଙ୍କ ଦ୍ରୁତ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 03rd, 11:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ମାନ୍ୟବର ପ୍ରଧାନମନ୍ତ୍ରୀଋଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ
September 09th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ସେପ୍ଟେମ୍ବର ୨୦୨୩ ରେ ନୂଆଦିଲ୍ଲୀ ଠାରେ ଜି - ୨୦ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ରୁଷି ସୁନକଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ଅକ୍ଟୋବର ୨୦୨୨ରେ ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଧାନମନ୍ତ୍ରୀ ସୁନକଙ୍କ ଏହା ହେଉଛି ପ୍ରଥମ ଭାରତ ଗସ୍ତ ।ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 21st, 09:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୧ରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କୁ ଜି-୭ ଶିଖର ସମ୍ମିଳନୀ ଅବସରରେ ହିରୋସୀମାରେ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଟେଲିଫୋନ୍ରେ ଆଲୋଚନା କରିଛନ୍ତି
April 13th, 09:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ମାନ୍ୟବର ଋଷି ସୁନକଙ୍କ ସହିତ ଟେଲିଫୋନରେ ଆଲୋଚନା କରିଛନ୍ତି ।ବ୍ରିଟେନର ମହାମହିମ ମହାରାଜା ରାଜା ଚାର୍ଲ୍ସ ତୃତୀୟଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ
January 03rd, 06:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ମହାମହିମ ମହାରାଜା ରାଜା ଚାର୍ଲ୍ସ ତୃତୀୟଙ୍କ ସହ ଟେଲିଫୋନରେ କଥା ହୋଇଥିଲେ ।Prime Minister's meeting with the Prime Minister of the United Kingdom on the sidelines of G-20 Summit in Bali
November 16th, 03:54 pm
Prime Minister Narendra Modi met Rt. Hon. Rishi Sunak, Prime Minister of the United Kingdom on the sidelines of the G-20 Summit in Bali. The two leaders expressed satisfaction at the state of the wide-ranging India-UK Comprehensive Strategic Partnership and progress on the Roadmap 2030 for Future Relations.ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଋଷି ସୁନକଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 24th, 09:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ଶ୍ରୀ ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ମିକ୍ସଡ ଡବଲ୍ସ ଟେବୁଲ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ଶରଥ କମଲ ଏବଂ ଶ୍ରୀଜା ଆକୁଲାଙ୍କ ଗୌରବ ଏବଂ ଦୃଢତାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ରେ ମିକ୍ସଡ ଡବଲ୍ସ ଟେବୁଲ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶରଥ କମଲ ଏବଂ ଶ୍ରୀଜା ଆକୁଲାଙ୍କୁ ପ୍ରଶଂସା କରିଛନ୍ତି ।ସିଡବ୍ଳ୍ୟଜି ୨୦୨୨ ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଶ୍ରୀକାନ୍ତ କିଡାମ୍ବିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀକାନ୍ତ କିଡାମ୍ବିଙ୍କୁ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀକାନ୍ତ କିଡାମ୍ବି ଚତୁର୍ଥ ପଦକ ଜିଣିଥିବାରୁ ପ୍ରଧାନମନ୍ତ୍ରୀ ମଧ୍ୟ ଖୁସି ବ୍ୟକ୍ତ କରିଛନ୍ତି ।ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିବା ପାଇଁ ମହିଳା କ୍ରିକେଟ୍ ଦଳର ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହିଳା କ୍ରିକେଟ୍ ଦଳର ସଦସ୍ୟମାନଙ୍କୁ ବର୍ମିଂହାମରେ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।ବ୍ୟାଡମିଣ୍ଟନ୍ ଡବଲ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଟ୍ରିସା ଜଲି ଏବଂ ଗାୟତ୍ରୀ ଗୋପୀଚାନ୍ଦଙ୍କ ପାଇଁ ଗର୍ବିତ ଅନୁଭବ କରିଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ୍ ସିଡବ୍ଲ୍ୟୁଜି ୨୦୨୨ ରେ ବ୍ୟାଡମିଣ୍ଟନ୍ ଡବଲ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଟ୍ରିସା ଜଲି ଏବଂ ଗାୟତ୍ରୀ ଗୋପୀଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବକ୍ସିଂରେ ସିଡବ୍ଲ୍ୟୁଜି ରେ ରୌପ୍ୟ ପଦକ ଜିତିଥିବାରୁ ସାଗର ଅହଲୱାଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟଜି ୨୦୨୨ ରେ ବକ୍ସିଂରେ ପୁରୁଷ ୯୨+ କିଲୋଗ୍ରାମରେ ରୌପ୍ୟ ପଦକ ଜିତିବା ପାଇଁ ସାଗର ଅହଲୱାଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ସ୍କ୍ୱାସ୍ ମିକ୍ସଡ୍ ଡବଲ୍ସ କ୍ରୀଡାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସୌରଭ ଘୋଷାଲ ଏବଂ ଦୀପିକା ପାଲିକଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 07th, 11:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ରାଜ୍ୟଗୋଷ୍ଠି କ୍ରୀଡା ୨୦୨୨ ରେ ସ୍କ୍ୱାସ୍ ମିକ୍ସଡ ଡବଲ୍ସ କ୍ରୀଡାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସୌରଭ ଘୋଷାଲ ଏବଂ ଦୀପିକା ପାଲିକଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।