The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 21st, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।Today India is working in every sector, in every area with unprecedented speed: PM at NDTV World Summit
October 21st, 10:25 am
Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.ନୂଆଦିଲ୍ଲୀରେ ଏନଡିଟିଭି ବିଶ୍ୱ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 21st, 10:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରିବା ସହ ଏହି ସମ୍ମିଳନୀରେ ବହୁ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କହିଥିଲେ। ବିଭିନ୍ନ କ୍ଷେତ୍ରରୁ ବିଶ୍ୱସ୍ତରୀୟ ନେତାଙ୍କ ଉପସ୍ଥିତିକୁ ମଧ୍ୟ ସେ ସ୍ୱୀକାର କରିଥିଲେ, ଯେଉଁମାନେ ସେମାନଙ୍କର ମତ ରଖିବେ।ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.କ୍ୱାଡ ନେତାମାନଙ୍କର କ୍ୟାନ୍ସର ମୁନ୍ଶଟ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
September 22nd, 06:25 am
ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଆୟୋଜନ ପାଇଁ ମୁଁ ରାଷ୍ଟ୍ରପତି ବାଇଡେନ୍ଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି । ଏହି ସୁଲଭ, ସୁଗମ ଏଂବ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଆମର ଦୃଢ଼ ସହଭାଗିତାକୁ ପ୍ରତିଫଳିତ କରୁଛି । କୋଭିଡ୍ ମହାମାରୀ ସମୟରେ, ଆମେ ଇଣ୍ଡୋ-ପାସିଫିକ୍ ପାଇଁ “କ୍ୱାଡ ଭ୍ୟାକ୍ସିନ୍ ଇନିସିଏଟିଭ୍” (କ୍ୱାଡ୍ ଟିକା ପଦକ୍ଷେପ) ଗ୍ରହଣ କରିଥିଲୁ ଏବଂ ମୁଁ ଖୁସି ଯେ କ୍ୱାଡରେ ଆମେ ଗର୍ଭାଶୟ କର୍କଟ ପରି ଆହ୍ୱାନକୁ ମିଳିତ ଭାବେ ସମ୍ମୁଖୀନ ହେବାକୁ ନିଷ୍ପତ୍ତି ନେଇଛୁ ।PM Modi attends Quad Cancer Moonshot event
September 22nd, 06:10 am
Prime Minister Narendra Modi participated in the Quad Cancer Moonshot event hosted by President Joseph R Biden Jr., on the sidelines of the Quad Leaders’ Summit in Wilmington, Delaware. Speaking on the occasion, the Prime Minister deeply appreciated this thoughtful initiative of President Biden aimed at preventing, detecting and treating cervical cancer.As long as Modi is alive, no one can take away ST-SC-OBC reservation: PM Modi in Banaskantha
May 01st, 04:30 pm
Prime Minister Narendra Modi addressed a public meeting in Banaskantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.The situation of the Congress, which ruled for 60 years, is very worrying: PM Modi in Sabarkantha
May 01st, 04:15 pm
Prime Minister Narendra Modi addressed public meeting in Sabarkantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.PM Modi addresses public meetings in Banaskantha and Sabarkantha, Gujarat
May 01st, 04:00 pm
Prime Minister Narendra Modi addressed public meetings in Banaskantha and Sabarkantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.I not only make plans with true intentions but also guarantee them: PM Modi in Chikkaballapur
April 20th, 04:00 pm
