ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
December 30th, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।To protect Jharkhand's identity, a BJP government is necessary: PM Modi in Gumla
November 10th, 04:21 pm
Kickstarting his rally of the day in Gumla, Jharkhand, PM Modi said, Under Atal Ji's leadership, the BJP government created the states of Jharkhand and Chhattisgarh and established a separate ministry for the tribal community. Since you gave me the opportunity to serve in 2014, many historic milestones have been achieved. Our government declared Birsa Munda's birth anniversary as Janjatiya Gaurav Diwas, and this year marks his 150th birth anniversary. Starting November 15, we will celebrate the next year as Janjatiya Gaurav Varsh nationwide.PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 06th, 11:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ଭାବେ ନୂଆ କରି ନିର୍ବାଚିତ ହୋଇଥିବା ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି ।ମୋର ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ଖୁବ୍ ଭଲ ବର୍ତ୍ତାଳାପ ହେଲା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 06th, 10:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନୂତନ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇ ତାଙ୍କର ଚମତ୍କାର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ବିଭିନ୍ନ କ୍ଷେତ୍ରରେ ଭାରତ-ଆମେରିକା ସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ସେ ପୁଣି ଥରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ ଅଛନ୍ତି ବୋଲି ଶ୍ରୀ ମୋଦୀ କହିଛନ୍ତି ।ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
November 06th, 01:57 pm
ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଐତିହାସିକ ବିଜୟ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଆଗାମୀ ଦିନରେ ଭାରତ-ଆମେରିକା ବିସ୍ତୃତ ବୈଶ୍ୱିକ ଏବଂ ରଣନୀତିକ ସହଭାଗିତାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ କରିବା ଦିଗରେ ସହଯୋଗକୁ ନବୀନିକୃତ କରିବା ପାଇଁ ଅପେକ୍ଷା କରିଛନ୍ତି ।ଏଏସପିଆଇର କ୍ରିଟିକାଲ ଟେକ୍ନୋଲୋଜି ଟ୍ରାକରରେ ଶ୍ରେଷ୍ଠ 5 ରାଷ୍ଟ୍ର ମଧ୍ୟରେ ଭାରତର ସ୍ଥାନକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
October 03rd, 07:35 pm
ଏଏସପିଆଇ କ୍ରିଟିକାଲ ଟେକ୍ନୋଲୋଜି ଟ୍ରାକର ଅନୁଯାୟୀ 64ଟି ଟେକ୍ନୋଲୋଜି ମଧ୍ୟରୁ 45ଟି ରେ ଭାରତ ଏବେ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ସ୍ଥାନ ପାଇଛି। ବୈଜ୍ଞାନିକ ଏବଂ ଗବେଷଣା ସଫଳତା ପାଇଁ ଦୌଡ଼ ଏବଂ ବିଶ୍ୱସ୍ତରୀୟ ପ୍ରତିଭାକୁ ବଜାୟ ରଖିବାର କ୍ଷମତା ସମେତ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକୌଶଳର ବିକାଶ ଉପରେ ଏହି ଅଧ୍ୟୟନ ନଜର ରଖିଛି । ଏହି ଅଧ୍ୟୟନରେ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକୌଶଳର ବିକାଶ ଏବଂ ନିୟନ୍ତ୍ରଣ ଏବଂ ଏହା କିପରି ଏକ ଦେଶର ଅର୍ଥନୈତିକ ଦକ୍ଷତା ଉପରେ ମାପ କରେ ତାହାକୁ ମଧ୍ୟ ଦସ୍ତାବିଜ କରାଯାଇଛି ।'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ
September 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।Voting for Congress means putting Haryana's stability and development at risk: PM Modi in Sonipat
September 25th, 12:48 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.PM Modi addresses a massive gathering in Sonipat, Haryana
September 25th, 12:00 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.ୟୁକ୍ରେନର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 24th, 03:57 am
ନ୍ୟୁୟର୍କରେ ‘ଭବିଷ୍ୟର ଶିଖର ସମ୍ମିଳନୀ’ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଶ୍ରୀ ଭୋଲୋଡିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।ଭିଏତନାମର ରାଷ୍ଟ୍ରପତି ତଥା ଦଳର ସାଧାରଣ ସଚିବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 24th, 12:27 am
ଜାତିସଂଘ ସାଧାରଣ ପରିଷଦର ‘ଭବିଷ୍ୟର ଶିଖର ସମ୍ମିଳନୀ’ ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋସିଆଲିଷ୍ଟ ରିପବ୍ଲିକ ଅଫ୍ ଭିଏତନାମର ରାଷ୍ଟ୍ରପତି ତଥା କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସଚିବ ଶ୍ରୀ ତୋ ଲାମଙ୍କୁ ଭେଟିଛନ୍ତି ।Success of Humanity lies in our collective strength, not in the battlefield: PM Modi at UN Summit
September 23rd, 09:32 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.Prime Minister’s Address at the ‘Summit of the Future’
September 23rd, 09:12 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.PM Modi meets President of Palestine
September 23rd, 06:32 am
PM Modi met the President of Palestine, H.E. Mahmoud Abbas in New York. The PM reaffirmed India's commitment to supporting the early restoration of peace and stability in the region and discussed ways to further strengthen the friendship with the people of Palestine.PM Modi meets with Crown Prince of Kuwait
September 23rd, 06:30 am
PM Modi met with His Highness Sheikh Sabah Khaled Al-Hamad Al-Mubarak Al-Sabah, Crown Prince of the State of Kuwait, in New York. Prime Minister conveyed that India attaches utmost importance to its bilateral relations with Kuwait. Both leaders recalled the strong historical ties and people-to-people linkages between the two countries.PM Modi meets Prime Minister of Nepal
September 23rd, 06:25 am
PM Modi met PM K.P. Sharma Oli of Nepal in New York. The two leaders reviewed the unique and close bilateral relationship between India and Nepal, and expressed satisfaction at the progress made in perse sectors including development partnership, hydropower cooperation, people-to-people ties, and enhancing connectivity – physical, digital and in the domain of energy.PM Modi attends the CEOs Roundtable
September 23rd, 06:20 am
PM Modi interacted with technology industry leaders in New York. The PM highlighted the economic transformation happening in India, particularly in electronics and information technology manufacturing, semiconductors, biotech and green development. The CEOs expressed their strong interest in investing and collaborating with India.ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 10:00 pm
ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
September 22nd, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।