ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 15th, 10:05 am

ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।

ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 15th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।

ବିଶ୍ୱ ଐତିହ୍ୟ କମିଟିର ୪୬ତମ ଅଧିବେଶନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 21st, 07:45 pm

ଆଜି ଭାରତ ଗୁରୁ ପୂର୍ଣ୍ଣିମାର ପବିତ୍ର ପର୍ବ ପାଳନ କରୁଛି । ଜ୍ଞାନ ଓ ଆଧ୍ୟାତ୍ମିକତାର ଏହି ପର୍ବରେ ପ୍ରଥମେ ମୁଁ ଆପଣ ମାନଙ୍କୁ ଏବଂ ଆମର ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି । ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ଦିନରେ ଆରମ୍ଭ ହେଉଛି ୪୬ତମ ବିଶ୍ୱ ଐତିହ୍ୟ କମିଟିର ବୈଠକ । ଏବଂ ଭାରତରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ଏବଂ ଏହା ସ୍ୱାଭାବିକ ଯେ ମୋ ସହିତ ସମସ୍ତ ଦେଶବାସୀ ଏହାକୁ ନେଇ ବିଶେଷ ଭାବରେ ଖୁସି ଅଛନ୍ତି । ଏହି ଅବସରରେ ମୁଁ ସମଗ୍ର ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଅତିଥିମାନଙ୍କୁ ସ୍ୱାଗତ କରୁଛି । ବିଶେଷ କରି ମୁଁ ୟୁନେସ୍କୋର ମହାନିର୍ଦ୍ଦେଶକ ଆଁଡ୍ରେ ଆଁ ଜୁଲେଙ୍କୁ ଅଭିନନ୍ଦନ ଜଣାଉଛି । ମୋର ବିଶ୍ୱାସ ଯେ ପ୍ରତ୍ୟେକ ବିଶ୍ୱ ଘଟଣା ପରି ଏହି କାର୍ଯ୍ୟକ୍ରମ ମଧ୍ୟ ଭାରତରେ ସଫଳତାର ନୂଆ ରେକର୍ଡ ସୃଷ୍ଟି କରିବ ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିଶ୍ୱ ଐତିହ୍ୟ କମିଟିର ୪୬ତମ ଅଧିବେଶନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

July 21st, 07:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିଶ୍ୱ ଐତିହ୍ୟ କମିଟିର ୪୬ତମ ଅଧିବେଶନକୁ ଉଦଘାଟନ କରିଛନ୍ତି । ବିଶ୍ୱ ଐତିହ୍ୟ କମିଟି ପ୍ରତିବର୍ଷ ବୈଠକ କରି ବିଶ୍ୱ ଐତିହ୍ୟ ସମ୍ପର୍କିତ ସମସ୍ତ ବିଷୟର ପରିଚାଳନା କରିବା ଏବଂ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନିତ ହେବାକୁ ଥିବା ସ୍ଥାନଗୁଡିକ ଉପରେ ନିଷ୍ପତ୍ତି ନେବା ପାଇଁ ଦାୟୀ । ଭାରତ ପ୍ରଥମ ଥର ପାଇଁ ବିଶ୍ୱ ଐତିହ୍ୟ କମିଟି ବୈଠକ ଆୟୋଜନ କରୁଛି। ଏହି ଅବସରରେ ପ୍ରଦର୍ଶିତ ବିଭିନ୍ନ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ।

ବିହାରର ରାଜଗିରରେ ନାଲନ୍ଦା ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା

June 19th, 10:31 am

ତୃତୀୟ ଥର ପାଇଁ ଶପଥ ନେବାର ପ୍ରଥମ ୧୦ ଦିନ ମଧ୍ୟରେ ମୁଁ ନାଳନ୍ଦା ଆସିବାର ସୁଯୋଗ ପାଇଛି। ଏହା ପ୍ରକୃତରେ ମୋର ସୌଭାଗ୍ୟ ଏବଂ ମୁଁ ଏହାକୁ ଭାରତର ବିକାଶ ଯାତ୍ରା ପାଇଁ ଏକ ଶୁଭ ସଙ୍କେତ ଭାବରେ ଦେଖୁଛି । ନାଳନ୍ଦା କେବଳ ଏକ ନାମ ନୁହେଁ। ନାଳନ୍ଦା ହେଉଛି ଏକ ପରିଚୟ, ଏକ ସମ୍ମାନ। ନାଳନ୍ଦା ହେଉଛି ଏକ ମୂଲ୍ୟ, ଏକ ମନ୍ତ୍ର, ଏକ ଗର୍ବ, ଏକ ଗାଥା । ନାଳନ୍ଦା ହେଉଛି ଏହି ସତ୍ୟର ଘୋଷଣା ଯେ ନିଆଁରେ ବହି ଜଳିଗଲେ ମଧ୍ୟ ନିଆଁ ଜ୍ଞାନକୁ ନିଭାଇ ପାରିବ ନାହିଁ । ନାଳନ୍ଦାର ବିନାଶ ଭାରତକୁ ଅନ୍ଧକାରରେ ଭରି ଦେଇଥିଲା। ଏବେ ଏହାର ପୁନରୁଦ୍ଧାର ଭାରତର ସୁବର୍ଣ୍ଣ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି।

