ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଘୋଷଣା କଲେ ପ୍ରଧାନମନ୍ତ୍ରୀ
February 13th, 04:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମାଗଣା ବିଦ୍ୟୁତ ସଂଯୋଗ ଯୋଗାଇ ଦେବା ଲାଗି ଛାତ ଉପର ସୌର ପ୍ରଣାଳୀ ସ୍ଥାପନ ନିମନ୍ତେ - ‘ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ର ଘୋଷଣା କରିଛନ୍ତି ।ଚେନ୍ନାଇରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ/ଲୋକାର୍ପଣ/ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 14th, 11:31 am
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ନବୋନ୍ମେଷ ଏବଂ ସ୍ୱଦେଶୀ ବିକାଶର ପ୍ରତୀକ। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ତାମିଲନାଡ଼ୁର ବିକାଶକୁ ଆହୁରି ପ୍ରୋତ୍ସାହନ ମିଳିପାରିବ। ସେ କହିଥିଲେ ଯେ ତାଞ୍ଜାଭୁର ଏବଂ ପୁଦୁକ୍କୋଟ୍ଟଇକୁ ବିଶେଷ ଭାବେ ଲାଭ ମିଳିବ। କାରଣ ଏଠାରେ ଆଜି 636 କିମି ଲମ୍ବ ଗ୍ରାଣ୍ଡ ଆନିକଟ କେନାଲ ପ୍ରଣାଳୀର ଆଧୁନିକୀକରଣ କରିବା ଲାଗି ଶିଳାନ୍ୟାସ ସ୍ଥାପନ କରାଯାଉଛି। ଏହି ପ୍ରକଳ୍ପ ଫଳରେ ବ୍ୟାପକ ପ୍ରଭାବ ପଡ଼ିବ। ଏହା ଦ୍ୱାରା 2.27 ଲକ୍ଷ ଏକ ଜମିକୁ ଜଳସେଚନ ସୁବିଧା ମିଳିପାରିବ। ପ୍ରଧାନମନ୍ତ୍ରୀ ଖାଦ୍ୟଶସ୍ୟର ରେକର୍ଡ ଉତ୍ପାଦନ ଏବଂ ଜଳସମ୍ପଦର ଉଚିତ ଉପଯୋଗ ଲାଗି ତାମିଲନାଡ଼କୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଗ୍ରାଣ୍ଡ ଆନିକଟ ଆମର ଗୌରବଶାଳୀ ଅତୀତର ଏକ ଜୀବନ୍ତ ପ୍ରମାଣ। ଏହା ଆମ ଦେଶର ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପାଇଁ ଏକ ପ୍ରେରଣା ମଧ୍ୟ। ପ୍ରଧାନମନ୍ତ୍ରୀ ତାମିଲ କବି ଅବ୍ବୟାରଙ୍କ ଉଦାହରଣ ଦେଇ ଜଳ ସଂରକ୍ଷଣର ଆବଶ୍ୟକତା ଉପରେ ଜୋର ଦେଇଥିଲେ, କାରଣ ଏହା କେବଳ ଏକ ଜାତୀୟ ପ୍ରସଙ୍ଗ ନୁହେଁ, ବରଂ ଏକ ବିଶ୍ୱ ପ୍ରସଙ୍ଗ। ସେ ‘ପ୍ରତି ବୁନ୍ଦା ଅଧିକ ଫସଲ (ୱାନ ଡ୍ରପ୍ ମୋର କ୍ରପ୍) ମନ୍ତ୍ରକୁ ମନେ ରଖିବାର ଆବଶ୍ୟକତା ଉପରେ ଜୋର ଦେଇଥିଲେ।ତାମିଲନାଡ଼ୁରେ ପ୍ରମୁଖ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 14th, 11:30 am
