ପ୍ରୟାଗରାଜରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 13th, 02:10 pm
ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ବ୍ରଜେଶ ପାଠକ ଜୀ, ଉତ୍ତରପ୍ରଦେଶର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ସାଥିମାନେ, ପ୍ରୟାଗରାଜର ମେୟର ଏବଂ ଜିଲ୍ଲା ପଞ୍ଚାୟତ ସଭାପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପ୍ରୟାଗରାଜରେ ପ୍ରାୟ ୫୫୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
December 13th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସଙ୍ଗମର ପବିତ୍ର ଭୂମିକୁ ପ୍ରଣାମ କରିଥିଲେ ଓ ମହାକୁମ୍ଭକୁ ଆସୁଥିବା ସାଧୁସନ୍ୟାସୀଙ୍କ ପ୍ରତି ନିଜର ସମ୍ମାନ ପ୍ରକଟ କରିଥିଲେ । ନିଜର କଠିନ ପରିଶ୍ରମ ଓ ନିଷ୍ଠା ବଳରେ ମହାକୁମ୍ଭକୁ ସଫଳ କରିଥିବା ଶ୍ରମିକ, ସଫାଇ କର୍ମଚାରୀମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ନିଜର କୃତଜ୍ଞତା ଜଣାଇଥିଲେ । ମହାକୁମ୍ଭର ବୃହତ୍ ଆୟୋଜନ ଓ ବିଶାଳ ଆକାର କଥା ଉଲ୍ଲେଖକରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ବିଶ୍ବର ଅନ୍ୟତମ ବୃହତ୍ ଜନସମାଗମ । ୪୫ ଦିନ ପାଇଁ ଆୟୋଜନ ହେଉଥିବା ଏହି ମହାଯଜ୍ଞକୁ ପ୍ରତିଦନ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବାଗତ କରାଯାଇଥାଏ ଓ ଏଥିପାଇଁ ଏକ ସମ୍ପୂର୍ଣ୍ଣ ନୂଆ ସହର ଛିଡ଼ା କରିଦିଆଯାଏ । “ପ୍ରୟାଗରାଜର ଭୂମିରେ ଏକ ନୂଆ ଇତିହାସ ଲେଖାଯାଉଛି” ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସନ୍ତା ବର୍ଷ ଆୟୋଜନ ହେଉଥିବା ମହାକୁମ୍ଭ ଦେଶର ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରିଚୟକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ଓ ଏକତାର ଏପରି ଏକ ମହାଯଜ୍ଞ ସଂପର୍କରେ ସମଗ୍ର ବିଶ୍ବରେ ଚର୍ଚ୍ଚା ହେବ । ମହାକୁମ୍ଭର ସଫଳ ଆୟୋଜନ ନିମସ୍ତେ ସେ ଲୋକମାନଙ୍କୁ ନିଜର ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ
December 12th, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୩ରେ ଉତ୍ତର ପ୍ରଦେଶ ଗସ୍ତରେ ଯିବେ। ସେ ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପ୍ରୟାଗରାଜ ଯାଇ ସଙ୍ଗମ ସ୍ଥଳରେ ପୂଜାର୍ଚ୍ଚନା ଓ ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ୪୦ରେ ପ୍ରଧାନମନ୍ତ୍ରୀ ଅକ୍ଷୟ ବଟବୃକ୍ଷ ସ୍ଥଳରେ ପୂଜାର୍ଚ୍ଚନା କରିବେ ଓ ତା’ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂପ ଯାଇ ପୂଜାର୍ଚ୍ଚନା କରିବେ। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥଳ ପରିଦର୍ଶନ କରିବେ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ ।ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି : ପ୍ରଧାନମନ୍ତ୍ରୀ
December 09th, 10:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହରାଇଛନ୍ତି ଯେ, ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି । ସେ କହିଥିଲେ, ନିର୍ମାଣ ହେଉଥିବା ନୋଇଡ଼ା ଆନ୍ତର୍ଜାତିକ ବିମାନବନ୍ଦର ଏନସିଆର ଓ ଉତ୍ତର ପ୍ରଦେଶରେ ଯୋଗାଯୋଗ ବ୍ୟବସ୍ଥା ଓ ‘ଇଜ ଅଫ ଲିଭିଙ୍ଗ’କୁ ସମୃଦ୍ଧ କରିବ ।Cabinet approves Rithala-Kundli corridor of Delhi Metro Phase-IV project
December 06th, 08:08 pm
The Union Cabinet, chaired by Prime Minister Narendra Modi, approved the Rithala - Narela -Nathupur (Kundli) corridor of Delhi Metro's Phase - IV project consisting of 26.463 kms which will further enhance connectivity between the national capital and neighbouring Haryana. The corridor is scheduled to be completed in 4 years from the date of its sanction.ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ; ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
