ଦଶମ ଭାଇବ୍ରାଣ୍ଟ ଗୁଜରାଟ ଶିଖର ସମ୍ମିଳନୀ ୨୦୨୪ ଅବସରରେ ପ୍ରଧାନମନ୍ତ୍ରୀ ଚେକ୍ ରିପବ୍ଲିକ୍ର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
January 10th, 07:09 pm
ଚେକ୍ ରିପବ୍ଲିକ୍ର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟର ଫିୟାଲା ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀ ୨୦୨୪ରେ ଅଂଶଗ୍ରହଣ କରିବା ପାଇଁ ୯ - ୧୧ ଜାନୁଆରୀ ୨୦୨୪ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି ।ଭାଇବ୍ରାଣ୍ଟ ଗୁଜରାଟ ଶିଖର ସମ୍ମିଳନୀ, ଅର୍ଥନୈତିକ ଅଭିବୃଦ୍ଧି, ସଂସ୍କାର ଏବଂ ଭାରତର ବିକାଶ ଯାତ୍ରାକୁ ସୁଦୃଢ଼ କରିବା ପାଇଁ ଏକ ମହାନ ମଞ୍ଚ : ପ୍ରଧାନମନ୍ତ୍ରୀ
January 10th, 06:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜିର ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀର ଝଲକ ପୋଷ୍ଟ କରିଛନ୍ତି ।ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀର ଦଶମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ବିଶ୍ୱ ବ୍ୟବସାୟୀ ନେତାମାନେ ପ୍ରଶଂସା କରିଛନ୍ତି
January 10th, 12:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷର ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର୍' ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି। ଏହି ଶିଖର ସମ୍ମିଳନୀକୁ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଉତ୍ତର-ପୂର୍ବାଞ୍ଚଳରେ ପୁଞ୍ଜିନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବରେ ବ୍ୟବହାର କରୁଛି ।ଗୁଜରାଟର ଗାନ୍ଧୀନଗରରେ ଭାଇବ୍ରେଣ୍ଟ ଗୁଜରାଟ ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 10th, 10:30 am
ମୋଜାମ୍ବିକ୍ର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି; ମହାମହିମ ଶ୍ରୀ ରାମୋସ୍-ହୋର୍ଟା, ତିମୋର-ଲେଷ୍ଟର ସଭାପତି; ଚେନକ୍ ରିପବ୍ଲିକ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟର ଫିଆଲା; ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ; ଦେଶ ଓ ବିଦେଶରୁ ବିଶିଷ୍ଟ ଅତିଥି; ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି; ଭଦ୍ର ମହିଳା ଓ ପୁରୁଷ ମାନେ !ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ଦଶମ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
January 10th, 09:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିର ଠାରେ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ନିମନ୍ତେ ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର’ ('ଭବିଷ୍ୟତର ପ୍ରବେଶ ଦ୍ୱାର' ) ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି । ଉତ୍ତର - ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଏହି ଶିଖର ସମ୍ମିଳନୀକୁ ଉତ୍ତର - ପୂର୍ବାଞ୍ଚଳରେ ପୁଞ୍ଜି ନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବେ ବ୍ୟବହାର କରୁଛି ।PM Modi meets CEOs of global firms in Gandhinagar, Gujarat
January 09th, 04:30 pm
Prime Minister Narendra Modi met CEOs of various global organisations and institutes in Gandhinagar, Gujarat. These included Sultan Ahmed Bin Sulayem of DP World, Mr. Sanjay Mehrotra of Micron Technology, Professor Iain Martin of Deakin University, Mr. Keith Svendsen of A.P. Moller – Maersk and Mr. Toshihiro Suzuki of Suzuki Motor Corp.Prime Minister Modi meets President Filipe Nyusi of the Republic of Mozambique
January 09th, 02:03 pm
PM Modi met H.E. Filipe Jacinto Nyusi, President of the Republic of Mozambique. PM Modi expressed his strong commitment to support Mozambique’s development priorities. Both leaders held productive discussions on ways to further bilateral ties, including in the areas of defence, counter terrorism, energy, health, trade & investment, agriculture, water security, mining, capacity building and maritime cooperation.ତିମୋର-ଲେଷ୍ଟେ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