Prime Minister Narendra Modi addressed a public meeting today in Chikkaballapur, Karnataka. Speaking to a vibrant crowd, he highlighted the achievements of the NDA government and sought support for Dr. K. Sudhakar from Chikkaballapur and Mallesh Babu Muniswamy from the Kolar constituency.PM Modi addresses public meetings in Chikkaballapur & Bengaluru, Karnataka
April 20th, 03:45 pm
Prime Minister Narendra Modi addressed public meetings in Chikkaballapur and Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.PM Modi’s Candid Conversation with Bill Gates
March 29th, 06:59 pm
Prime Minister Narendra Modi and Bill Gates came together for an engaging and insightful exchange. The conversation spanned a range of topics, including the future of Artificial Intelligence, the importance of Digital Public Infrastructure, and vaccination programs in India.ଭିଡିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ମହତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 10th, 02:30 pm
ମୁଁ ମା' ଦନ୍ତେଶ୍ୱରୀ, ମା' ବମ୍ବେଶ୍ୱରୀ ଓ ମା' ମହାମାୟାଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି। ଛତିଶଗଡ଼ର ମା' ଭଉଣୀମାନଙ୍କୁ ମୋର ପ୍ରଣାମ । ଦୁଇ ସପ୍ତାହ ତଳେ ମୁଁ ଛତିଶଗଡ଼ରେ ୩୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲି। ଏବଂ ଆଜି ମୋତେ ନାରୀଶକ୍ତିକୁ ସଶକ୍ତୀକରଣ କରିବା ପାଇଁ ମହତାରୀ ବନ୍ଦନ ଯୋଜନାକୁ ସମର୍ପିତ କରିବାର ସୌଭାଗ୍ୟ ଲାଭ କରିଛି । ମହତାରୀ ବନ୍ଦନ ଯୋଜନାରେ ଛତିଶଗଡ଼ର ୭୦ ଲକ୍ଷରୁ ଅଧିକ ମା' ଭଉଣୀମାନଙ୍କୁ ମାସିକ ୧୦୦୦ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା। ବିଜେପି ସରକାର ନିଜର ପ୍ରତିଶ୍ରୁତି ପୂରଣ କରିଛନ୍ତି। ଆଜି ମହତାରୀ ବନ୍ଦନ ଯୋଜନାରେ ୬୫୫ କୋଟି ଟଙ୍କାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି। ଏବଂ ମୁଁ ପରଦାରେ ଦେଖିପାରୁଛି, ଲକ୍ଷ ଲକ୍ଷ ଭଉଣୀ ଙ୍କୁ ଦେଖିବାକୁ ମିଳୁଛି, ଆପଣ ସମସ୍ତ ଭଉଣୀଙ୍କୁ ବିଭିନ୍ନ ସ୍ଥାନରେ ଏତେ ସଂଖ୍ୟକ ସଂଖ୍ୟାରେ ଏକାଠି ଦେଖିବା, ଆପଣଙ୍କ ଆଶୀର୍ବାଦ ପାଇବା ମୋ ପାଇଁ ସୌଭାଗ୍ୟର କଥା । ବାସ୍ତବରେ ଏହି କାର୍ଯ୍ୟକ୍ରମ ଆଜି ବହୁତ ଗୁରୁତ୍ୱପୂର୍ଣ୍ଣ । ମୁଁ ଛତିଶଗଡ଼ରେ ଆପଣଙ୍କ ମଧ୍ୟରେ ପହଞ୍ଚିବା ଉଚିତ୍ ଥିଲା । କିନ୍ତୁ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ମୁଁ ଏଠାରେ ଉତ୍ତରପ୍ରଦେଶରେ ଅଛି । ଆଉ ମାଆ ଓ ଭଉଣୀମାନେ, ମୁଁ ଏବେ କାଶୀରୁ କହୁଛି । ଆଉ ଗତକାଲି ରାତିରେ ବାବା ବିଶ୍ୱନାଥଙ୍କୁ ପ୍ରଣାମ କରି ତାଙ୍କୁ ପୂଜା କରିବା ସହ ସମସ୍ତ ଦେଶବାସୀଙ୍କ ମଙ୍ଗଳ କାମନା କରିଥିଲି । ଆଉ ଆଜି ମୁଁ କାଶୀର ପବିତ୍ର ସହର ବାବା ବିଶ୍ୱନାଥଙ୍କ ଭୂମିରୁ ଆପଣ ମାନଙ୍କ ସହ କଥା ହେବାର ସୁଯୋଗ ପାଇଛି ଏବଂ ସେଥିପାଇଁ ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି, କିନ୍ତୁ ବାବା ବିଶ୍ୱନାଥ ମଧ୍ୟ ଆପଣମାନଙ୍କୁ ଆଶୀର୍ବାଦ ଦେଉଛନ୍ତି | ଏବଂ ଗତକାଲି ଶିବରାତ୍ରୀ ଥିଲା, ତେଣୁ ଶିବରାତ୍ରୀ କାରଣରୁ ମାର୍ଚ୍ଚ ୮ ରେ ମହିଳା ଦିବସରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ସମ୍ଭବ ହୋଇନଥିଲା | ତେଣୁ ଏକ ପ୍ରକାରରେ ମାର୍ଚ୍ଚ ୮ ମହିଳା ଦିବସ, ଶିବରାତ୍ରୀ ଦିବସ ଓ ଆଜି ବାବା ଭୋଳଙ୍କ ଆଶୀର୍ବାଦ ବାବା ଭୋଳନାଥଙ୍କ ସହରରୁ ୧୦୦୦ ଟଙ୍କାରେ ପହଞ୍ଚିଛି, ଏହାଠାରୁ ବଡ଼ ଶକ୍ତି ବାବା ଭୋଳଙ୍କ ଆଶୀର୍ବାଦ ମଧ୍ୟ ପହଞ୍ଚୁଛି। ଏବଂ ମୁଁ ପ୍ରତ୍ୟେକ ମହତାରୀଙ୍କୁ କହିବି ... ଏବେ ଏହି ଟଙ୍କା ବିନା କୌଣସି ଅସୁବିଧାରେ ପ୍ରତି ମାସରେ ଆପଣଙ୍କ ଆକାଉଣ୍ଟକୁ ଆସୁଥିବ । ଏବଂ ଏହା ଛତିଶଗଡ଼ର ବିଜେପି ସରକାର ଉପରେ ମୋର ବିଶ୍ୱାସ ଏବଂ ତେଣୁ ମୁଁ ଗ୍ୟାରେଣ୍ଟି ଦେଉଛି ।ଛତିଶଗଡରେ ମହତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
