ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ୨ଠ୪୭ ଭଏସ୍ ଅଫ୍ ୟୁଥ୍ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 10:35 am
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଧର୍ମେନ୍ଦ୍ର ପ୍ରଧାନଜୀ, ଦେଶର ବିଭିନ୍ନ ସ୍ଥାନରୁ ଆମ ସହିତ ଯୋଡ଼ି ହୋଇଥିବା ରାଜ୍ୟପାଳ ମହୋଦୟ, ଶିକ୍ଷା କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିବିଶେଷ, ମହିଳା ଓ ଭଦ୍ରଲୋକମାନେ!‘ବିକଶିତ ଭାରତ@୨୦୪୭: ଯୁବବର୍ଗଙ୍କ ସ୍ୱର’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
December 11th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ @୨୦୪୭: ଭଏସ୍ ଅଫ୍ ୟୁଥ୍ (ଯୁବବର୍ଗଙ୍କ ସ୍ୱର’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶର ବିଭିନ୍ନ ରାଜଭବନରେ ଆୟୋଜିତ କର୍ମଶାଳାରେ ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷାନୁଷ୍ଠାନ ମୁଖ୍ୟ ଏବଂ ଅଧ୍ୟାପକମାନଙ୍କୁ ସମ୍ବୋଧିତ କରିଥିଲେ।ଡିସେମ୍ବର ୧୧ରେ 'ବିକଶିତ ଭାରତ@୨୦୪୭: ଭଏସ୍ ଅଫ୍ ୟୁଥ୍' ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
December 10th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୧, ୨୦୨୩ ପୂର୍ବାହ୍ନ ସାଢ଼େ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ 'ବିକଶିତ ଭାରତ @୨୦୪୭: ଭଏସ୍ ଅଫ୍ ୟୁଥ୍' ର ଶୁଭାରମ୍ଭ କରିବେ । ସାରା ଦେଶର ରାଜଭବନ ମାନଙ୍କରେ ଆୟୋଜିତ କର୍ମଶାଳାରେ ପ୍ରଧାନମନ୍ତ୍ରୀ ବିଶ୍ୱବିଦ୍ୟାଳୟର କୁଳପତି, ଅନୁଷ୍ଠାନ ମୁଖ୍ୟ ଏବଂ ଅଧ୍ୟାପକ ମାନଙ୍କୁ ସମ୍ବୋଧିତ କରିବେ, ଯାହା ଏହି ପଦକ୍ଷେପର ପ୍ରତୀକ ହେବ ।