December 06th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.୧୬ ନଭେମ୍ବର ୨୦୨୪ ଝାନ୍ସୀ ମେଡିକାଲ କଲେଜ୍ରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
November 16th, 08:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଝାନ୍ସୀ ମେଡିକାଲ କଲେଜରେ ଅଗ୍ନକାଣ୍ଡ ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସବୁ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।ହାରଦୋଇ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ ପିଏମଏନଆରଏଫରୁ ସହାୟତା ଘୋଷଣା
November 06th, 05:59 pm
ଉତ୍ତରପ୍ରଦେଶର ହାରଦୋଇ ଠାରେ ଏକ ଭୟାନକ ସଡ଼କ ଦୁର୍ଘଟଣରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟ ଓ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ @PMOIndia ପକ୍ଷରୁ ସୋସିଆଲ ମିଡିଆରେ ଦିଆଯାଇଥିବା ଏକ ବିବୃତିରେ ପୀଡ଼ିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ବାରଣାସୀରେ ଆର ଜେ ଶଙ୍କରା ନେତ୍ର ଚିକିତ୍ସାଳୟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 02:21 pm
ଶ୍ରୀ କାଞ୍ଚି କାମକୋଟି ପୀଠରେ ଶଙ୍କରାଚାର୍ଯ୍ୟ ଜୀ, ପୂଜ୍ୟ ଜଗତଗୁରୁ ଶ୍ରୀ ଶଙ୍କର ବିଜୟେନ୍ଦ୍ର ସରସ୍ୱତୀ ଜୀ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦି ବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଯୋଗୀ ଆଦିତ୍ୟନାଥ ଜୀ, ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଶଙ୍କରା ନେତ୍ର ଫାଉଣ୍ଡେସନର ଆର ବି ରମଣି ଜୀ, ଡାକ୍ତର ଏସ.ବି. ବାଲସୁଭ୍ରମଣ୍ୟମ୍ ଜୀ, ଶ୍ରୀ ମୂରଲୀ କୃଷ୍ଣମୂର୍ତ୍ତୀ ଜୀ, ରେଖା ଝୁନଝୁନୱାଲା ଜୀ ସଂସ୍ଥା ସହ ଜଡିତ ଅନ୍ୟ ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ହସ୍ପିଟାଲର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 20th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିଛନ୍ତି। ବିଭିନ୍ନ ଚକ୍ଷୁ ଅବସ୍ଥା ପାଇଁ ଡାକ୍ତରଖାନା ବିସ୍ତୃତ ପରାମର୍ଶ ଏବଂ ଚିକିତ୍ସା ପ୍ରଦାନ କରିଥାଏ। ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀରେ ଶ୍ରୀ ମୋଦୀ ମଧ୍ୟ ପରିଦର୍ଶନ କରିଥିଲେ।୨୦ ଅକ୍ଟୋବରରେ ବାରଣାସୀ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 19th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୦ରେ ବାରଣାସୀ ଗସ୍ତ କରିବେ । ଦିନ ୨ ଟା ସମୟରେ ସେ ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ଉଦ୍ଘାଟନ କରିବେ । ଏହା ପରେ, ପ୍ରାୟ ୪:୧୫ ସମୟରେ, ସେ ବାରଣାସୀରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।ଉତ୍ତର ପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ପିଏମଏନଆରଏଫ ରୁ ସହାୟତା ଘୋଷଣା
October 04th, 10:52 am
ଉତ୍ତରପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି ।ଆର୍ଥିକ ବର୍ଷ-23 ରେ ଭାରତର କ୍ଷେତ୍ରରେ ନିଯୁକ୍ତି 7.6%, ମଜୁରି 5.5%, ଜିଭିଏ 21% ବୃଦ୍ଧିକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
October 01st, 08:11 pm
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆର୍ଥିକ ବର୍ଷ 2023 ରେ ମାନୁଫାକ୍ଚରିଂ କ୍ଷେତ୍ରରେ ଚାକିରି ଏବଂ ଶ୍ରମିକଙ୍କ ମଜୁରୀରେ ଉଲ୍ଲେଖନୀୟ ବୃଦ୍ଧିକୁ ପ୍ରଶଂସା କରିଛନ୍ତି। ଏକ ସରକାରୀ ସର୍ଭେ ଅନୁଯାୟୀ, ଆର୍ଥିକ ବର୍ଷ 2023 ରେ ମାନୁଫାକ୍ଚରିଂ କ୍ଷେତ୍ରରେ ଚାକିରି 7.6% ଏବଂ ମଜୁରି 5.5% ବୃଦ୍ଧି ପାଇଛି।'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ
September 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।