ଦିଲ୍ଲୀରେ ବିଜୟାଦଶମୀ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 12th, 07:58 pm
ଦିଲ୍ଲୀରେ ଆଜି ଅନୁଷ୍ଠିତ ବିଜୟାଦଶମୀ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।We should take a pledge to end evils, discrimination in society: PM Modi in Dwarka, Delhi
October 24th, 06:32 pm
PM Modi attended Ram Leela at Dwarka in Delhi and saw Ravan Dahan. Addressing on the occasion, the Prime Minister said that Vijaydashimi is a festival of victory of justice over injustice, of humility over arrogance and patience over anger. He said this is also a day of renewing pledges.ଦିଲ୍ଲୀର ଦ୍ୱାରକା ଠାରେ ବିଜୟା ଦଶମୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 24th, 06:31 pm
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଜୟା ଦଶମୀ ହେଉଛି ଅନ୍ୟାୟ ଉପରେ ନ୍ୟାୟ, ଅହଂକାର ଉପରେ ନମ୍ରତା ଏବଂ କ୍ରୋଧ ଉପରେ ଧୈର୍ଯ୍ୟର ବିଜୟର ପର୍ବ । ଏହା ମଧ୍ୟ ପ୍ରତିଶ୍ରୁତି ନବୀକରଣର ଦିନ ବୋଲି ସେ କହିଛନ୍ତି ।ସମସ୍ତଙ୍କୁ ବିଜୟା ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 24th, 08:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଜୟା ଦଶମୀ ର ପବିତ୍ର ଅବସରରେ ସମଗ୍ର ଦେଶବାସୀ ଓ ତାଙ୍କର ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି ପବିତ୍ର ପର୍ବ ନକାରାତ୍ମକ ଶକ୍ତିର ଅନ୍ତ ଏବଂ ଜୀବନରେ ଭଲକୁ ଗ୍ରହଣ କରିବାର ବାର୍ତ୍ତା ପ୍ରଦାନ କରିଥାଏ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
April 30th, 11:31 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ହେଉଛି ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ । ମୋତେ ଆପଣମାନଙ୍କର ହଜାର ହଜାର ଚିଠି ମିଳିଛି, ଲକ୍ଷ ଲକ୍ଷ ବାର୍ତ୍ତା ମିଳିଛି ଆଉ ମୁଁ ଚେଷ୍ଟା କରିଛି ଅଧିକରୁ ଅଧିକ ଚିଠି ପଢ଼ିବାକୁ, ଦେଖିବାକୁ ଆଉ ବାର୍ତ୍ତା ଗୁଡ଼ିକୁ ବୁଝିବାକୁ । ଆପଣମାନଙ୍କ ଚିଠି ପଢ଼ୁ ପଢ଼ୁ ଅନେକଥର ମୁଁ ଭାବବିହ୍ୱଳ ହୋଇପଡ଼ିଛି, ମନ ଭାବାବେଗରେ ଭରିଯାଇଛି, ଭାବନାର ସ୍ରୋତରେ ବହିଯାଇଛି ଆଉ ପୁଣି ନିଜକୁ ସମ୍ଭାଳିଛି । ଆପଣମାନେ ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ ପାଇଁ ମୋତେ ଅଭିନନ୍ଦନ ଜଣାଇଛନ୍ତି କିନ୍ତୁ ଆନ୍ତରିକତାର ସହ କହୁଛି ଯେ, ପ୍ରକୃତରେ ଅଭିନନ୍ଦନର ପାତ୍ର ହେଉଛନ୍ତି ଆପଣ ସମସ୍ତ ‘ମନ୍ କି ବାତ୍’ର ଶ୍ରୋତାଗଣ, ଆମର ଦେଶବାସୀଗଣ । ‘ମନ୍ କି ବାତ୍’ ହେଉଛି କୋଟି କୋଟି ଭାରତୀୟମାନଙ୍କ ମନର କଥା, ସେମାନଙ୍କ ଭାବନାର ପରିପ୍ରକାଶ ।ହିମାଚଳ ପ୍ରଦେଶର ବିଳାସପୁର ଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 05th, 01:23 pm
ହିମାଚଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ହିମାଚଳର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଜୟରାମ ଠାକୁର ଜୀ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଁ ସମସ୍ତଙ୍କ ମାର୍ଗଦର୍ଶକ ଏବଂ ଏହି ଧରିତ୍ରୀର ସନ୍ତାନ, ଶ୍ରୀମାନ ଜେପି ନଡ୍ଡା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଏବଂ ଆମର ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀ, ହିମାଚଳ ଭାଜପାର ଅଧ୍ୟକ୍ଷ ଏବଂ ସଂସଦରେ ମୋର ସହଯୋଗୀ ସୁରେଶ କଶ୍ୟପ ଜୀ, ସଂସଦରେ ମୋର ସାଥି କିଶନ କପୁର ଜୀ, ଭଉଣୀ ଇନ୍ଦୁ ଗୋସ୍ୱାମୀ ଜୀ, ଡକ୍ଟର ସିକନ୍ଦର କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ମୋତେ ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ, ସମ୍ପୂର୍ଣ୍ଣ ଦେଶବାସୀଙ୍କୁ ବିଜୟା ଦଶମୀ ଅବସରରେ ବହୁତ ବହୁତ ଶୁଭକାମନା ।PM Modi launches development initiatives at Bilaspur, Himachal Pradesh
October 05th, 01:22 pm
PM Modi launched various development projects pertaining to healthcare infrastructure, education and roadways in Himachal Pradesh's Bilaspur. Remarking on the developments that have happened over the past years in Himachal Pradesh, the PM said it is the vote of the people which are solely responsible for all the developments.ବିଜୟ ଦଶମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 05th, 09:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଜୟ ଦଶମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ଏହା ମଧ୍ୟ ଆଶା କରିଛନ୍ତି ଯେ ଏହି ଶୁଭ ଉତ୍ସବ ସମସ୍ତଙ୍କ ଜୀବନରେ ସାହସ, ସଂଯମତା ଏବଂ ସକରାତ୍ମକ ଶକ୍ତି ଆଣିଦେଉ ।ସୁରଟରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ପ୍ରଥମ ପର୍ଯ୍ୟାୟ ଛାତ୍ରାବାସର ଭୂମି ପୂଜନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 15th, 11:07 am