March 10th, 01:50 pm
ଛତିଶଗଡ଼ରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାତାରୀ ବନ୍ଦନ ଯୋଜନାର ଶୁଭାରମ୍ଭ କରିବା ସହ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ଯୋଗ୍ୟ ବିବାହିତ ମହିଳାମାନଙ୍କୁ ଡିବିଟି ଆକାରରେ ମାସିକ ୧୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଛତିଶଗଡ଼ରେ ଏହି ଯୋଜନା ଆରମ୍ଭ କରାଯାଇଛି। ମହିଳାଙ୍କ ଆର୍ଥିକ ସଶକ୍ତିକରଣ ସୁନିଶ୍ଚିତ କରିବା, ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା, ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହନ ଦେବା ଏବଂ ପରିବାରରେ ମହିଳାଙ୍କ ନିର୍ଣ୍ଣାୟକ ଭୂମିକାକୁ ସୁଦୃଢ଼ କରିବା ପାଇଁ ଏହା ପରିକଳ୍ପନା କରାଯାଇଛି।India is the Future: PM Modi
February 26th, 08:55 pm
Prime Minister Narendra Modi addressed the News 9 Global Summit in New Delhi today. The theme of the Summit is ‘India: Poised for the Big Leap’. Addressing the gathering, the Prime Minister said TV 9’s reporting team represents the persity of India. Their multi-language news platforms made TV 9 a representative of India's vibrant democracy, the Prime Minister said. The Prime Minister threw light on the theme of the Summit - ‘India: Poised for the Big Leap’, and underlined that a big leap can be taken only when one is filled with passion and enthusiasm.PM addresses News 9 Global Summit
February 26th, 07:50 pm
Prime Minister Narendra Modi addressed the News 9 Global Summit in New Delhi today. The theme of the Summit is ‘India: Poised for the Big Leap’. Addressing the gathering, the Prime Minister said TV 9’s reporting team represents the persity of India. Their multi-language news platforms made TV 9 a representative of India's vibrant democracy, the Prime Minister said. The Prime Minister threw light on the theme of the Summit - ‘India: Poised for the Big Leap’, and underlined that a big leap can be taken only when one is filled with passion and enthusiasm.‘Modi Ki Guarantee’ vehicle is now reaching all parts of the country: PM Modi
December 16th, 08:08 pm
PM Modi interacted and addressed the beneficiaries of the Viksit Bharat Sankalp Yatra via video conferencing. Addressing the gathering, the Prime Minister expressed gratitude for getting the opportunity to flag off the Viksit Bharat Sankalp Yatra in the five states of Rajasthan, Madhya Pradesh, Chhattisgarh, Telangana and Mizoram, and remarked that the ‘Modi Ki Guarantee’ vehicle is now reaching all parts of the countryବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
December 16th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।