Prime Minister congratulates space scientists and engineers for successful launch of LVM3-M6 and BlueBird Block-2

December 24th, 10:04 am

PM Modi hailed scientists and engineers for the successful launch of the LVM3-M6 rocket, describing it as a significant step in India’s efforts towards an Aatmanirbhar Bharat. He remarked that placing the heaviest satellite ever launched from Indian soil, the United States’ BlueBird Block-2, into its intended orbit marks a proud milestone in India’s space journey.

ଭାରତ-ଜୋର୍ଡାନ ବ୍ୟବସାୟିକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

December 16th, 12:24 pm

ଗତକାଲି ମହାମହିମଙ୍କ ସହିତ ମୋର ଆଲୋଚନାର ସାରାଂଶ ମଧ୍ୟ ଏହା ଥିଲା। ଆମେ ଭୂଗୋଳକୁ କିପରି ସୁଯୋଗରେ ଏବଂ ସୁଯୋଗକୁ କିପରି ବିକାଶରେ ପରିଣତ କରାଯାଇପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 16th, 12:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଆଜି ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ ପ୍ରିନ୍ସ ହୁସେନ ଏବଂ ସେଠାକାର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ତଥା ନିବେଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କକୁ ସୁଦୃଢ଼ କରିବାର ଗୁରୁତ୍ୱକୁ ସ୍ୱୀକାର କରିଥିଲେ। ଉଭୟ ନେତା ପ୍ରଗତି ଏବଂ ସମୃଦ୍ଧି ହାସଲ କରିବା ପାଇଁ ଏହି କ୍ଷେତ୍ରରେ ସମ୍ଭାବନା ଏବଂ ସୁଯୋଗକୁ ଉପଯୋଗ କରିବାକୁ ଉଭୟ ପକ୍ଷର ଶିଳ୍ପପତିମାନଙ୍କୁ ଆହ୍ୱାନ କରିଛନ୍ତି। ରାଜା ଅବଦୁଲ୍ଲା ଦ୍ୱିତୀୟ କହିଛନ୍ତି ଯେ, ଜୋର୍ଡାନର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏବଂ ଭାରତର ଆର୍ଥିକ ଶକ୍ତିକୁ ମିଶ୍ରଣ କରି ଦକ୍ଷିଣ ଏସିଆ ଏବଂ ପଶ୍ଚିମ ଏସିଆ ତଥା ଅନ୍ୟ ଅନ୍ତର୍ଜାତୀୟ ସ୍ତରରେ ଏକ ଆର୍ଥିକ କରିଡର ସୃଷ୍ଟି କରାଯାଇପାରିବ।

ଆମେରିକାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

December 11th, 08:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତା ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କର ସ୍ଥିର ପ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଏବଂ ପ୍ରମୁଖ ଆଞ୍ଚଳିକ ତଥା ବୈଶ୍ବିକ ଘଟଣାବଳୀ ଉପରେ ମତ ବିନିମୟ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶାନ୍ତି ବାର୍ତ୍ତା, ବନ୍ଧକ ମୁକ୍ତିକୁ ସ୍ୱାଗତ କରି ଟ୍ରମ୍ପଙ୍କ ଆନ୍ତରିକ ପ୍ରୟାସକୁ ସମର୍ଥନ

October 13th, 07:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ବର୍ଷରୁ ଅଧିକ ସମୟ ବନ୍ଦୀ ରହିବା ପରେ ସମସ୍ତ ବନ୍ଧକଙ୍କ ମୁକ୍ତିକୁ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ, ସ୍ୱାଧୀନତା ସେମାନଙ୍କ ପରିବାରର ସାହସ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ଉଦ୍ୟମ ଏବଂ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସଂକଳ୍ପର ପରିଣାମ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ନୂତନ ରାଷ୍ଟ୍ରଦୂତ ଶ୍ରୀ ସେର୍ଗିଓ ଗୋର

October 11th, 11:58 pm

ଭାରତରେ ନୂତନ ଭାବେ ନିଯୁକ୍ତ ହୋଇଥିବା ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରଦୂତ ଶ୍ରୀ ସେର୍ଗିଓ ଗୋର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଗାଜା ଶାନ୍ତି ଯୋଜନାର ସଫଳତା ପାଇଁ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 09th, 09:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ଏବଂ ଐତିହାସିକ ଗାଜା ଶାନ୍ତି ଯୋଜନାର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଗାଜା ବିବାଦରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶାନ୍ତି ପଦକ୍ଷେପକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ

September 30th, 09:19 am

ଗାଜା ବିବାଦର ସମାଧାନ ନିମନ୍ତେ ରାଷ୍ଟ୍ରପତି ଡୋନାଲ୍ଡ ଜେ. ଟ୍ରମ୍ପଙ୍କ ବ୍ୟାପକ ଯୋଜନା ଘୋଷଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି ।

‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 24th, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଆମେରିକାର ଟେକ୍ସାସରେ ଭୟଙ୍କର ବନ୍ୟାରେ ହୋଇଥିବା ଜୀବନହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

July 06th, 12:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ଟେକ୍ସାସରେହୋଇଥିବା ଭୟଙ୍କର ବନ୍ୟାରେ ହୋଇଥିବା ପ୍ରାଣହାନୀ, ବିଶେଷକରିପିଲାମାନଙ୍କ ମୃତ୍ୟୁ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଭାରତ ସମେତ ହଙ୍ଗେରୀ, ପୋଲାଣ୍ଡ ଏବଂ ଆମେରିକାର ମହାକାଶଚାରୀମାନଙ୍କୁ ନେଇ ମହାକାଶ ମିଶନର ସଫଳ ଉତ୍‌କ୍ଷେପଣକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

June 25th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ, ହଙ୍ଗେରୀ, ପୋଲାଣ୍ଡ ଏବଂ ଆମେରିକାର ମହାକାଶଚାରୀମାନଙ୍କୁ ନେଇ ମହାକାଶ ମିଶନର ସଫଳ ଉତ୍‌କ୍ଷେପଣକୁ ସ୍ୱାଗତ କରିଛନ୍ତି । ଶ୍ରୀ ମୋଦୀ ଭାରତୀୟ ମହାକାଶଚାରୀ, ଗ୍ରୁପ୍ କ୍ୟାପଟେନ୍ ଶୁଭ୍ରାଂଶୁ ଶୁକ୍ଳାଙ୍କୁ ମଧ୍ୟ ଶୁଭକାମନା ଜଣାଇଛନ୍ତି । ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ୍‌କୁ ଯିବାରେ ସେ ପ୍ରଥମ ଭାରତୀୟ ହେବେ ।

ବାଇଡେନ୍‌ଙ୍କର ଶୀଘ୍ର ତଥା ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

May 19th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ଜୋ ବାଇଡେନ୍‌ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ ତାଙ୍କର ଶୀଘ୍ର ତଥା ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଡ. ଜିଲ୍ ବାଇଡେନ୍ ଏବଂ ପରିବାର ସହିତ ଆମର ସମବେଦନା ରହିଛି ।”

ଆମେରିକା ଉପରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ଆତିଥେୟ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

April 21st, 08:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ଉପରାଷ୍ଟ୍ରପତି ଜେ. ଡି. ଭାନ୍ସ, ଦ୍ୱିତୀୟ ମହିଳା ଶ୍ରୀମତୀ ଉଷା ଭାନ୍ସ, ସେମାନଙ୍କ ସନ୍ତାନ ଏବଂ ଆମେରିକା ପ୍ରଶାସନର ବରିଷ୍ଠ ସଦସ୍ୟଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି।

PM Modi and Trump Forge a MEGA India-US Partnership

February 14th, 06:46 pm

Prime Minister Narendra Modi’s recent visit to the United States was a momentous occasion, reflecting the deepening strategic, economic, and cultural ties between the two nations. Over his stay, PM Modi engaged in a series of high-profile meetings and discussions with U.S. leaders, business tycoons, and the Indian diaspora, covering critical areas such as defense, trade, investment, technology, and diplomacy. The visit reaffirmed the strong relationship between India and the U.S., positioning both nations as global partners in shaping a new world order.

ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ - ଆମେରିକା ମିଳିତ ବିବୃତି

February 14th, 09:07 am

ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ ଗସ୍ତ ଅବସରରେ ସ୍ଵାଗତ କରିଥିଲେ ।

ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

February 14th, 04:57 am

ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ ଓ ଆତିଥେୟତା ପ୍ରଦର୍ଶନ କରିଥିବାରୁ ସେ ସର୍ବପ୍ରଥମେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଥିଲେ । ଭାରତ ଓ ଆମେରିକାର ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୂତ କରିଥିବାରୁ ଟ୍ରମ୍ପଙ୍କ ନେତୃତ୍ୱକୁ ମୋଦୀ ଧନ୍ୟବାଦ ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍ ଡିପାର୍ଟମେଣ୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି

February 13th, 11:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଡିପାର୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି ଆଣ୍ଡ ଟେସଲାର ସିଇଓ ଶ୍ରୀ ଏଲନ ମସ୍କ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲଜ୍

February 13th, 11:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲଜ୍ ଭେଟିଛନ୍ତି ।

ୱାଶିଂଟନ ଡିସିରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

February 13th, 11:59 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ୱାଶିଂଟନ ଡିସିରେ ପହଞ୍ଚିଛନ୍ତି । ଏହି ଗସ୍ତ ସମୟରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଅନ୍ୟ ନେତାମାନଙ୍କୁ ଭେଟିବେ। ସେ ଅନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ

February 13th, 11:04 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ତୁଳସୀ ଗାବାର୍ଡ ଆଜି ଭେଟିଛନ୍ତି ।