January 09th, 11:16 am
ଗାନ୍ଧୀନଗରରେ ଆୟୋଜିତ ଦଶମ ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ତିମୋର-ଲେଷ୍ଟର ରାଷ୍ଟ୍ରପତି ମହାମହିମ ଡ. ଜୋସ୍ ରାମୋସ୍ ହୋର୍ଟା ଜାନୁଆରୀ ୮-୧୦, ୨୦୨୪ ରେ ଭାରତ ଗସ୍ତରେ ଆସିଛନ୍ତି।ଜାନୁଆରୀ ୮ରୁ ୧୦ ପର୍ଯ୍ୟନ୍ତ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 07th, 03:11 pm
ଜାନୁଆରୀ ୯ ତାରିଖ ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ପହଞ୍ଚିବେ, ଯେଉଁଠାରେ ସେ ବିଶ୍ୱନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ଏବଂ ଏହା ପରେ ଶୀର୍ଷ ବିଶ୍ୱ ନିଗମର ସିଇଓମାନଙ୍କ ସହ ବୈଠକ କରିବେ । ଅପରାହ୍ନ ପ୍ରାୟ ୩ ଟାରେ ସେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ୍ ଟ୍ରେଡ୍ ସୋ'କୁ ଉଦଘାଟନ କରିବେ।ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଇନଫିନିଟି ଫୋରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ପୋଷ୍ଟ: ପିଆଇବି ଦିଲ୍ଲୀ ଦ୍ୱାରା 09 ଡିସେମ୍ବର 2023 12:52 ଅପରାହ୍ନ
December 09th, 11:09 am
ଏଭଳି ସମୟରେ ଭାରତ ସ୍ଥିରତା ଓ ପ୍ରଗତିର ଏକ ବଡ଼ ଉଦାହରଣ ଭାବେ ଉଭା ହୋଇଛି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଗିଫ୍ଟ ସିଟିରେ ଏକବିଂଶ ଶତାବ୍ଦୀର ଅର୍ଥନୈତିକ ନୀତିର ବିଚାରବିମର୍ଶ ହେବା, ଗୁଜରାଟର ଗୌରବକୁ ବଢ଼ାଇବାକୁ ଯାଉଛି। ତେବେ ଆଜି ଆଉ ଗୋଟିଏ କଥା ପାଇଁ ମୁଁ ଗୁଜରାଟବାସୀଙ୍କୁ ଅଭିନନ୍ଦନ ଜଣାଉଛି । ନିକଟରେ ଗୁଜରାଟର ପାରମ୍ପରିକ ନୃତ୍ୟ ଗର୍ବାକୁ ୟୁନେସ୍କୋ ଦ୍ୱାରା ଅମୂର୍ତ୍ତିକ ସାଂସ୍କୃତିକ ଐତିହ୍ୟରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ନିଜେ ଏକ ବଡ଼ ସଫଳତା। ଗୁଜରାଟର ସଫଳତା ହେଉଛି, ଦେଶର ସଫଳତା।ଇନଫିନିଟି ଫୋରମ୍ ୨.୦କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
December 09th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ପ୍ଲାଟଫର୍ମ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି । ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ôଥକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍ଏସ୍ସିଏ) ଏବଂ ଗିଫ୍ଟ ସିଟିର ମିଳିତ ଆନୁକୂଲ୍ୟରେ 'ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ୍ ସମିଟ୍ - ୨୦୨୪' ର ଅଗ୍ରଦୂତ କାର୍ଯ୍ୟକ୍ରମ ଭାବେ ଦ୍ୱିତୀୟ ଇନଫିନିଟି ମଂଚ ଆୟୋଜନ କରାଯାଉଛି । ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣର ବିଷୟବସ୍ତୁ ରହିଛି 'ଗିଫ୍ଟ - ଆଇଏଫ୍ଏସ୍ସି : ନର୍ଭ ସେଂଟର ଫର ନ୍ୟୁ ଏଜ୍ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ସର୍ଭିସେସ୍' / ନୂତନ ଯୁଗର ବିଶ୍ୱସ୍ତରୀୟ ଆର୍ଥିକ ସେବା ପାଇଁ ସ୍ନାୟୁ କେନ୍ଦ୍ର ।ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ବିଂଶତମ ସମାରେହ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 27th, 11:00 am
ମଂଚ ଉପରେ ବିରାଜମାନ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୁପେନ୍ଦ୍ର ଭାଇ ପଟେଲ, ସଂସଦରେ ମୋର ସାଥୀ ଶ୍ରୀମାନ ସି. ଆର ପାଟିଲ, ଗୁଜରାଟ ସରକାରଙ୍କର ମନ୍ତ୍ରିଗଣ, ଉଦ୍ୟୋଗ ଜଗତର ସମସ୍ତ ବରିଷ୍ଠ ସାଥୀ, ଅନ୍ୟ ମହାନୁଭବ ଆଉ ଏଠାରେ ଉପସ୍ଥିତ ମୋର ସମସ୍ତ ପରିବାରଜନ ।ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ
September 27th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ସମାରୋହରେ ଆଜି (୨୭-୦୯-୨୦୨୩) ବିଜ୍ଞାନ ନଗରୀ ଅହମ୍ମଦାବାଦ ଠାରେ ନିଜର ଅଭିଭାଷଣ ରଖିଛନ୍ତି । ତତ୍କାଳିନ ମୁଖ୍ୟମନ୍ତ୍ରୀ ଦୂରଦୃଷ୍ଟି ସମ୍ପନ୍ନ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମୟରେ ଏହି ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ସେପ୍ଟେମ୍ବର ୨୮, ୨୦୦୩ ରେ ଆରମ୍ଭ ହୋଇଥିଲା । ଏହି ସମୟ ମଧ୍ୟରେ ଏହା ବାସ୍ତବ ପକ୍ଷରେ ଏକ ବୈଶ୍ୱିକ କାର୍ଯ୍ୟକ୍ରମ ହେବା ସହ ଦେଶର ମୁଖ୍ୟ ବ୍ୟାବସାୟିକ ଶିଖର ସମ୍ମିଳନୀର ମାନ୍ୟତା ଲାଭ କରିଛି ।