ଅକ୍ଟୋବର ୯ରେ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ

October 08th, 07:31 pm

ଅକ୍ଟୋବର ୯ ତାରିଖ ଦିନ ଦ୍ୱିପ୍ରହର ପ୍ରାୟ ୧ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଯୋଗେ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।

୨୬-୨୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

September 25th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬-୨୭ ସେପ୍ଟେମ୍ବର ୨୦୨୩ ଦୁଇଦିନ ଧରି ଗୁଜରାଟ ଗସ୍ତ କରିବେ। ସେପ୍ଟେମ୍ବର ୨୭ ପୂର୍ବାହ୍ନ ଦଶଟା ବେଳେ ପ୍ରଧାନମନ୍ତ୍ରୀ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ବିକ ଶିଖର ବୈଠକରେ ୨୦ ବର୍ଷ ପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ତା’ପରେ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ବୋଦେଲୀ ଓ ଛୋଟା ଉଦୟପୁର ପହଂଚି ସେଠାରେ ୫୨୦୦ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।

India has immense potential to become a great knowledge economy in the world: PM Modi

October 19th, 12:36 pm

The Prime Minister, Shri Narendra Modi launched Mission Schools of Excellence at Trimandir, Adalaj, Gujarat today. The Mission has been conceived with a total outlay of 10,000 Crores. During the event at Trimandir, the Prime Minister also launched projects worth around Rs 4260 crores. The Mission will help strengthen education infrastructure in Gujarat by setting up new classrooms, smart classrooms, computer labs and overall upgradation of the infrastructure of schools in the State.

PM launches Mission Schools of Excellence at Trimandir, Adalaj, Gujarat

October 19th, 12:33 pm

The Prime Minister, Shri Narendra Modi launched Mission Schools of Excellence at Trimandir, Adalaj, Gujarat today. The Mission has been conceived with a total outlay of 10,000 Crores. During the event at Trimandir, the Prime Minister also launched projects worth around Rs 4260 crores. The Mission will help strengthen education infrastructure in Gujarat by setting up new classrooms, smart classrooms, computer labs and overall upgradation of the infrastructure of schools in the State.

ଗାନ୍ଧୀନଗର ବିଦ୍ୟାଳୟ ନିମନ୍ତେ ଉଦ୍ଦିଷ୍ଟ ବିଦ୍ୟା ସମୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

April 18th, 08:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮.୪.୨୦୨୨) ଦିନ ଗାନ୍ଧିନଗରଠାରେ ବିଭିନ୍ନ ବିଦ୍ୟାଳୟ ନିୟନ୍ତ୍ରଣ କେନ୍ଦ୍ର ବିଦ୍ୟା ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ । ଅନୁଷ୍ଠାନର ବିଭିନ୍ନ କାର୍ଯ୍ୟକଳାପ, ଭିଡିଓ ୱାଲ, ବିଭିନ୍ନ ବିଭାଗର ପରୀକ୍ଷାମୂଳକ ପ୍ରଦର୍ଶନ କରି ପ୍ରଧାନମନ୍ତ୍ରୀଙ୍କୁ ଦେଖା ଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ଏକ ଦୃଶ୍ୟଶ୍ରାବ୍ୟ ପରୀକ୍ଷାମୂଳକ ପ୍ରଦର୍ଶନ ଜରିଆରେ ମଧ୍ୟ ବିଭିନ୍ନ ବିଷୟ ଅବଗତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମଧ୍ୟ ଏଥିରେ ଉପସ୍ଥିତ ଥିଲେ ।