Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ଉତ୍ତରାଖଣ୍ଡ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଇଂରାଜୀ ମନ୍ତବ୍ୟ
November 09th, 11:00 am
ଆଜିଠାରୁ ଉତ୍ତରାଖଣ୍ଡର ରଜତ ଜୟନ୍ତୀ ବର୍ଷର ଶୁଭାରମ୍ଭ ହେଉଛି । ଅର୍ଥାତ୍ ଆମର ଉତ୍ତରାଖଣ୍ଡ ଏହାର ୨୫ତମ ବର୍ଷରେ ପ୍ରବେଶ କରୁଛି। ଉତ୍ତରାଖଣ୍ଡର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଏବେ ଆଗାମୀ ୨୫ ବର୍ଷର ଯାତ୍ରା ଆରମ୍ଭ କରିବାକୁ ପଡ଼ିବ। ଏଥିରେ ଏକ ସୁଖଦ ସଂଯୋଗ ମଧ୍ୟ ରହିଛି। ଏହି ଯାତ୍ରା ଏମିତି ସମୟରେ ହେବ ଯେତେବେଳେ ଦେଶ ମଧ୍ୟ ୨୫ ବର୍ଷର ଅମୃତକାଳରେ ରହିଥିବ । ଅର୍ଥାତ୍ ବିକଶିତ ଭାରତ ପାଇଁ ବିକଶିତ ଉତ୍ତରାଖଣ୍ଡ, ଦେଶ ଏହି ସଂକଳ୍ପକୁ ଏହି ସମୟ ମଧ୍ୟରେ ପୂରଣ ହେବା ଦେଖିବ । ମୁଁ ଖୁସି ଯେ ଉତ୍ତରାଖଣ୍ଡର ଆପଣ ଲୋକମାନେ ଆଗାମୀ ୨୫ ବର୍ଷ ପାଇଁ ସଂକଳ୍ପ ନେଇ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବକୁ ମଧ୍ୟ ପ୍ରସାରିତ କରାଯିବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ମଧ୍ୟ ପ୍ରତ୍ୟେକ ଅଞ୍ଚଳବାସୀଙ୍କ ପର୍ଯ୍ୟନ୍ତ ପହଞ୍ଚିବ । ମୁଁ ଆପଣ ସମସ୍ତଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏବଂ ଏହି ମହତ୍ୱପୂର୍ଣ୍ଣ ସଂକଳ୍ପ ପାଇଁ ମୁଁ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି । ମାତ୍ର ଦୁଇ ଦିନ ପୂର୍ବରୁ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ ମଧ୍ୟ ସଫଳତାର ସହ ଆୟୋଜନ କରାଯାଇଥିଲା। ମୋର ବିଶ୍ୱାସ ଅଛି ଆମର ପ୍ରବାସୀ ଉତ୍ତରାଖଣ୍ଡବାସୀ ରାଜ୍ୟର ବିକାଶ ଯାତ୍ରାରେ ଏତେ ବଡ଼ ଭୂମିକା ନିର୍ବାହ କରିବେ ।ଦେବଭୂମି ଉତ୍ତରାଖଣ୍ଡର ରୌପ୍ୟ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 09th, 10:40 am
ଉତ୍ତରାଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ଏହାର ସମସ୍ତ ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଆଜିଠାରୁ ଉତ୍ତରାଖଣ୍ଡ ରାଜ୍ୟ ଗଠନର ରୌପ୍ୟ ଜୟନ୍ତୀ ବର୍ଷ ଆରମ୍ଭ ହେବାର ସୂଚନା ଦେଇଛନ୍ତି । ଉତ୍ତରାଖଣ୍ଡ ପ୍ରତିଷ୍ଠାର ୨୫ତମ ବର୍ଷରେ ପ୍ରବେଶ କରିବା ଅବସରରେ ଶ୍ରୀ ମୋଦୀ ଲୋକମାନଙ୍କୁ ରାଜ୍ୟର ଆଗାମୀ ୨୫ ବର୍ଷର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାର୍ଯ୍ୟ କରିବାକୁ ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଉତ୍ତରପ୍ରଦେଶର ଆଗାମୀ ୨୫ ବର୍ଷର ଯାତ୍ରା ଏକ ବଡ ସଂଯୋଗ, କାରଣ ଭାରତ ମଧ୍ୟ ଏହାର ୨୫ ବର୍ଷର ଅମୃତ କାଳରେ ଅଛି, ଯାହାର ଅର୍ଥ ହେଉଛି ବିକଶିତ ଭାରତ ପାଇଁ ଏକ ବିକଶିତ ଉତ୍ତରାଖଣ୍ଡ । ଏହି ଅବଧିରେ ଦେଶ ସଂକଳ୍ପ ପୂରଣ ହେବାର ସାକ୍ଷୀ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ଆଗାମୀ ୨୫ ବର୍ଷର ସଂକଳ୍ପ ସହିତ ଲୋକମାନେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ଖୁସି ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବର ପ୍ରସାର ହେବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ରାଜ୍ୟର ପ୍ରତ୍ୟେକ ଅଧିବାସୀଙ୍କ ନିକଟରେ ପହଞ୍ôଚବ । ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଏପରି ମହତ୍ୱପୂର୍ଣ୍ଣ ସଂକଳ୍ପକୁ ଆପଣେଇଥିବାରୁ ଶ୍ରୀ ମୋଦୀ ରାଜ୍ୟର ସମସ୍ତ ବାସିନ୍ଦାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ପ୍ରତି ସଫଳତାର ସହ ଆୟୋଜିତ ହୋଇଥିବା ‘ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ’ର କାର୍ଯ୍ୟକ୍ରମକୁ ମଧ୍ୟ ସେ ଉଲ୍ଲେଖ କରିଛନ୍ତି ଏବଂ ଉତ୍ତରପ୍ରଦେଶର ବିକାଶରେ ପ୍ରବାସୀ ଉତ୍ତରାଖଣ୍ଡର ଲୋକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ।The people of Jammu and Kashmir are tired of the three-family rule of Congress, NC and PDP: PM Modi
