ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।Mahayuti in Maharashtra, BJP-NDA in the Centre, this means double-engine government in Maharashtra: PM Modi in Chimur
November 12th, 01:01 pm
Campaigning in Maharashtra has gained momentum, with PM Modi addressing a public meeting in Chimur. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”Today India is working in every sector, in every area with unprecedented speed: PM at NDTV World Summit
October 21st, 10:25 am
Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.ନୂଆଦିଲ୍ଲୀରେ ଏନଡିଟିଭି ବିଶ୍ୱ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 21st, 10:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରିବା ସହ ଏହି ସମ୍ମିଳନୀରେ ବହୁ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କହିଥିଲେ। ବିଭିନ୍ନ କ୍ଷେତ୍ରରୁ ବିଶ୍ୱସ୍ତରୀୟ ନେତାଙ୍କ ଉପସ୍ଥିତିକୁ ମଧ୍ୟ ସେ ସ୍ୱୀକାର କରିଥିଲେ, ଯେଉଁମାନେ ସେମାନଙ୍କର ମତ ରଖିବେ।JMM & Congress are running a marathon of scams in Jharkhand: PM Modi in Hazaribagh
October 02nd, 04:15 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.PM Modi addresses the Parivartan Mahasabha in Hazaribagh, Jharkhand
October 02nd, 04:00 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.Congress is such a selfish party that it sees nothing beyond votes: PM Modi in Hisar
September 28th, 07:51 pm
Prime Minister Narendra Modi addressed the massive gathering at Hisar in Haryana emphasizing the state’s remarkable progress under BJP’s governance. The Prime Minister paid homage to Haryana’s rich history and culture, acknowledging Agroha Dham, Guru Jambheshwar, Khatu Shyam Ji, and Mata Bhanbhori Bhramari Devi. He also highlighted the sacrifices made by the Bishnoi community in protecting nature, describing Haryana as a region known for its patriotism and commitment to the environment.PM Modi addresses public meeting in Hisar, Haryana
September 28th, 03:15 pm
Prime Minister Narendra Modi addressed the massive gathering at Hisar in Haryana emphasizing the state’s remarkable progress under BJP’s governance. The Prime Minister paid homage to Haryana’s rich history and culture, acknowledging Agroha Dham, Guru Jambheshwar, Khatu Shyam Ji, and Mata Bhanbhori Bhramari Devi. He also highlighted the sacrifices made by the Bishnoi community in protecting nature, describing Haryana as a region known for its patriotism and commitment to the environment.ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 04:30 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ , ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସିଆର ପାଟିଲ, ଏହି କାର୍ଯ୍ୟକ୍ରମ ସହ ଜଡିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ , ସାଂସଦ, ବିଧାୟକ, ଅନ୍ୟ ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ମାନେ ।ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳବାଇ, ସଡ଼କ, ଶକ୍ତି, ଗୃହ ନିର୍ମାଣ ଏବଂ ଆର୍ଥିକ କ୍ଷେତ୍ରର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ | ଏହା ପୂର୍ବରୁ ଶ୍ରୀ ମୋଦୀ ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳକୁ ଉଦଘାଟନ କରିଥିଲେ | ନାଗପୁରରୁ ସିକନ୍ଦରାବାଦ, କୋହ୍ଲାପୁରରୁ ପୁଣେ, ଆଗ୍ରା କ୍ୟାଣ୍ଟରୁ ବନାରସ, ଦୁର୍ଗରୁ ବିଶାଖାପାଟଣା, ପୁଣେରୁ ହୁବଲି ଏବଂ ବାରଣାସୀରୁ ଦିଲ୍ଲୀ ପର୍ଯ୍ୟନ୍ତ ପ୍ରଥମ ୨୦ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ କୁ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାବ୍ୟତୀତ ସେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣର ସିଙ୍ଗଲ ୱିଣ୍ଡୋ ଆଇଟି ସିଷ୍ଟମ (ଏସଡବ୍ଲ୍ୟୁଆଇଟିଏସ)ର ଶୁଭାରମ୍ଭ କରିଥିଲେ।ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।The three biggest enemies of Jharkhand are JMM, RJD and Congress: PM Modi in Jamshedpur
September 15th, 02:30 pm
Jamshedpur, Jharkhand warmly welcomed Prime Minister Narendra Modi at a vibrant public rally. The PM said, Amid the excitement of Karma Puja, I had the privilege of giving Jharkhand several major development gifts before coming here. Today, Jharkhand has received six new Vande Bharat trains. People in different cities across Jharkhand will now experience high-speed travel with modern amenities. It will also create opportunities for employment and progress for the youth.PM Modi addresses a vibrant crowd in Jharkhand’s Jamshedpur
September 15th, 02:00 pm
Jamshedpur, Jharkhand warmly welcomed Prime Minister Narendra Modi at a vibrant public rally. The PM said, Amid the excitement of Karma Puja, I had the privilege of giving Jharkhand several major development gifts before coming here. Today, Jharkhand has received six new Vande Bharat trains. People in different cities across Jharkhand will now experience high-speed travel with modern amenities. It will also create opportunities for employment and progress for the youth.