BJP’s Sankalp Patra is a resolution letter for the development of the country: PM Modi in Alathur
April 15th, 11:30 am
Ahead of the Lok Sabha Elections, 2024, PM Modi was garnered with love and admiration at a public rally in Alathur town of Thrissur, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.PM Modi addresses enthusiastic crowds at public meetings in Alathur and Attingal, Kerala
April 15th, 11:00 am
Ahead of the Lok Sabha Elections, 2024, PM Modi was garnered with love and admiration at public rallies in Alathur & Attingal, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.ତିରୁଅନନ୍ତପୁରମ ଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଏବଂ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଅନୁବାଦ
April 25th, 11:50 am
କେରଳର ରାଜ୍ୟପାଳ ଶ୍ରୀ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ୍ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, କେରଳ ସରକାରଙ୍କ ମନ୍ତ୍ରୀଗଣ, ସ୍ଥାନୀୟ ସାଂସଦ ଶଶି ଥରୁର ଜୀ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର କେରଳର ପ୍ରିୟ ଭାଇ ଓ ଭଉଣୀମାନେ । କିଛି ଦିନ ପୂର୍ବରୁ ମାଲାୟାଲମ୍ ନୂଆ ବର୍ଷ ଆରମ୍ଭ ହୋଇଥିଲା । ଆପଣମାନେ ବିଷ୍ଣୁ ପର୍ବକୁ ବହୁତ ଉତ୍ସାହରେ ପାଳନ କରିଛନ୍ତି । ମୁଁ ପୁଣି ଥରେ ଆପଣ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ମୁଁ ବହୁତ ଖୁସି ଯେ ଉଲ୍ଲାସର ଏହି ପରିବେଶରେ ମୋତେ କେରଳର ବିକାଶ ଉତ୍ସବରେ ଯୋଗ ଦେବାର ସୁଯୋଗ ମିଳିଛି । ଆଜି କେରଳକୁ ଏହାର ପ୍ରଥମ ବନ୍ଦେ ଭାରତ ଟ୍ରେନ୍ ମିଳିଛି । ଆଜି କୋଚିକୁ ୱାଟର (ଜଳ) ମେଟ୍ରୋ ଉପହାର ଆକାରରେ ମିଳିଛି, ରେଳ ସହିତ ଜଡିତ ଅନେକ ପ୍ରକଳ୍ପ ମିଳିଛି । ସଂଯୋଗୀକରଣ ସହିତ ଆଜି କେରଳର ବିକାଶ ସହ ଯୋଡି ହୋଇଥିବା ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଉଦଘାଟନ ହୋଇଛି । ଏହି ସମସ୍ତ ବିକାଶମୂଳକ ପ୍ରକଳ୍ପ ପାଇଁ କେରଳବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କେରଳର ତିରୁବନ୍ତପୁରମ କେନ୍ଦ୍ରୀୟ ଷ୍ଟାଡିୟମରେ ୩୨୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
April 25th, 11:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁବନ୍ତପୁରମ ସ୍ଥିତ କେନ୍ଦ୍ରୀୟ ଷ୍ଟାଡିୟମଠାରେ ୩୨୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପ ଆଜି (୨୫.୪୨୦୨୩) ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ କୋଚି ୱାଟର ମେଟ୍ରୋର ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ , ତିରୁବନ୍ତପୁରମଠାରେ ବିଭିନ୍ନ ରେଳ ପ୍ରକଳ୍ପ ଓ ଡିଜିଟାଲ ବିଜ୍ଞାନ ଉଦ୍ୟାନ ଶିଳାନ୍ୟାସ ଅନ୍ତର୍ଭୁକ୍ତ । ପୂର୍ବରୁ ପ୍ରଧାନମନ୍ତ୍ରୀ ତିରୁବନ୍ତପୁରମ ଓ କାଶରଗଡ ମଧ୍ୟରେ କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଯାତ୍ରାରମ୍ଭ କରାଇଥିଲେ ।ବିଶୁର ସ୍ୱତନ୍ତ୍ର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 15th, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶୁର ସ୍ୱତନ୍ତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ବିଷୁ ଅବରସରେ ସ୍ୱାସ୍ଥ୍ୟ ଏବଂ ଖୁସି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ
April 15th, 09:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଷୁ ଅବସରରେ ସମସ୍ତଙ୍କୁ ବିଶେଷକରି ସମଗ୍ର ବିଶ୍ୱରେ ଥିବା ମାଲାୟାଲୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ବିଷୁ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 14th, 09:38 am
କେରଳ ଏବଂ ବିଶ୍ଵରେ ବସବାସ କରୁଥିବା ସମସ୍ତ ମାଲାୟାଲିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଷୁ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ଦେଶବ୍ୟାପୀ ବିଭିନ୍ନ ପର୍ବ-ପର୍ବାଣୀ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
April 14th, 10:27 am
ଦେଶବ୍ୟାପୀ ବିଭିନ୍ନ ପର୍ବ-ପର୍ବାଣୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM greets the people on various festivals being celebrated across India
April 12th, 07:21 pm