ବିହାରର ରାଜଗିର ଠାରେ ନାଳନ୍ଦା ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

June 19th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ରାଜଗିରଠାରେ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ଭାରତ ଓ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍) ଦେଶଗୁଡ଼ିକର ମିଳିତ ସହଯୋଗରେ ଏହି ବିଶ୍ୱବିଦ୍ୟାଳୟ ସାକାର ରୂପ ନେଇଛି । ଉଦଘାଟନୀ ଉତ୍ସବରେ ୧୭ଟି ଦେଶର ମିଶନ ମୁଖ୍ୟଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ଚାରା ରୋପଣ ମଧ୍ୟ କରିଥିଲେ।

Congress has always been an anti-middle-class party: PM Modi in Hyderabad

May 10th, 04:00 pm

Addressing his second public meeting, PM Modi highlighted the significance of Hyderabad and the determination of the people of Telangana to choose BJP over other political parties. Hyderabad is special indeed. This venue is even more special, said PM Modi, reminiscing about the pivotal role the city played in igniting hope and change a decade ago.

PM Modi addresses public meetings in Mahabubnagar & Hyderabad, Telangana

May 10th, 03:30 pm

Prime Minister Narendra Modi addressed public meetings in Mahabubnagar & Hyderabad, Telangana, emphasizing the significance of the upcoming elections for the future of the country. Speaking passionately, PM Modi highlighted the contrast between the false promises made by Congress and the concrete guarantees offered by the BJP-led government.

The BAPS Hindu Temple in Abu Dhabi, UAE is a golden moment in the ties between India & UAE: PM Modi

February 14th, 07:16 pm

Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.

PM Modi inaugurates BAPS Hindu Mandir in Abu Dhabi, UAE

February 14th, 06:51 pm

Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.

G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ବକ୍ତବ୍ୟ (ନଭେମ୍ବର ୨୨, ୨୦୨୩)

November 22nd, 09:39 pm

ମୁଁ ପୁଣି ଥରେ ଆପଣ ସମସ୍ତଙ୍କ ମୂଲ୍ୟବାନ ମତାମତକୁ ପ୍ରଶଂସା କରୁଛି । ଆପଣମାନେ ଖୋଲା ମନରେ ଯେଉଁ କଥା ହୋଇଛନ୍ତି ସେଥିପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।

ମୁମ୍ବାଇରେ ଆନ୍ତର୍ଜାତୀୟ ଅଲମ୍ପିକ୍ କମିଟି(ଆଇଓସି)ର 141 ତମ ଅଧିବେଶନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 14th, 10:34 pm

140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଏହିବିଶେଷ ଆୟୋଜନରେ ମୁଁ ସ୍ୱାଗତ କରୁଛି, ଅଭିନନ୍ଦନଜଣାଉଛି । ଆନ୍ତର୍ଜାତୀୟ ଅଲିମ୍ପିକ ସଂଘର ଏହି 141ତମଅଧିବେଶନ ଭାରତରେ ହେବା ହେଉଛି ବେଶ୍ ସ୍ୱତନ୍ତ୍ର । 40ବର୍ଷ ପରେ ଭାରତରେ ଆଇଓସିର ଅଧିବେଶନ ହେବା, ଆମପାଇଁ ହେଉଛି ବହୁତ ଗୌରବର କଥା ।

ମୁମ୍ବାଇରେ 141ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

October 14th, 06:35 pm

ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ 40 ବର୍ଷ ପରେ ଭାରତରେ ଅନୁଷ୍ଠିତ ଅଧିବେଶନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଅହମ୍ମଦାବାଦର ବିଶ୍ୱର ସର୍ବବୃହତ ଷ୍ଟାଡିୟମରେ କ୍ରିକେଟ୍ ବିଶ୍ୱକପ୍ ରେ ଭାରତର ବିଜୟ ବିଷୟରେ ସେ ଦର୍ଶକଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି, “ମୁଁ ଭାରତୀୟ ଟିମ୍ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ଏହି ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଉଛି।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଆନ୍ତର୍ଜାତିକ ଓକିଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 23rd, 10:59 am

