
ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 02:15 pm
ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।
ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 12th, 02:00 pm
ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।
ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 09th, 10:15 am
ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 09th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 06th, 01:00 pm
ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।Mahayuti in Maharashtra, BJP-NDA in the Centre, this means double-engine government in Maharashtra: PM Modi in Chimur
November 12th, 01:01 pm
Campaigning in Maharashtra has gained momentum, with PM Modi addressing a public meeting in Chimur. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”Today India is working in every sector, in every area with unprecedented speed: PM at NDTV World Summit
October 21st, 10:25 am
Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.ନୂଆଦିଲ୍ଲୀରେ ଏନଡିଟିଭି ବିଶ୍ୱ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 21st, 10:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରିବା ସହ ଏହି ସମ୍ମିଳନୀରେ ବହୁ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କହିଥିଲେ। ବିଭିନ୍ନ କ୍ଷେତ୍ରରୁ ବିଶ୍ୱସ୍ତରୀୟ ନେତାଙ୍କ ଉପସ୍ଥିତିକୁ ମଧ୍ୟ ସେ ସ୍ୱୀକାର କରିଥିଲେ, ଯେଉଁମାନେ ସେମାନଙ୍କର ମତ ରଖିବେ।JMM & Congress are running a marathon of scams in Jharkhand: PM Modi in Hazaribagh
October 02nd, 04:15 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.PM Modi addresses the Parivartan Mahasabha in Hazaribagh, Jharkhand
October 02nd, 04:00 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.