ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 19th, 06:33 pm

ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।

ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

January 19th, 06:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।

ମନ କି ବାତ ,ଡିସେମ୍ବର 2023

December 31st, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍‌’, ହେଉଛି ଆପଣମାନଙ୍କ ସହ ଭେଟିବାର ଗୋଟିଏ ଶୁଭ ଅବସର । ନିଜ ପରିବାରଜନଙ୍କ ସହିତ ସାକ୍ଷାତ ହେଲେ ତାହା କେତେ ସୁଖକର ହୋଇଥାଏ, କେତେ ସନ୍ତୋଷପ୍ରଦ ହୋଇଥାଏ, ‘ମନ୍ କି ବାତ୍‌’ ମାଧ୍ୟମରେ ଆପଣମାନଙ୍କୁ ଭେଟି ମୁଁ ଏହା ଅନୁଭବ କରିଆସିଛି । ଆଉ ଆଜି ଆମର ଏହି ମିଳିତ ଯାତ୍ରାର ଏହା ୧୦୮ତମ ଅଧ୍ୟାୟ । ଆମମାନଙ୍କ ପାଇଁ ୧୦୮ ସଂଖ୍ୟାର ଗୁରୁତ୍ୱ, ଏହାର ପବିତ୍ରତା ଗୋଟିଏ ଗହନ ଅଧ୍ୟୟନର ବିଷୟ । ଜପାମାଳିରେ ୧୦୮ଟି ମାଳି, ୧୦୮ ଥର ଜପ, ୧୦୮ଟି ଦିବ୍ୟ କ୍ଷେତ୍ର, ମନ୍ଦିରମାନଙ୍କରେ ୧୦୮ଟି ପାହାଚ, ୧୦୮ ଘଣ୍ଟି, ୧୦୮ ସଂଖ୍ୟାଟି ଅସୀମ ବିଶ୍ୱାସ ସହ ଜଡ଼ିତ । ସେଥିପାଇଁ ‘ମନ୍ କି ବାତ୍‌’ର ୧୦୮ତମ ଅଧ୍ୟାୟ ମୋ ପାଇଁ ବିଶେଷ ଗୁରତ୍ୱପୂର୍ଣ୍ଣ ହୋଇପଡ଼ିଛି । ଏହି ୧୦୮ଟି ଅଧ୍ୟାୟରେ ଆମେ ଜନସହଭାଗୀତାର କେତେ ଉଦାହରଣ ଦେଖିଲୁ, ସେମାନଙ୍କ ଠାରୁ ପ୍ରେରଣା ଲାଭ କଲୁ । ଏହି ସୋପାନରେ ପହଂଚିବା ପରେ ଆମକୁ ନୂଆକରି, ନୂତନ ଶକ୍ତି ସହିତ ଏବଂ ଦ୍ରୁତ ଗତିରେ ଆଗକୁ ବଢ଼ିବା ପାଇଁ ସଂକଳ୍ପ ନେବାକୁ ହେବ । ଏହା ମଧ୍ୟ ଗୋଟିଏ ସୁଖକର ସଂଯୋଗ ଯେ, ଆସନ୍ତା କାଲିର ସୂର୍ଯ୍ୟୋଦୟ ୨୦୨୪ର ପ୍ରଥମ ସୂର୍ଯ୍ୟୋଦୟ ହେବ । ଆମ୍ଭେମାନେ ୨୦୨୪ରେ ପ୍ରବେଶ କରିସାରିଥିବା । ଆପଣ ସମସ୍ତଙ୍କୁ ୨୦୨୪ ପାଇଁ ଅନେକ ଅନେକ ଶୁଭକାମନା ।

ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 23rd, 07:00 pm

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!

ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

November 23rd, 06:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ସନ୍ଥ ମୀରା ବାଇଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ସେ ଏକ ପ୍ରଦର୍ଶନୀରେ ବୁଲିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଛନ୍ତି। ଏହି ଅବସରରେ ସନ୍ଥ ମୀରାବାଇଙ୍କ ସ୍ମୃତିରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।

ବିଶ୍ଵ ରାପିଡ ଚେସ ଚାମ୍ପିୟନସିପ ବିଜେତା ବିଶ୍ଵନାଥନ ଆନନ୍ଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 29th, 06:10 pm

ବିଶ୍ଵ ରାପିଡ ଚେସ ଚାମ୍ପିୟନସିପ ବିଜେତା ବିଶ୍ୱନାଥନ ଆନନ୍ଦଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

Set your targets and pursue them with a tension free mind: PM Modi to students during Mann Ki Baat

February 28th, 11:40 am



The Prime Minister, Shri Narendra Modi, has wished Shri Viswanathan Anand ahead of the World Chess Championship in Sochi.

November 06th, 11:24 am

The Prime Minister, Shri Narendra Modi, has wished Shri Viswanathan Anand ahead of the World Chess Championship in Sochi.

A true Grandmaster & pride of India! Congratulations to Viswanathan Anand

May 30th, 05:30 pm

A true Grandmaster & pride of India! Congratulations to Viswanathan Anand