ଡେରାଡୁନରୁ ଦିଲ୍ଲୀ ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 25th, 11:30 am
ଦିଲ୍ଲୀରୁ ଡେରାଡୁନ ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ ଦ୍ରୁତ ଗତିରେ ଦେଶର ରାଜଧାନୀକୁ ଦେବଭୂମି ସହିତ ଯୋଡ଼ିବ, ବର୍ତ୍ତମାନ ଏହି ବଂଦେ ଭାରତ ଟ୍ରେନ ଦ୍ୱାରା ଦିଲ୍ଲୀ-ଡେରାଡୁନ ମଧ୍ୟରେ ଯାତ୍ରାର ସମୟ ମଧ୍ୟ କମ୍ ହୋଇଯିବ। ଏହି ଟ୍ରେନର ବେଗ ତା’ନିଜ ସ୍ଥାନରେ ରହିଛି, କିନ୍ତୁ ସୁବିଧାଗୁଡ଼ିକ ମଧ୍ୟ ଯାତ୍ରା ସମୟରେ ସୁଖଦ ଆଣିଦେବ ।ଡେରାଡୁନରୁ ଦିଲ୍ଲୀ ବନ୍ଦେ ଭାରତ ଟ୍ରେନ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
May 25th, 11:00 am
ପ୍ରଧାନମନ୍ତ୍ରୀ ଆଜି (୨୫-୦୫-୨୦୨୩) ଡେରାଡୁନରୁ ଦିଲ୍ଲୀ ପର୍ଯ୍ୟନ୍ତ ବଂଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ନୂତନ ଭାବେ ବିଦୁତକରଣ ହୋଇଥିବା ରେଳପଥର ଉଦଘାଟନ କରିବା ସହ ଉତ୍ତରାଖଣ୍ଡକୁ ଶତପ୍ରତିଶତ ରେଳ ବିଦୁତକରଣ ରାଜ୍ୟ ଘୋଷଣା କରିଛନ୍ତି ।ଭାରତକୁ ସୁସ୍ଥ ରଖିବା ଦିଗରେ ସେମାନଙ୍କ ଉଦ୍ୟମ ପାଇଁ ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
March 16th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତକୁ ସୁସ୍ଥ ରଖିବା ଦିଗରେ ପ୍ରୟାସ କରିଥିବା ସମସ୍ତ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରଶଂସା କରିଛନ୍ତି । ଜାତୀୟ ଟୀକାକରଣ ଦିବସରେ ପ୍ରଧାନମନ୍ତ୍ରୀ ଏକ ସୁସ୍ଥ ଭାରତ ଗଠନ ପାଇଁ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ଏବଂ ଲୋକଙ୍କୁ ଟୀକାକରଣ କ୍ଷେତ୍ରରେ ଭାରତର ପଦକ୍ଷେପକୁ ମଧ୍ୟ ମନେ ପକାଇଛନ୍ତି ।ହିମାଚଳ ପ୍ରଦେଶର ବିଳାସପୁର ଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 05th, 01:23 pm
ହିମାଚଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ହିମାଚଳର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଜୟରାମ ଠାକୁର ଜୀ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଁ ସମସ୍ତଙ୍କ ମାର୍ଗଦର୍ଶକ ଏବଂ ଏହି ଧରିତ୍ରୀର ସନ୍ତାନ, ଶ୍ରୀମାନ ଜେପି ନଡ୍ଡା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଏବଂ ଆମର ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀ, ହିମାଚଳ ଭାଜପାର ଅଧ୍ୟକ୍ଷ ଏବଂ ସଂସଦରେ ମୋର ସହଯୋଗୀ ସୁରେଶ କଶ୍ୟପ ଜୀ, ସଂସଦରେ ମୋର ସାଥି କିଶନ କପୁର ଜୀ, ଭଉଣୀ ଇନ୍ଦୁ ଗୋସ୍ୱାମୀ ଜୀ, ଡକ୍ଟର ସିକନ୍ଦର କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ମୋତେ ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ, ସମ୍ପୂର୍ଣ୍ଣ ଦେଶବାସୀଙ୍କୁ ବିଜୟା ଦଶମୀ ଅବସରରେ ବହୁତ ବହୁତ ଶୁଭକାମନା ।PM Modi launches development initiatives at Bilaspur, Himachal Pradesh
October 05th, 01:22 pm
PM Modi launched various development projects pertaining to healthcare infrastructure, education and roadways in Himachal Pradesh's Bilaspur. Remarking on the developments that have happened over the past years in Himachal Pradesh, the PM said it is the vote of the people which are solely responsible for all the developments.କେରଳର ଲୋକମାନେ ବର୍ତ୍ତମାନ ବିଜେପିକୁ ଏକ ନୂତନ ଆଶା ଭାବରେ ଦେଖୁଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
September 01st, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ପ୍ରଧାନମନ୍ତ୍ରୀ ମୋଦୀ କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
September 01st, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 24th, 11:01 am
ଅମୃତା ହସ୍ପିଟାଲ ରୂପରେ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରୁଥିବା ମାଆ ଅମୃତାନନ୍ଦମୟୀ ମହାଶୟାଙ୍କୁ ମୁଁ ପ୍ରଣାମ କରୁଛି । ସ୍ୱାମୀ ଅମୃତାସ୍ୱରୂପାନନ୍ଦ ପୁରୀ ମହୋଦୟ, ହରିୟାଣାର ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତାତ୍ରେୟ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ କୃଷ୍ଣପାଲ ମହାଶୟ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌତାଲା ମହାଶୟ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫରିଦାବାଦରେ ଅତ୍ୟାଧୁନିକ ହସ୍ପିଟାଲ ଉଦ୍ଘାଟିତ
August 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୮.୨୦୨୨) ଫରିଦାବାଦଠାରେ ଅତ୍ୟାଧୁନିକ ଅମ୍ରିତ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ହରିୟାଣା ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହାର ଲାଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌଥାଲା, କେନ୍ଦ୍ରମନ୍ତ୍ରୀ ଶ୍ରୀ କ୍ରିଷନ ପାଲ ଗୁଜ୍ଜର, ଶ୍ରୀ ମାତା ଅମ୍ରିତାନନ୍ଦ ମୟୀ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ।ଗୁଜରାଟର ନବସାରୀଠାରେ ଗୁଜରାଟ ଗୌରବ ଅଭିଯାନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 10th, 10:16 am
ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମିଷ୍ଟଭାଷୀ ଏବଂ ସଫଳ ଶ୍ରୀ ଭୂପେନ୍ଦ୍ର ପଟେଲ, ସଂସଦରେ ମୋର ବରିଷ୍ଠ ସହଯୋଗୀ ଓ ନବସାରୀର ସାଂସଦ ଏବଂ ଆପଣମାନେ ଗତ ନିର୍ବାଚନରେ ହିନ୍ଦୁସ୍ଥାନରେ ଯାହାଙ୍କୁ ସର୍ବାଧିକ ଭୋଟ ଦେଇ ବିଜୟୀ କରାଇଥିଲେ ଓ ନବସାରୀର ନାମକୁ ଗୌରବାନ୍ୱିତ କରିଥିଲେ, ଆପଣ ସମସ୍ତଙ୍କର ପ୍ରତିନିଧି ଶୀ ସି.ଆର ପାଟିଲ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭଉଣୀ ଦର୍ଶନା ମହୋଦୟା, ଭାରତ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ରାଜ୍ୟ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ ଏବଂ ବହୁତ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!PM Launches Multiple Development Projects During 'Gujarat Gaurav Abhiyan' in Navsari
June 10th, 10:15 am
PM Modi participated in a programme 'Gujarat Gaurav Abhiyan’, where he launched multiple development initiatives. The pride of Gujarat is the rapid and inclusive development in the last two decades and a new aspiration born out of this development. The double engine government is sincerely carrying forward this glorious tradition, he said.ନାଗରିକଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ : ପ୍ରଧାନମନ୍ତ୍ରୀ
March 16th, 10:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆମ ନାଗରିକମାନଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ୧୨ରୁ ୧୪ ବର୍ଷ ବୟସର ସବୁ ପିଲା ଏବଂ ୬୦ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ସମସ୍ତେ କୋଭିଡ ପ୍ରତିଷେଧକ ଟିକା ନେବାକୁ ଆଗେଇ ଆସିବାକୁ ପ୍ରଧାନମନ୍ତ୍ରୀ ଆହ୍ଵାନ କରିଛନ୍ତି ।BJP Govt in UP means control over Dangaraaj, Mafiaraaj, Gundaraaj: PM Modi in Sitapur
February 16th, 03:46 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”PM Modi addresses public meeting in Sitapur, Uttar Pradesh
February 16th, 03:45 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”Congress is not even ready to consider India a nation: PM Modi
February 12th, 01:31 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”PM Modi addresses a Vijay Sankalp Rally in Uttarakhand’s Rudrapur
February 12th, 01:30 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”For us, Goa is about - Governance, Opportunities & Aspirations: PM Modi
February 10th, 06:18 pm
Prime Minister Narendra Modi today addressed a public meeting in Mapusa, Goa. PM Modi started his address by saying “Indeed, coming to Goa amidst all of you fills me with a new energy.” PM Modi iterated that Goa is the birthplace of his role as the head of the publicity committee of BJP which later declared him as a candidate for the Prime Minister’s position for the 2014 general elections.PM Modi addresses public meeting in Mapusa, Goa
February 10th, 06:17 pm
Prime Minister Narendra Modi today addressed a public meeting in Mapusa, Goa. PM Modi started his address by saying “Indeed, coming to Goa amidst all of you fills me with a new energy.” PM Modi iterated that Goa is the birthplace of his role as the head of the publicity committee of BJP which later declared him as a candidate for the Prime Minister’s position for the 2014 general elections.ପ୍ରଧାନମନ୍ତ୍ରୀ ୭୫% ରୁ ଅଧିକ ବୟସ୍କ ଲୋକଙ୍କୁ ସମ୍ପୂର୍ଣ୍ଣ ଟୀକାକରଣ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି
January 30th, 11:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫% ବୟସ୍କ ଲୋକଙ୍କୁ ସମ୍ପୂର୍ଣ୍ଣ ଟୀକାକରଣ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି ।ବିଭିନ୍ନ ଜିଲ୍ଲାର ଡିଏମଙ୍କ ସହିତ କଥାବାର୍ତ୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 22nd, 12:01 pm
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।