କାର୍ଯ୍ୟକ୍ରମରେ ଉପସ୍ଥିତ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର ସରକାରରେ ମୋର ସହଯୋଗୀ ଶ୍ରୀ ମନସୁଖ ମାଣ୍ଡବ୍ୟ, ଶ୍ରୀ ପୁରୁଷୋତମ ଭାଇ ରୁପାଲା, ଦର୍ଶନା ବେନ୍, ଲୋକସଭାରେ ମୋର ସାଂସଦ ସାଥୀ ଏବଂ ଗୁଜରାଟ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀ ସି. ଆର୍. ପାଟିଲ ମହୋଦୟ, ସୌରାଷ୍ଟ୍ର ପଟେଲ ସେବା ସମାଜର ଅଧ୍ୟକ୍ଷ ଶ୍ରୀ କାନ୍ଜୀ ଭାଇ, ସେବା ସମାଜର ସମସ୍ତ ସମ୍ମାନିତ ସଦସ୍ୟଗଣ ଏବଂ ବହୁ ସଂଖ୍ୟାରେ ଉପସ୍ଥିତ ମୋର ଭାଇ ଓ ଭଉଣୀମାନେ! \'ସୌରାଷ୍ଟ୍ର ପଟେଲ ସେବା ସମାଜ\' ଦ୍ୱାରା ଆଜି ବିଜୟା ଦଶମୀ ଅବସରରେ ଏକ ପବିତ୍ର କାର୍ଯ୍ୟର ଶୁଭାରମ୍ଭ କରାଯାଉଛି । ମୁଁ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ଦେଶକୁ ବିଜୟା ଦଶମୀର ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି ।ସୁରତରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ହଷ୍ଟେଲ ଫେଜ-୧ର ଭୂମିପୂଜନ ସମାରୋହରେ ଭାଗ ନେଲେ ପ୍ରଧାନମନ୍ତ୍ରୀ
October 15th, 11:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସୁରତରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ହଷ୍ଟେଲ ଫେଜ-୧ର ଭୂମିପୂଜନ ସମାରୋହରେ ଭାଗ ନେଇଥିଲେ ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୧୫ ତାରିଖରେ ଦେଶର ସାତଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶକୁ ଉତ୍ସର୍ଗ କରିବା ଅବସରରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧନ କରିବେ
October 14th, 05:47 pm
ବିଜୟାଦଶମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ତାରିଖ ଅପରାହ୍ନ ପ୍ରାୟ ୧୨ଟା ୧୦ ମିନିଟ୍ ସମୟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ପ୍ରଦାନ କରିବେ, ଯାହା ସାତୋଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶକୁ ଉତ୍ସର୍ଗ କରିବ ।ବିଜୟା ଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 08th, 10:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଜୟା ଦଶମୀ ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଲାଲକିଲ୍ଲା ମୈଦାନରେ ଦଶହରା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
October 19th, 06:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର 15 ଅଗଷ୍ଟ ପାର୍କସ୍ଥିତ ଲାଲକିଲ୍ଲା ମୈଦାନରେ ଆଜି ଅନୁଷ୍ଠିତ ଦଶହରା ସମାରୋହରେ ଯୋଗ ଦେଇଛନ୍ତି ।ବିଜୟା ଦଶମୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 19th, 09:12 am
ବିଜୟା ଦଶମୀର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । “ବିଜୟା ଦଶମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।” “ସମସ୍ତଙ୍କୁ ବିଜୟା ଦଶମୀର ଅଭିନନ୍ଦନ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।Highlights of PM's address on Vijaya Dashmi
September 30th, 05:45 pm
PM Narendra Modi today attended Dussehra celebrations in New Delhi. In a brief address, the PM spoke about relevance of Vijaya Dashmi. He urged people to imbibe the values of Vijaya Dashmi and work towards realising the vision of a New India by 2022.ବିଜୟା ଦଶମୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 30th, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବିଜୟା ଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର 12 ଅକ୍ଟୋବର
October 12th, 07:35 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁVijaya Dashami is the festival of victory of truth over falsehood: PM Modi
October 11th, 09:46 pm
PM Narendra Modi on Tuesday spoke at the Ramlila at Aishbagh in Lucknow on Dussehra. In his speech Modi said, “When we burn Ravana, we should remember that humanity can’t be saved lest we fight terrorism together.” Shri Modi also said, “Women need to be respected and treated right, no matter what religion or one comes from.”ଲକ୍ଷ୍ନୌ ଦଶହରା ମହୋତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 11th, 09:45 pm
PM Narendra Modi attended Vijaya Dashami celebrations in Aishbagh, Lucknow. Addressing a gathering the PM said that this festival was about victory of good over evil. Shri Modi said that in today’s time the biggest threat to humanity was terrorism. He added that entire world and the believers in humanity have to stand in unison to defeat terrorism. The PM exhorted the countrymen not to discriminate girl child.ସୋସିଆଲ ମିଡିଆ କର୍ଣ୍ଣର 11 ଅକ୍ଟୋବର
October 11th, 09:38 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