ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 03rd, 01:29 pm

ଏହି ସତର୍କତା ସପ୍ତାହ ସର୍ଦ୍ଦାର ସାହେବଙ୍କ ଜନ୍ମ ଜୟନ୍ତୀରୁ ଆରମ୍ଭ ହୋଇଛି। ସର୍ଦ୍ଦାର ସାହେବଙ୍କ ସମ୍ପୂର୍ଣ୍ଣ ଜୀବନ ସଚ୍ଚୋଟତା, ପାରଦର୍ଶିତା ଏବଂ ଏଥିରୁ ପ୍ରେରିତ ସର୍ବସାଧାରଣ ସେବାର ନିର୍ମାଣ ପାଇଁ ସମର୍ପିତ ରହିଛି। ଏବଂ ଏହି କମିଟମେଣ୍ଟ ସହିତ ଆପଣ ସତର୍କତା କୁ ନେଇ ଜାଗୃତିର ଏହି ଅଭିଯାନ ଚଲାଇଛି। ଚଳିତ ଥର ଆପଣ ସମସ୍ତ ‘ବିକଶିତ ଭାରତ ପାଇଁ ଦୁର୍ନୀତି ମୁକ୍ତ ଭାରତ’, ଏହି ସଙ୍କଳ୍ପ ସିହତ ସତର୍କତା ସପ୍ତାହ ପାଳନ କରୁଛନ୍ତି। ଏହି ସଙ୍କଳ୍ପ ଆଜିର ସମୟର ଆବଶ୍ୟକତା ଅଟେ, ପ୍ରାସଙ୍ଗିକ ଅଟେ ଏବଂ ଦେଶବାସୀଙ୍କ ପାଇଁ ସେହିପରି ମହତ୍ତ୍ବପୂର୍ଣ୍ଣ ଅଟେ।

PM addresses programme marking Vigilance Awareness Week in New Delhi

November 03rd, 01:18 pm

PM Modi addressed the programme marking Vigilance Awareness Week of Central Vigilance Commission. The Prime Minister stressed the need to bring in common citizens in the work of keeping a vigil over corruption. No matter how powerful the corrupt may be, they should not be saved under any circumstances, he said.

ନଭେମ୍ବର ୩ ତାରିଖରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

November 02nd, 04:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩ ତାରିଖ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଙ୍କ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।

PM’s inaugural address at the National Conference on Vigilance and Anti-Corruption

October 27th, 05:06 pm

PM Narendra Modi inaugurated national conference on Vigilance and Anti-corruption today. Addressing the event, PM Modi said, It is imperative for development that our administrative processes are transparent, responsible, accountable and answerable to the people. Corruption is the biggest enemies of all these processes. Corruption hurts development and disrupts social balance.

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସତର୍କତା ଓ ଦୁର୍ନୀତି ନିବାରଣ ଉପରେ ଜାତୀୟ ସମ୍ମିଳନୀ ଉଦଘାଟିତ

October 27th, 04:25 pm

ପ୍ରଧାନମନ୍ତ୍ରୀ ଆଜି ‘ସତର୍କ ଭାରତ, ସମୃଦ୍ଧ ଭାରତ’ ବିଷୟବସ୍ତୁ ଉପରେ ସତର୍କତା ଓ ଦୁର୍ନୀତି ନିବାରଣ ଉପରେ ଏକ ଜାତୀୟ ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ପକ୍ଷରୁ ଆୟୋଜନ କରାଯାଇଛି, ଯାହାର ଉଦ୍ଦେଶ୍ୟ ଦୁର୍ନୀତି ନିବାରଣ ପ୍ରସଙ୍ଗ ଉପରେ ଆଲୋକପାତ କରିବା ସହିତ ଜନ ଭାଗିଦାରୀ ଜରିଆରେ ସାର୍ବଜନୀନ ଜୀବନରେ ସଚ୍ଚୋଟତା ଓ ବିଶ୍ୱସନୀୟତାର ପ୍ରୋତ୍ସାହନ ଲାଗି ଭାରତର ସଂକଳ୍ପକୁ ଦୋହରାଇବା ତଥା ଏ ଦିଗରେ ଜନସଚେତନତା ସୃଷ୍ଟି କରିବା।

PM attends Valedictory Function of Vigilance Awareness Week

November 07th, 06:28 pm

PM Narendra Modi attended the Valedictory Function of Vigilance Awareness Week 2016. He said technology has a major role to play in bringing in transparency, and curbing corruption. The Prime Minister said that the State has to be policy driven. He said things cannot depend on the whims and fancies of inpiduals.