ଯେ କୌଣସି ଦେଶର ଆଇନଜୀବୀ ମାନେ ଏହାର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଭାରତରେ ବର୍ଷ ବର୍ଷ ଧରି ନ୍ୟାୟପାଳିକା ଓ ବାର୍ ଦେଶର ଆଇନ ବ୍ୟବସ୍ଥାର ରକ୍ଷକ ହୋଇ ଆସୁଛନ୍ତି। ମୁଁ ଆଜି ଏଠାରେ ଆମର ବିଦେଶୀ ଅତିଥିମାନଙ୍କୁ ବିଶେଷ ଭାବରେ ଜଣାଇବାକୁ ଚାହୁଁଛି । କିଛି ସମୟ ପୂର୍ବରୁ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିଥିଲା ଏବଂ ସ୍ୱାଧୀନତା ସଂଗ୍ରାମରେ ଆଇନଜୀବୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଅନେକ ଆଇନଜୀବୀ ନିଜର ଆଇନଗତ ଅଭ୍ୟାସ ଛାଡି ଜାତୀୟ ଆନ୍ଦୋଳନରେ ସାମିଲ ହୋଇଥିଲେ । ସ୍ୱାଧୀନତା ସମୟରେ ଆମର ସମ୍ମାନଜନକ ପିତା ମହାତ୍ମା ଗାନ୍ଧୀ, ଆମ ସମ୍ବିଧାନର ମୁଖ୍ୟ ଶିଳ୍ପୀ ବାବାସାହେବ ଆମ୍ବେଦକର, ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦ, ପଣ୍ଡିତ ଜବାହରଲାଲ ନେହେରୁ, ଦେଶର ପ୍ରଥମ ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ସ୍ୱାଧୀନତା ସମୟରେ ଅନେକ ମହାନ ବ୍ୟକ୍ତିତ୍ୱ ନିଜେ ଲୋକମାନ୍ୟ ତିଲକ ହୁଅନ୍ତୁ କିମ୍ବା ବୀର ସାବରକର ହୁଅନ୍ତୁ। ଅର୍ଥାତ୍ ଆଇନଜୀବୀଙ୍କ ଅଭିଜ୍ଞତା ସ୍ୱାଧୀନ ଭାରତର ଭିତ୍ତିଭୂମିକୁ ସୁଦୃଢ଼ କରିଥିଲା। ଆଉ ଆଜି ଭାରତ ଉପରେ ବିଶ୍ୱର ବିଶ୍ୱାସ ବଢୁଥିବା ବେଳେ ଭାରତର ନିରପେକ୍ଷ ଓ ସ୍ୱାଧୀନ ନ୍ୟାୟିକ ବ୍ୟବସ୍ଥା ମଧ୍ୟ ସେହି ବିଶ୍ୱାସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ।

ନୂଆଦିଲ୍ଲୀ ଠାରେ 'ଅନ୍ତର୍ଜାତୀୟ ଆଇନଜୀବୀ ସମ୍ମିଳନୀ ୨୦୨୩'କୁ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

September 23rd, 10:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ 'ଅନ୍ତର୍ଜାତୀୟ ଆଇନଜୀବୀ ସମ୍ମିଳନୀ ୨୦୨୩'କୁ ଉଦଘାଟନ କରିଛନ୍ତି । ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ଗୁରୁତ୍ୱପୂର୍ଣ୍ଣ ଆଇନଗତ ବିଷୟ ଉପରେ ଅର୍ଥପୂର୍ଣ୍ଣ ଆଲୋଚନା ଏବଂ ପର୍ଯ୍ୟାଲୋଚନା ପାଇଁ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବା, ବିଚାର ଏବଂ ଅଭିଜ୍ଞତାର ଆଦାନ ପ୍ରଦାନକୁ ପ୍ରୋତ୍ସାହିତ କରିବା ଏବଂ ଆନ୍ତର୍ଜାତିକ ସହଯୋଗ ଏବଂ ଆଇନଗତ ପ୍ରସଙ୍ଗଗୁଡ଼ିକର ବୁଝାମଣାକୁ ସୁଦୃଢ଼ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ ।

ଜି-୨୦ ଶିଖର ସମ୍ମିଳନୀର ଅବସରରେ ତୃଣମୂଳ ସ୍ତରୀୟ କର୍ମକର୍ତ୍ତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

