ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 25th, 06:42 pm
ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 25th, 06:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।ଗୁଜରାଟର ଭଦୋଦରା ଜିଲ୍ଲାରେ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 09th, 12:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଗୁଜରାଟର ଦାହୋଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 26th, 11:45 am
ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଗୁଜରାଟ ସରକାରଙ୍କ କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ସାଂସଦ, ବିଧାୟକ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଦାହୋଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ଗୁଜରାଟର ଦାହୋଡ଼ରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 26th, 11:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଦାହୋଡ଼ ଠାରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ , ମେ’ 26 ତାରିଖଟି ବିଶେଷ ଗୁରୁତ୍ୱ ବହନ କରେ, କାରଣ ହେଉଛି ଏହି ଦିନ ସେ 2014 ରେ ପ୍ରଧାନମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରିଥିଲେ। ସେ ଗୁଜରାଟର ଲୋକ, ଯେଉଁମାନେ ତାଙ୍କୁ ରାଷ୍ଟ୍ରର ନେତୃତ୍ୱ ନେବାର ଦାୟିତ୍ୱ ଦେଇଥିଲେ, ସେମାନଙ୍କର ଅତୁଟ ସମର୍ଥନ ଏବଂ ଆଶୀର୍ବାଦକୁ ସ୍ୱୀକାର କରିଥିଲେ। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଏହି ବିଶ୍ୱାସ ଏବଂ ଉତ୍ସାହ ଦିନରାତି ଦେଶ ସେବା କରିବା ପାଇଁ ତାଙ୍କ ଉତ୍ସର୍ଗକୁ ପ୍ରୋତ୍ସାହିତ କରିଛି । ବର୍ଷ ବର୍ଷ ଧରି, ଭାରତ ଏପରି ନିଷ୍ପତ୍ତି ନେଇଛି , ଯାହା ଅଭୂତପୂର୍ବ ଏବଂ ଅକଳ୍ପନୀୟ ଥିଲା, ଅନେକ ଦଶନ୍ଧି ପୁରୁଣା ପ୍ରତିବନ୍ଧକରୁ ମୁକ୍ତ ହୋଇ ପ୍ରତ୍ୟେକ କ୍ଷେତ୍ରରେ ଭାରତ ଅଗ୍ରଗତି କରିଛି। ଆଜି, ଦେଶ ହତାଶା ଏବଂ ଅନ୍ଧକାରର ଯୁଗରୁ ଆତ୍ମବିଶ୍ୱାସ ଏବଂ ଆଶାବାଦର ଏକ ନୂତନ ଯୁଗକୁ ଗତି କରୁଛି, ବୋଲି ସେ ମଧ୍ୟ କହିଛନ୍ତି।ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 01:30 pm
ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।It is our commitment that the youth of the country should get maximum employment: PM Modi at Rozgar Mela
October 29th, 11:00 am
PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।ନିସ୍କର୍ଷ ସୂଚୀ : ସ୍ପେନ୍ର ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜ୍ଙ୍କ ଭାରତ ଗସ୍ତ (୨୮-୨୯ ଅକ୍ଟୋବର ୨୦୨୪)
October 28th, 06:30 pm
ଭଦୋଦରାରେ ସି୨୯୫ ବିମାନର ଫାଇନାଲ୍ ଆସେମ୍ବଲି ଲାଇନ୍ ପ୍ଲାଣ୍ଟର ମିଳିତ ଉଦ୍ଘାଟନ, ଯାହା ଏୟାରବସ୍ ସ୍ପେନ୍ ସହଯୋଗରେ ଟାଟା ଆଡ୍ଭାନ୍ସ ସିଷ୍ଟମ୍ ଦ୍ୱାରା ନିର୍ମିତ।The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ସି-୨୯୫ ବିମାନ କାରଖାନାର ଉଦ୍ ଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 28th, 10:45 am
ମହାମହିମ ପେଡ୍ରୋ ସାଞ୍ଚେଜ୍, ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଏସ ଜୟଶଙ୍କର ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ସ୍ପେନ୍ ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଏୟାରବସ୍ ଏବଂ ଟାଟା ଟିମ୍ର ସମସ୍ତ ସହଯୋଗୀ, ମହିଳା ଏବଂ ଭଦ୍ରଲୋକ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ମିଳିତ ଭାବେ ଗୁଜରାଟର ଭଦୋଦରା ଠାରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି
October 28th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ଗୁଜରାଟର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ ଲିମିଟେଡ୍ (ଟିଏଏସଏଲ) କ୍ୟାମ୍ପସରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ଉଭୟ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ।ଅକ୍ଟୋବର ୨୮ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 26th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ପ୍ରାୟ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ । ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ଭଦୋଦରାର ଲକ୍ଷ୍ମୀ ବିଳାସ ପ୍ୟାଲେସ ଯିବେ । ପ୍ରଧାନମନ୍ତ୍ରୀ ଭଦୋଦରାରୁ ଆମ୍ରେଲି ଯିବେ । ଅପରାହ୍ଣ ପ୍ରାୟ ୨ଟା ୪୫ ମିନିଟରେ ସେ ଆମ୍ରେଲିର ଦୁଧାଲା ଠାରେ ଭାରତମାତା ସରୋବରର ଉଦଘାଟନ କରିବେ । ଅପରାହ୍ଣ ପ୍ରାୟ ୩ଟା ବେଳେ ସେ ଆମ୍ରେଲିର ଲାଠିଠାରେ ୪,୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ।Modi’s guarantee begins where hope from others ceases to exist: PM Modi
February 22nd, 04:40 pm
Prime Minister Narendra Modi dedicated to the nation and laid the foundation stone for multiple development projects worth more than Rs 47,000 crores in Navsari Gujarat. Addressing the gathering, the Prime Minister underlined that this is his third program in Gujarat today and recalled being in the company of pashupalaks (cattle breeders) from Gujarat and stakeholders in the dairy industry earlier in the day.PM dedicates to nation and lays foundation stone for multiple development projects worth more than Rs 47,000 crores in Navsari, Gujarat
February 22nd, 04:25 pm
Prime Minister Narendra Modi dedicated to the nation and laid the foundation stone for multiple development projects worth more than Rs 47,000 crores in Navsari Gujarat. Addressing the gathering, the Prime Minister underlined that this is his third program in Gujarat today and recalled being in the company of pashupalaks (cattle breeders) from Gujarat and stakeholders in the dairy industry earlier in the day.NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।ଭଦୋଦରାର ହର୍ନି ହ୍ରଦରେ ଡଙ୍ଗା ବୁଡ଼ି ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
January 18th, 07:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଦୋଦରାର ହର୍ନି ହ୍ରଦରେ ଏକ ଡଙ୍ଗା ବୁଡ଼ି ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ଶୋକ ବ୍ୟକ୍ତ କରିଛନ୍ତି ।