September 28th, 12:35 pm
Addressing a massive rally in Jammu, PM Modi began his speech by paying tribute to Shaheed Sardar Bhagat Singh on his birth anniversary, honoring him as a source of inspiration for millions of Indian youth. In his final rally for the J&K assembly elections, PM Modi reflected on his visits across Jammu and Kashmir over the past weeks, noting the tremendous enthusiasm for the BJP everywhere he went.PM Modi captivates the audience at Jammu rally
September 28th, 12:15 pm
Addressing a massive rally in Jammu, PM Modi began his speech by paying tribute to Shaheed Sardar Bhagat Singh on his birth anniversary, honoring him as a source of inspiration for millions of Indian youth. In his final rally for the J&K assembly elections, PM Modi reflected on his visits across Jammu and Kashmir over the past weeks, noting the tremendous enthusiasm for the BJP everywhere he went.INDI-Agadhi plans to have five PMs in 5 years if elected: PM Modi in Solapur
April 29th, 08:57 pm
Prime Minister Narendra Modi today addressed a vibrant public meeting in Maharashtra’s Solapur. Speaking to a large audience, PM Modi said, “In this election, you will choose the guarantee of development for the next 5 years. On the other hand, there are those who plunged the country into the abyss of corruption, terrorism, and misrule before 2014. Despite their tainted history, the Congress is once again dreaming of seizing power in the country.”PM Modi's electrifying campaign trails reach Maharashtra's Solapur, Satara and Pune
April 29th, 02:05 pm
Prime Minister Narendra Modi today addressed vibrant public meetings in Maharashtra’s Solapur, Satara and Pune. Speaking to a large audience, PM Modi said, “In this election, you will choose the guarantee of development for the next 5 years. On the other hand, there are those who plunged the country into the abyss of corruption, terrorism, and misrule before 2014. Despite their tainted history, the Congress is once again dreaming of seizing power in the country.”ଅରୁଣାଚଳ ପ୍ରଦେଶରେ ବିକଶିତ ଭାରତ - ବିକଶିତ ଉତ୍ତର ପୂର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 09th, 11:09 am
