ଉଷ୍ଟ୍ରାସନର ଭିଡିଓ ସେୟାର କଲେ ପ୍ରଧାନମନ୍ତ୍ରୀ
June 18th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉଷ୍ଟ୍ରାସନ ତଥା ଓଟ ଭଙ୍ଗୀର ଏକ ଭିଡିଓ କ୍ଲିପ୍ ସେୟାର କରିଛନ୍ତି । ଉଷ୍ଟ୍ରାସନ ମଣିଷର ପିଠି, ବେକର ମାଂସପେଶୀକୁ ଦୃଢ଼ କରିବା ସହ ଶରୀରରେ ରକ୍ତ ସଂଚାଳନ ସୁଗମ ଏବଂ ଦୃଷ୍ଟିଶକ୍ତି ବଢ଼ାଇଥାଏ ।ପ୍ରଧାନମନ୍ତ୍ରୀ ମୋଦୀ 'ଉଷ୍ଟ୍ରାସନ' ଅଭ୍ୟାସର 3ଡି ଆନିମେଟଡ ଭିଡିଓ ସେୟାର କରିଛନ୍ତି
April 16th, 02:30 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି ଯୋଗାଭ୍ୟାସର ଆଉ ଗୋଟିଏ 3ଡି ଆନିମେଟଡ ଭିଡିଓ ସେୟାର କରିଛନ୍ତି । ନୂଆ ଭିଡିଓରେ ପ୍ରଧାନମନ୍ତ୍ରୀ ମୋଦୀ 'ଉଷ୍ଟ୍ରାସନ' ଅଭ୍ୟାସ କରିବା ଦେଖାଯାଉଛନ୍ତି ।