ଭାରତ ଏବଂ ମାଳଦ୍ୱୀପ: ବ୍ୟାପକ ଅର୍ଥନୈତିକ ଏବଂ ସାମୁଦ୍ରିକ ସୁରକ୍ଷା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ
October 07th, 02:39 pm
07.10.2024 : ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡ. ମହମ୍ମଦ ମୁଇଜୁ ୭ ଅକ୍ଟୋବର ୨୦୨୪ରେ ସାକ୍ଷାତ କରି ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗର ସମୀକ୍ଷା କରିଥିଲେ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗକୁ ବ୍ୟାପକ ଭାବେ ସମୀକ୍ଷା କରିଥିଲେ ଏବଂ ଉଭୟ ଦେଶର ଐତିହାସିକ ଘନିଷ୍ଠ ଏବଂ ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ହୋଇଥିବା ଅଗ୍ରଗତିକୁ ଉଲ୍ଲେଖ କରିଥିଲେ ଯାହା ଦୁଇ ଦେଶର ଜନସାଧାରଣଙ୍କ ଉନ୍ନତିରେ ଅତ୍ୟନ୍ତ ସହାୟକ ହୋଇଛି ।ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
June 22nd, 01:00 pm
ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କପ୍ରତିନିଧି ଦଳକୁ ମୁଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ପ୍ରାୟ ଗତ ଏକ ବର୍ଷ ମଧ୍ୟରେ ଆମେ ୧୦ ଥର ସାକ୍ଷାତ କରିଛୁ । କିନ୍ତୁ ଆଜିର ବୈଠକ ହେଉଛି ସ୍ୱତନ୍ତ୍ର । କାରଣ ଆମ ସରକାରର ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ପ୍ରଥମ ରାଷ୍ଟ୍ର ଅତିଥି ।କୋମୋରସ୍ ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଅଜାଲି ଆସୋମାନିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 29th, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋମୋରସ୍ ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଅଜାଲି ଆସୋମାନିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।