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ନବୋନ୍ମେଷ ଏବଂ ସ୍ୱଦେଶୀ ବିକାଶର ପ୍ରତୀକ। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ତାମିଲନାଡ଼ୁର ବିକାଶକୁ ଆହୁରି ପ୍ରୋତ୍ସାହନ ମିଳିପାରିବ। ସେ କହିଥିଲେ ଯେ ତାଞ୍ଜାଭୁର ଏବଂ ପୁଦୁକ୍କୋଟ୍ଟଇକୁ ବିଶେଷ ଭାବେ ଲାଭ ମିଳିବ। କାରଣ ଏଠାରେ ଆଜି 636 କିମି ଲମ୍ବ ଗ୍ରାଣ୍ଡ ଆନିକଟ କେନାଲ ପ୍ରଣାଳୀର ଆଧୁନିକୀକରଣ କରିବା ଲାଗି ଶିଳାନ୍ୟାସ ସ୍ଥାପନ କରାଯାଉଛି। ଏହି ପ୍ରକଳ୍ପ ଫଳରେ ବ୍ୟାପକ ପ୍ରଭାବ ପଡ଼ିବ। ଏହା ଦ୍ୱାରା 2.27 ଲକ୍ଷ ଏକ ଜମିକୁ ଜଳସେଚନ ସୁବିଧା ମିଳିପାରିବ। ପ୍ରଧାନମନ୍ତ୍ରୀ ଖାଦ୍ୟଶସ୍ୟର ରେକର୍ଡ ଉତ୍ପାଦନ ଏବଂ ଜଳସମ୍ପଦର ଉଚିତ ଉପଯୋଗ ଲାଗି ତାମିଲନାଡ଼କୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଗ୍ରାଣ୍ଡ ଆନିକଟ ଆମର ଗୌରବଶାଳୀ ଅତୀତର ଏକ ଜୀବନ୍ତ ପ୍ରମାଣ। ଏହା ଆମ ଦେଶର ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପାଇଁ ଏକ ପ୍ରେରଣା ମଧ୍ୟ। ପ୍ରଧାନମନ୍ତ୍ରୀ ତାମିଲ କବି ଅବ୍ବୟାରଙ୍କ ଉଦାହରଣ ଦେଇ ଜଳ ସଂରକ୍ଷଣର ଆବଶ୍ୟକତା ଉପରେ ଜୋର ଦେଇଥିଲେ, କାରଣ ଏହା କେବଳ ଏକ ଜାତୀୟ ପ୍ରସଙ୍ଗ ନୁହେଁ, ବରଂ ଏକ ବିଶ୍ୱ ପ୍ରସଙ୍ଗ। ସେ ‘ପ୍ରତି ବୁନ୍ଦା ଅଧିକ ଫସଲ (ୱାନ ଡ୍ରପ୍ ମୋର କ୍ରପ୍) ମନ୍ତ୍ରକୁ ମନେ ରଖିବାର ଆବଶ୍ୟକତା ଉପରେ ଜୋର ଦେଇଥିଲେ।ସେପ୍ଟେମ୍ବର 15ରେ ସହରାଞ୍ଚଳ ଭିତ୍ତିଭୂମି ସହ ଜଡିତ ବିହାରର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 14th, 02:45 pm
ସହରାଞ୍ଚଳ ଭିତ୍ତିଭୂମି ସହ ଜଡ଼ିତ ବିହାରର 7ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 15ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିବେ । ଏଥିରେ ଚାରିଟି ଜଳଯୋଗାଣ ପ୍ରକଳ୍ପ, ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ରକଳ୍ପ ଓ ଗୋଟିଏ ରିଭରଫ୍ରଣ୍ଟ ବିକାଶ ପ୍ରକଳ୍ପ ସାମିଲ ରହିଛି । ପ୍ରକଳ୍ପଗୁଡ଼ିକରେ 541 କୋଟି ଟଙ୍କା ବିନିଯୋଗ ହେବ । ବିହାରର ନଗର ଉନ୍ନୟନ ଓ ନିର୍ମାଣ ବିଭାଗ ଅଧୀନ ବିଡକୋ ଏସବୁ ପ୍ରକଳ୍ପର କାର୍ଯ୍ୟାନ୍ୱୟନ କରିବ । ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।Important Cabinet decisions
June 01st, 05:42 pm
During cabinet meeting, historic decisions were taken that will have a transformative impact on the lives of India’s hardworking farmers, MSME sector and those working as street vendors.