ଅରୁଣାଚଳ ପ୍ରଦେଶ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ସିକ୍କିମ ଏବଂ ତ୍ରିପୁରାର ରାଜ୍ୟପାଳ ମହୋଦୟ ଏବଂ ମୁଖ୍ୟମନ୍ତ୍ରୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି, ରାଜ୍ୟର ମନ୍ତ୍ରୀଗଣ, ସାଂସଦ ସାଥି, ସମସ୍ତ ବିଧାୟକ ଗଣ, ଅନ୍ୟ ସମସ୍ତ ଜନପ୍ରତିନିଧି ଏବଂ ଏହି ସବୁ ରାଜ୍ୟର ମୋର ପ୍ରିୟ ଭାଇ ଭଉଣୀ!ଅରୁଣାଚଳ ପ୍ରଦେଶର ଇଟାନଗର ଠାରେ ବିକଶିତ ଭାରତ ବିକଶିତ ଉତ୍ତର ପୂର୍ବ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 09th, 10:46 am
ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଚାଲିଥିବା ଜାତୀୟ ପର୍ବ ବିକଶିତ ରାଜ୍ୟରୁ ବିକଶିତ ଭାରତ ବିଷୟରେ ଉଲ୍ଲେଖ କରିଥିଲେ । ସେ ବିକଶିତ ଉତ୍ତର ପୂର୍ବ ପାଇଁ ଉତ୍ତର -ପୂର୍ବାଞ୍ଚଳର ଲୋକମାନଙ୍କ ମଧ୍ୟରେ ନୂତନ ଉତ୍ସାହକୁ ସ୍ୱୀକାର କରିଥିଲେ । ଏହି ପଦକ୍ଷେପ ପାଇଁ ନାରୀ ଶକ୍ତିର ସହଯୋଗ ନିମନ୍ତେ ସେ କୃତଜ୍ଞତା ଜ୍ଞାପନ କରିଥିଲେ ।ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 07th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଭାରତ: ପରବର୍ତ୍ତୀ ଦଶନ୍ଧି ।ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କାର୍ଯ୍ୟ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 04:31 pm
ପ୍ରଥମେ, ଆପଣ ସମସ୍ତଙ୍କୁ ଖ୍ରୀଷ୍ଟମାସର ଅନେକ ଅନେକ ଶୁଭେଚ୍ଛା! ଭାରତ ଓ ଭାରତୀୟତା ଉପରେ ବିଶ୍ୱାସ ରଖିଥିବା କୋଟି କୋଟି ଲୋକଙ୍କ ପାଇଁ ଆଜିର ଦିନ ପ୍ରେରଣା ସାଜିଛି। ଆଜି ମହାମନା ମଦନ ମୋହନ ମାଲବ୍ୟଙ୍କ ଜୟନ୍ତୀ । ଆଜି ହେଉଛି ଅଟଳଜୀଙ୍କ ଜୟନ୍ତୀ । ଏହି ପବିତ୍ର ଦିବସ ଅବସରରେ ମୁଁ ମହାମନା ମାଲବ୍ୟଜୀଙ୍କ ଚରଣକୁ ପ୍ରଣାମ କରିବା ସହ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଅଟଳଜୀଙ୍କ ଜୟନ୍ତୀ ଅବସରରେ ଦେଶ ସୁଶାସନ ଦିବସ ପାଳନ କରୁଛି। ସୁଶାସନ ଦିବସ ଅବସରରେ ମୁଁ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଉଛି ।ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ' ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ
December 25th, 04:30 pm
ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ 'ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ର ପ୍ରଥମ ଶୃଙ୍ଖଳାର ୧୧ଟି ଖଣ୍ଡକୁ ଉନ୍ମୋଚନ କରିଛନ୍ତି । ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବନାରସ ହିନ୍ଦୁ ବିଶ୍ୱ ବିଦ୍ୟାଳୟର ପ୍ରତିଷ୍ଠାତା ପଣ୍ଡିତ ମଦନ ମୋହନ ମାଲବ୍ୟ ଆଧୁନିକ ଭାରତର ନିର୍ମାତା ମାନଙ୍କ ମଧ୍ୟରେ ଏକ ଅଗ୍ରଣୀ ସ୍ଥାନ ଅଧିକାର କରିଛନ୍ତି । ସେ ଜଣେ ଉଚ୍ଚକୋଟୀର ବିଦ୍ୱାନ ଏବଂ ସ୍ୱାଧୀନତା ସଂଗ୍ରାମୀ ଭାବରେ ବେଶ୍ ସ୍ମରଣୀୟ , ଯିଏ ଲୋକ ମାନଙ୍କ ମଧ୍ୟରେ ଜାତୀୟ ଚେତନା ସୃଷ୍ଟି କରିବା ପାଇଁ କଠୋର ପରିଶ୍ରମ ମଧ୍ୟ କରିଥିଲେ ।Aatmanirbharta in Defence: India First Soars as PM Modi Takes Flight in LCA Tejas
November 28th, 03:40 pm
