Taxpayer is respected only when projects are completed in stipulated time: PM Modi
June 23rd, 01:05 pm
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.PM inaugurates 'Vanijya Bhawan' and launches NIRYAT portal
June 23rd, 10:30 am
PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.ଜୁନ୍ ୨୩ ତାରିଖରେ ବାଣିଜ୍ୟ ଭବନକୁ ଉଦଘାଟନ ଏବଂ ର୍ନିୟାତ ପୋର୍ଟାଲର ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
June 22nd, 03:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର ନୂତନ ସୌଧ - ବାଣିଜ୍ୟ ଭବନ କୁ ୨୩ ଜୁନ୍ ୨୦୨୨ ପୂର୍ବାହ୍ନ ୧୦:୩୦ ରେ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଏକ ନୂତନ ପୋର୍ଟାଲ୍ - ର୍ନିୟାତ (ନେସନାଲ ଇମ୍ପୋର୍ଟ-ଏକ୍ସପୋର୍ଟ ରେକର୍ଡ ଫର୍ ୟର୍ଲି ଆନାଲିସସ ଅଫ୍ ଟ୍ରେଡ)କୁ ମଧ୍ୟ ଉନ୍ମୋଚନ କରିବେ - ଯାହାକି ହିତାଧିକାରୀଙ୍କ ପାଇଁ ଭାରତର ବୈଦେଶିକ ବାଣିଜ୍ୟ ସମ୍ବନ୍ଧୀୟ ସମସ୍ତ ଆବଶ୍ୟକୀୟ ସୂଚନା ପାଇବା ପାଇଁ ଏକକ ପ୍ଲାଟଫର୍ମ ଭାବରେ ବିକଶିତ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ ।ନୂଆଦିଲ୍ଲୀରେ ବାଣିଜ୍ୟ ଭବନର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 22nd, 11:47 am
ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭୁ ମହାଶୟ, ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର(ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ମହାଶୟ, ବାଣିଜ୍ୟ ଏବଂ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସି. ଆର. ଚୌଧୁରୀ ମହାଶୟ, ବାଣିଜ୍ୟ ମନ୍ତ୍ରଣାଳୟ ଓ ସମ୍ବନ୍ଧିତ ବିଭାଗଗୁଡିକର ଅଧିକାରୀଗଣ ଏବଂ ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ ।ବାଣିଜ୍ୟ ଭବନ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 22nd, 11:40 am
ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ବିଭାଗର ନୂତନ କାର୍ଯ୍ୟାଳୟ କମ୍ପ୍ଲେକ୍ସ- ବାଣିଜ୍ୟ ଭବନର ଆଧାରଶିଳା ସ୍ଥାପନ କରିଛନ୍ତି ।