Narendra Modi: The Go-To Man in Times of Crises
November 29th, 09:56 pm
“I salute the determination of all those involved in this rescue campaign. Their courage and resolve have given a new life to our fellow workers. Everyone involved in this mission has set a remarkable example of humanity and teamwork,” PM Modi said in a telephonic conversation with the rescued workers who were successfully pulled out of a collapsed tunnel in Uttarakhand.PM Modi Speaks to Workers Rescued from Uttarkashi Tunnel
November 29th, 04:36 pm
In a heartwarming display of solidarity and support, Prime Minister Narendra Modi conversed with the workers who emerged victorious after being trapped within the collapsed Silkyara tunnel in Uttarkashi, Uttarakhand. Commending their unwavering resilience and camaraderie, Prime Minister Modi hailed the workers as an epitome of collective strength, demonstrating the indomitable spirit of humanity in the face of adversity.ଉଦ୍ଧାର କାର୍ଯ୍ୟର ସଫଳତା ସମସ୍ତଙ୍କ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ : ପ୍ରଧାନମନ୍ତ୍ରୀ
November 28th, 11:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରକାଶୀ ଟନେଲ ଉଦ୍ଧାର ଅଭିଯାନ ସହ ଜଡିତ ସମସ୍ତ ଲୋକଙ୍କ ଉତ୍ସାହକୁ ଅଭିନନ୍ଦନ ଜଣାଇଛନ୍ତି ।ତୁଷାର ସ୍ଖଳନ ଯୋଗୁଁ ଏନଆଇଏମ୍ ଉତ୍ତରକାଶୀ ପର୍ବତାରୋହଣ ଅଭିଯାନରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
October 04th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୁଷାର ସ୍ଖଳନ ଯୋଗୁଁ ଏନଆଇଏମ୍ ଉତ୍ତରକାଶୀ ପର୍ବତାରୋହଣ ଅଭିଯାନରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ କର୍ତ୍ତୃପକ୍ଷ ସ୍ଥିତି ଉପରେ ନଜର ରଖଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଉତ୍ତରକାଶୀ ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା
May 24th, 12:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଉତ୍ତରକାଶୀଠାରେ ବସ୍ ଦୁର୍ଘଟଣାରେ ଜୀବନହାନୀ ଯୋଗୁଁ ଗଭୀର ଭାବେ ମର୍ମାହତ ହୋଇ ଶୋକ ପ୍ରକାଶ କରିଛନ୍ତି । ‘‘ଉତ୍ତରକାଶୀରେ ଦୁର୍ଭାଗ୍ୟଜନକ ବସ୍ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପ୍ରତି ମୋର ସମବେଦନା ଓ ପ୍ରାର୍ଥନା ତଥା ଏହି ଦୁଃଖଦ ମୁହୁର୍ତ୍ତରେ ସେମାନଙ୍କ ପରିବାରବର୍ଗଙ୍କ ସହିତ ଆମେ ରହିଛୁ । ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି’’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।