September 22nd, 11:22 pm

ଆପଣଙ୍କ ମଧ୍ୟରୁ କିଛି ହୁଏତ ସ୍ୱୀକାର କରିବେ ନାହିଁ, ଯେ ଆପଣ ଆଦୌ ଥକି ଯାଇନଥିଲେ । ଠିକ୍ ଅଛି, ମୋର ଆପଣଙ୍କର ଅଧିକ ସମୟ ନେବାର କୌଣସି ଇଚ୍ଛା ନାହିଁ । କିନ୍ତୁ ଏତେ ବଡ଼ ସଫଳତା ମିଳିଛି, ଦେଶର ନାମ ଉଜ୍ବଳ ହୋଇଛି ଏବଂ ଚାରିଆଡ଼ୁ ପ୍ରଶଂସାର ସୁଅ ଛୁଟୁଛି। ଆପଣମାନେ ସମସ୍ତେ ସେହି ଲୋକ, ଯେଉଁମାନେ ଏହା ପଛରେ ଥିଲେ, ଯେଉଁମାନେ ଦିନ ରାତି ପରିଶ୍ରମ କରିଥିଲେ ଏବଂ ଫଳସ୍ୱରୂପ, ଏହି ସଫଳତା ଆଜି ହାସଲ ହୋଇଛି । ଯେତେବେଳେ ଜଣେ ଖେଳାଳି ଅଲିମ୍ପିକ୍ ପୋଡିୟମ୍ କୁ ଯାଇ ପଦକ ଜିତିଥାନ୍ତି ଏବଂ ଦେଶର ନାମକୁ ଚମକାଇଥାନ୍ତି, ସେଥିପାଇଁ ପ୍ରଶଂସା ଦୀର୍ଘ ଦିନ ଧରି ଜାରି ରହିଥାଏ। ସେହିଭଳି ଆପଣମାନେ ସମସ୍ତେ ମିଶି ଦେଶର ନାମକୁ ଆଲୋକିତ କରିଛନ୍ତି।

ଭାରତ ମଣ୍ଡପମ ଠାରେ ଜି-୨୦ ଶିଖର ସମ୍ମିଳନୀର ତୃଣମୂଳ ସ୍ତରୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 22nd, 06:31 pm

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ଜି-୨୦ର ସଫଳ ଆୟୋଜନ ପାଇଁ ମିଳୁଥିବା ପ୍ରଶଂସା ଉପରେ ଆଲୋକପାତ କରିଥିଲେ ଏବଂ ଏହି ସଫଳତା ପାଇଁ ତୃଣମୂଳ ସ୍ତରର କର୍ମକର୍ତ୍ତାମାନଙ୍କୁ ଶ୍ରେୟ ଦେଇଥିଲେ ।

୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

September 07th, 01:28 pm

'ପୂର୍ବ ଏସିଆ ଶିଖର ସମ୍ମିଳନୀ’ରେ ପୁଣି ଥରେ ଅଂଶଗ୍ରହଣ କରି ମୁଁ ଆନନ୍ଦିତ। ମୁଁ ରାଷ୍ଟ୍ରପତି ୱିଡୋଡୋଙ୍କୁ ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଆନ୍ତରିକ ଅଭିନନ୍ଦନ ଜଣାଉଛି । ଏହାବ୍ୟତୀତ ଏହି ବୈଠକରେ ମୁଁ ତିମୋର-ଲେଷ୍ଟର ପ୍ରଧାନମନ୍ତ୍ରୀ ମହାମହିମ ଜାନାନା ଗୁସ୍ମାଓଙ୍କୁ ପର୍ଯ୍ୟବେକ୍ଷକ ଭାବରେ ସ୍ୱାଗତ କରୁଛି ।

୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

September 07th, 11:47 am

ପ୍ରଧାନମନ୍ତ୍ରୀ ୭ ସେପ୍ଟେମ୍ବର ୨୦୨୩ରେ ଜାକର୍ତ୍ତାଠାରେ ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଥିଲେ ।

୨୦ତମ ଏସିଆନ - ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଭାଷଣ

September 07th, 10:39 am

ଏହି ପରିପ୍ରେକ୍ଷୀରେ , ଭାରତ - ଏସିଆନ୍ ଶିଖର ସମ୍ମିଳନୀର ସହ - ଅଧ୍ୟକ୍ଷତା କରିବା ମୋତେ ଅତ୍ୟନ୍ତ ଆନନ୍ଦ ପ୍ରଦାନ କରୁଛି ।