Prime Minister Narendra Modi visited Hindustan Aeronautics Limited (HAL) in Bengaluru today, as the state-run plane maker experiences exponential growth in manufacturing prowess and export capacities. PM Modi completed a sortie on the Indian Air Force's multirole fighter jet Tejas.PM Narendra Modi addresses public meetings in Pali & Pilibanga, Rajasthan
November 20th, 12:00 pm
Amidst the ongoing election campaigning in Rajasthan, PM Modi’s rally spree continued as he addressed public meetings in Pali and Pilibanga. Addressing a massive gathering, PM Modi emphasized the nation’s commitment to development and the critical role Rajasthan plays in India’s advancement in the 21st century. The Prime Minister underlined the development vision of the BJP government and condemned the misgovernance of the Congress party in the state.Entire Rajasthan is saying the Congress is going and BJP is coming back to power: PM Modi
November 15th, 05:00 pm
Ahead of the assembly election in poll-bound Rajasthan, PM Modi addressed a powerful rally in Baytu. PM Modi said, “Entire Rajasthan is saying the Congress is going, and BJP is coming back to power.” He added that people are critiquing the present Congress Government by stating that ‘Gehlot Ji won’t get any votes.’PM Modi addresses a powerful rally in poll-bound Rajasthan’s Baytu
November 15th, 04:30 pm
Ahead of the assembly election in poll-bound Rajasthan, PM Modi addressed a powerful rally in Baytu. PM Modi said, “Entire Rajasthan is saying the Congress is going, and BJP is coming back to power.” He added that people are critiquing the present Congress Government by stating that ‘Gehlot Ji won’t get any votes.’ହିମାଚଳ ପ୍ରଦେଶର ଲେପଚାରେ ସୁରକ୍ଷା ବାହିନୀ ସହ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 12th, 03:00 pm
ମା' ଭାରତୀଙ୍କର ଜୟଘୋଷର ଏହି ଶବ୍ଦ, ଭାରତୀୟ ସେନା ଓ ସୁରକ୍ଷା ବାହିନୀର ବୀରତ୍ବର ଏହି ସ୍ଲୋଗାନ, ଏହି ଐତିହାସିକ ଭୂମି ଏବଂ ଦୀପାବଳିର ଏହି ପବିତ୍ର ପର୍ବ । ଏହା ଏକ ଚମତ୍କାର ସଂଯୋଗ ଅଟେ, ଏହା ଏକ ଅଦ୍ଭୁତ ମିଳନ ଅଟେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ଏହି ମୁହୂର୍ତ୍ତ ମୋ ପାଇଁ ମଧ୍ୟ ଆପଣଙ୍କ ପାଇଁ ଏବଂ ଦେଶବାସୀଙ୍କ ପାଇଁ ମଧ୍ୟ ଦୀପାବଳିରେ ନୂଆ ଆଲୋକ ଆଣିବ ଏହା ମୋର ବିଶ୍ବାସ ଅଛି। ମୁଁ ଆପଣ ସମସ୍ତଙ୍କୁ, ସମସ୍ତ ଦେଶବାସୀଙ୍କୁ ସୀମାର ଶେଷ ଗାଁରୁ, ଯାହାକୁ ମୁଁ ବର୍ତ୍ତମାନ ପ୍ରଥମ ଗାଁ ବୋଲି କହୁଛି, ସେଠାରେ ଆମର ମୁତୟନ ହୋଇଥିବା ସୁରକ୍ଷା ବାହିନୀର ସହଯୋଗୀମାନଙ୍କ ସହିତ ଯେତେବେଳେ ଦୀପାବଳି ପାଳନ କରୁଛି, ସେତେବେଳେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଏହି ଶୁଭେଚ୍ଛା ବହୁତ ସ୍ବତନ୍ତ୍ର ହୋଇଥାଏ। ଏହି ଅବସରରେ ଦେଶବାସୀଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା, ଦୀପାବଳିର ଶୁଭକାମନା।