
ଗୁଜରାଟ ୱଡ୍ନଗରର ଗୌରବମୟ ଇତିହାସ ୨୫୦୦ ବର୍ଷ ପୁରୁଣା : ପ୍ରଧାନମନ୍ତ୍ରୀ
January 17th, 08:27 am
ଗୁଜରାଟର ୱଡନଗରର ଗୌରବମୟ ଇତିହାସ ୨୫୦୦ ବର୍ଷରୁ ଅଧିକ ପୁରୁଣା ଏବଂ ଏହାର ସଂରକ୍ଷଣ ତଥା ସୁରକ୍ଷା ପାଇଁ ଅନନ୍ୟ ଉଦ୍ୟମ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ।
India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.
ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।ପ୍ରଧାନମନ୍ତ୍ରୀଙ୍କ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ
October 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ୩୦ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟା ବେଳେ ସେ ଅମ୍ବାଜୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିବେ । ପରେ ପରେ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ସେ ମେହେଶାନାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ୩୧ ତାରିଖ ସକାଳ ଆଠଟାରେ ଶ୍ରୀ ମୋଦୀ କେଭାଡିଆ ଯାଇ ଏକତା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସେଠାରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ । ସେ ମଧ୍ୟ ସେଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉଦଘାଟନ ମଧ୍ୟ କରିବେ । ପରେ ପରେ ସେ ୯୮ତମ ଅଧିକାରୀମାନଙ୍କ ୯୮ତମ ସାଧାରଣ ମୂଳଦୁଆ ପାଠ୍ୟକ୍ରମ ଆରମ୍ଭ ୫.୦ରେ ଉଦବୋଧନ ଦେବେ ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।ପ୍ରଧାନମନ୍ତ୍ରୀ ଜୁଲାଇ ୧୬ରେ ଗୁଜରାଟରେ ଅନେକ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
July 14th, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ଜୁଲାଇ ୧୬ ତାରିଖରେ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଗୁଜରାଟରେ ରେଳପଥର ଅନେକ ପ୍ରମୁଖ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ରକୁ ଉତ୍ସର୍ଗ କରିବେ । ଏହି କାର୍ଯ୍ୟକ୍ରମରେ ସେ ଗୁଜରାଟ ସାଇନ୍ସ ସିଟିରେ ଆକ୍ୱାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରି ଏବଂ ନେଚର ପାର୍କକୁ ମଧ୍ୟ ଉଦଘାଟନ କରିବେ ।Social Media Corner for 8 October 2017
October 08th, 07:18 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!With Intensified Mission Indradhanush, we want to ensure better and healthy future for children: PM Modi
October 08th, 12:43 pm
Addressing a public meeting in his hometown, Shri Modi remarked, Coming back to one's home town and receiving such a warm welcome is special. Whatever I am today is due to the values I have learnt on this soil, among you all in Vadnagar.ପ୍ରଧାନମନ୍ତ୍ରୀଙ୍କ ବଦନଗର ଗସ୍ତ; ସଘନ ମିଶନ ଇନ୍ଦ୍ରଧନୁଷର ଶୁଭାରମ୍ଭ, ସାଧାରଣ ସଭାରେ ଉଦ୍ବୋଧନ
October 08th, 12:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିଜ ପୈତୃକ ସହର ବଦନଗର ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ବଦନଗରକୁ ତାଙ୍କର ପ୍ରଥମ ଗସ୍ତ ଥିଲା ।PM Modi receives grand welcome in Vadnagar and offers prayers at Hatkeshwar Temple
October 08th, 12:06 pm
Prime Minister Shri Narendra Modi received a rousing reception in Vadnagar as he embarked on a roadshow in his hometown. Every nook and every corner of the town was choc-a-bloc with people to receive him.7 ଏବଂ 8 ଅକ୍ଟୋବର, 2017 ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 06th, 05:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 7 ଏବଂ 8 ଅକ୍ଟୋବର, 2017ରେ ଗୁଜରାଟ ଗସ୍ତରେ ଯିବେ । 7 ଅକ୍ଟୋବର, ସକାଳେ ପ୍ରଧାନମନ୍ତ୍ରୀ ଦ୍ୱାରକାଧୀଶ ମନ୍ଦିରକୁ ଦର୍ଶନ ପାଇଁ ଯିବେ । ଦ୍ୱାରକାରେ ସେ ଓଖା ଏବଂ ଭେଟ୍ ଦ୍ୱାରକା ସେତୁ ଏବଂ ଅନ୍ୟ ସଡ଼କ ବିକାଶ ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିବେ । ଏହାପରେ ସେ ଏକ ସାଧାରଣ ସଭାରେ ଉଦ୍ବୋଧନ ଦେବେ ।ପ୍ରଧାନମନ୍ତ୍ରୀ ମୋଦୀ ମୋଡାସା ,ଗୁଜରାଟଠାରେ ଜଳ ଯୋଗାଣ ଯୋଜନାର ଶୁଭାରମ୍ଭ କଲେ
June 30th, 12:10 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋଡାସା ,ଗୁଜରାଟଠାରେ ଜଳ ଯୋଗାଣ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏକ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଲେ ,'' ଆମେ ଏହା ସୁନିଶ୍ଚିତ କରିଛୁ ଯେ ଗୁଜରାଟର କୃଷକଙ୍କୁ ଆମର ବିଭିନ୍ନ ସିଂଚାଇ ଯୋଜନା ମାଧ୍ୟମରେ ପାଣି ମିଳୁ ।” ସେ ଫସଲ ବୀମା ଯୋଜନା ଏବଂ ଇ-ନାମ ବିଷୟରେ ମଧ୍ୟ କହିଥିଲେ ।