
Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.
ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।ଉତ୍ତର ପ୍ରଦେଶର ପ୍ରତିଷ୍ଠା ଦିବସରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 24th, 08:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଜାନୁଆରୀ ୧୮ ରେ ସ୍ୱାମିତ୍ଵ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
January 16th, 08:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮ ତାରିଖ ଅପରାହ୍ନ ପ୍ରାୟ ୧୨.୩୦ ରେ ୧୦ଟି ରାଜ୍ୟ ଏବଂ ୨ ଟି କେନ୍ଦ୍ର ଶାସିତ ଅଞ୍ଚଳର ୨୩୦ରୁ ଅଧିକ ଜିଲ୍ଲାର ୫୦,୦୦୦ ରୁ ଅଧିକ ଗ୍ରାମର ସମ୍ପତ୍ତି ମାଲିକମାନଙ୍କୁ ସ୍ୱାମିତ୍ଵ ଯୋଜନା ଅଧୀନରେ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ
January 10th, 07:46 pm
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟିର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 04th, 05:00 pm
ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟି ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ପୂର୍ବାହ୍ନ ୧୧ଟା ୧୫ ମିନିଟ ବେଳକୁ ନମୋ ଭାରତ ଟ୍ରେନରେ ପ୍ରଧାନମନ୍ତ୍ରୀ ମୋଦୀ ସାହିବାବାଦ ଆରଆରଟିଏସ ଷ୍ଟେସନଠାରୁ ନ୍ୟୁ ଅଶୋକନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିବେ । ପ୍ରାୟ ୪ ହଜାର ୬ ଶହ କୋଟି ଟଙ୍କାର ୧୩ କିଲୋମିଟର ବ୍ୟାପୀ ଦିଲ୍ଲୀ-ଗାଜିଆବାଦ-ମିରଟ ନମୋ ଭାରତ କରିଡରକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିବେ ।ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 29th, 11:30 am
ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।PM to distribute over 50 lakh property cards to property owners under SVAMITVA Scheme
December 26th, 04:50 pm
Prime Minister Shri Narendra Modi will distribute over 50 lakh property cards under SVAMITVA Scheme to property owners in over 46,000 villages in 200 districts across 10 States and 2 Union territories on 27th December at around 12:30 PM through video conferencing.ପ୍ରୟାଗରାଜରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 13th, 02:10 pm
ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ବ୍ରଜେଶ ପାଠକ ଜୀ, ଉତ୍ତରପ୍ରଦେଶର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ସାଥିମାନେ, ପ୍ରୟାଗରାଜର ମେୟର ଏବଂ ଜିଲ୍ଲା ପଞ୍ଚାୟତ ସଭାପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପ୍ରୟାଗରାଜରେ ପ୍ରାୟ ୫୫୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
December 13th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସଙ୍ଗମର ପବିତ୍ର ଭୂମିକୁ ପ୍ରଣାମ କରିଥିଲେ ଓ ମହାକୁମ୍ଭକୁ ଆସୁଥିବା ସାଧୁସନ୍ୟାସୀଙ୍କ ପ୍ରତି ନିଜର ସମ୍ମାନ ପ୍ରକଟ କରିଥିଲେ । ନିଜର କଠିନ ପରିଶ୍ରମ ଓ ନିଷ୍ଠା ବଳରେ ମହାକୁମ୍ଭକୁ ସଫଳ କରିଥିବା ଶ୍ରମିକ, ସଫାଇ କର୍ମଚାରୀମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ନିଜର କୃତଜ୍ଞତା ଜଣାଇଥିଲେ । ମହାକୁମ୍ଭର ବୃହତ୍ ଆୟୋଜନ ଓ ବିଶାଳ ଆକାର କଥା ଉଲ୍ଲେଖକରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ବିଶ୍ବର ଅନ୍ୟତମ ବୃହତ୍ ଜନସମାଗମ । ୪୫ ଦିନ ପାଇଁ ଆୟୋଜନ ହେଉଥିବା ଏହି ମହାଯଜ୍ଞକୁ ପ୍ରତିଦନ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବାଗତ କରାଯାଇଥାଏ ଓ ଏଥିପାଇଁ ଏକ ସମ୍ପୂର୍ଣ୍ଣ ନୂଆ ସହର ଛିଡ଼ା କରିଦିଆଯାଏ । “ପ୍ରୟାଗରାଜର ଭୂମିରେ ଏକ ନୂଆ ଇତିହାସ ଲେଖାଯାଉଛି” ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସନ୍ତା ବର୍ଷ ଆୟୋଜନ ହେଉଥିବା ମହାକୁମ୍ଭ ଦେଶର ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରିଚୟକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ଓ ଏକତାର ଏପରି ଏକ ମହାଯଜ୍ଞ ସଂପର୍କରେ ସମଗ୍ର ବିଶ୍ବରେ ଚର୍ଚ୍ଚା ହେବ । ମହାକୁମ୍ଭର ସଫଳ ଆୟୋଜନ ନିମସ୍ତେ ସେ ଲୋକମାନଙ୍କୁ ନିଜର ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ
December 12th, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୩ରେ ଉତ୍ତର ପ୍ରଦେଶ ଗସ୍ତରେ ଯିବେ। ସେ ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପ୍ରୟାଗରାଜ ଯାଇ ସଙ୍ଗମ ସ୍ଥଳରେ ପୂଜାର୍ଚ୍ଚନା ଓ ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ୪୦ରେ ପ୍ରଧାନମନ୍ତ୍ରୀ ଅକ୍ଷୟ ବଟବୃକ୍ଷ ସ୍ଥଳରେ ପୂଜାର୍ଚ୍ଚନା କରିବେ ଓ ତା’ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂପ ଯାଇ ପୂଜାର୍ଚ୍ଚନା କରିବେ। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥଳ ପରିଦର୍ଶନ କରିବେ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ ।ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି : ପ୍ରଧାନମନ୍ତ୍ରୀ
December 09th, 10:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହରାଇଛନ୍ତି ଯେ, ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି । ସେ କହିଥିଲେ, ନିର୍ମାଣ ହେଉଥିବା ନୋଇଡ଼ା ଆନ୍ତର୍ଜାତିକ ବିମାନବନ୍ଦର ଏନସିଆର ଓ ଉତ୍ତର ପ୍ରଦେଶରେ ଯୋଗାଯୋଗ ବ୍ୟବସ୍ଥା ଓ ‘ଇଜ ଅଫ ଲିଭିଙ୍ଗ’କୁ ସମୃଦ୍ଧ କରିବ ।Cabinet approves Rithala-Kundli corridor of Delhi Metro Phase-IV project
December 06th, 08:08 pm
The Union Cabinet, chaired by Prime Minister Narendra Modi, approved the Rithala - Narela -Nathupur (Kundli) corridor of Delhi Metro's Phase - IV project consisting of 26.463 kms which will further enhance connectivity between the national capital and neighbouring Haryana. The corridor is scheduled to be completed in 4 years from the date of its sanction.ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ; ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
December 06th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.