Developing villages is the first step toward building a Viksit Bharat: PM Modi during Bavaliyali Dham programme

Developing villages is the first step toward building a Viksit Bharat: PM Modi during Bavaliyali Dham programme

March 20th, 04:35 pm

PM Modi delivered his remarks during Bavaliyali Dham programme related to the Bharwad Samaj of Gujarat via video message. He extended his heartfelt greetings to Mahant Shri Ram Bapu ji, the community leaders, and the devotees. PM highlighted his long-standing connection with the Bharwad community and Bavaliyali Dham, lauding the community's dedication to service. He emphasized the importance of preserving indigenous cattle breeds and highlighted the National Gokul Mission.

ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 20th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭରୱାଡ ସମାଜ ସହ ଜଡ଼ିତ ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ମହନ୍ତ ଶ୍ରୀ ରାମ ବାପୁ ଜୀ, ସମ୍ପ୍ରଦାୟର ମୁଖ୍ୟମାନଙ୍କୁ ଏବଂ ଉପସ୍ଥିତ ହଜାର ହଜାର ଭକ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ। ସେ ଭରୱାଡ ସମ୍ପ୍ରଦାୟର ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଶ୍ରଦ୍ଧେୟ ସନ୍ଥ ଏବଂ ମହନ୍ତମାନଙ୍କୁ ସମ୍ମାନପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ବକ୍ତବ୍ୟ ଆରମ୍ଭ କରିଥିଲେ। ଐତିହାସିକ ମହାକୁମ୍ଭ ସହିତ ଜଡ଼ିତ ଅପାର ଆନନ୍ଦ ଏବଂ ଗର୍ବ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ଏହି ପବିତ୍ର କାର୍ଯ୍ୟକ୍ରମ ସମୟରେ ମହନ୍ତ ଶ୍ରୀ ରାମ ବାପୁ ଜୀଙ୍କୁ ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯିବାର ଗୁରୁତ୍ୱପୂର୍ଣ୍ଣ ଅବସରରେ ମନ୍ତବ୍ୟ ଦେଇ ଏହାକୁ ଏକ ସ୍ମାରକୀ ସଫଳତା ଏବଂ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ସମୟ ବୋଲି କହିଛନ୍ତି। ସେ ମହନ୍ତ ଶ୍ରୀ ରାମ ବାପୁ ଜୀ ଏବଂ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କ ଅବଦାନ ଏବଂ ସଫଳତାକୁ ପାଳନ କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ।

ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 08th, 01:00 pm

ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,

ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 08th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 23rd, 07:00 pm

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!

ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

November 23rd, 06:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ସନ୍ଥ ମୀରା ବାଇଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ସେ ଏକ ପ୍ରଦର୍ଶନୀରେ ବୁଲିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଛନ୍ତି। ଏହି ଅବସରରେ ସନ୍ଥ ମୀରାବାଇଙ୍କ ସ୍ମୃତିରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।

ପିଲାମାନଙ୍କ ସହ ରକ୍ଷାବନ୍ଧନ ପାଳନ କଲେ ପ୍ରଧାନମନ୍ତ୍ରୀ

August 30th, 04:39 pm

ପିଲାମାନେ ପ୍ରଧାନମନ୍ତ୍ରୀଙ୍କୁ ରାଖୀ ବାନ୍ଧି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ପିଲାମାନେ ଚନ୍ଦ୍ରଯାନ-୩ ମିଶନର ସାମ୍ପ୍ରତିକ ସଫଳତା ଉପରେ ସେମାନଙ୍କର ସକାରାତ୍ମକ ଭାବନା ସେୟାର କରିଥିଲେ ଏବଂ ଆଗାମୀ ଆଦିତ୍ୟ ଏଲ୍ -୧ ମିଶନ କୁ ନେଇ ଉତ୍ସାହ ପ୍ରକାଶ କରିଥିଲେ ।

ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ

November 28th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍‌’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍‌, ମାଇ ଗଭ୍‌ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍‌’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।

କେଦାରନାଥରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

November 05th, 10:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେଦାରନାଥ ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଅନେକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ସମାଧି ଉଦଘାଟନ କରିବା ସହିତ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ । ଜାରି ରହିଥିବା ଭିତ୍ତିଭୂମି କାର୍ଯ୍ୟଗୁଡ଼ିକର ସମୀକ୍ଷା ଏବଂ ଯାଞ୍ଚ ମଧ୍ୟ ସେ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ କେଦାରନାଥ ମନ୍ଦିରରେ ପ୍ରାର୍ଥନା କରିଥିଲେ । କେଦାରନାଥ ଧାମ ସହିତ ୧୨ ଜ୍ୟୋର୍ତିଲିଙ୍ଗ ଏବଂ ୪ ଧାମ ଓ ସମଗ୍ର ବିଶ୍ୱର ଅନେକ ସ୍ଥାନରେ ଏକକାଳୀନ ପ୍ରାର୍ଥନା କରାଯାଇଥିଲା ଏବଂ ସମସ୍ତ କାର୍ଯ୍ୟକ୍ରମ କେଦାରନାଥ ଧାମର ମୁଖ୍ୟ କାର୍ଯ୍ୟକ୍ରମ ସହିତ ଯୋଡି ହୋଇଥିଲା ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ।

September 14th, 12:01 pm

ଉତର ପ୍ରଦେଶର ରାଜ୍ୟପାଳ ଶ୍ରୀମତି ଆନନ୍ଦି ବେନ୍ ପଟେଲ ଜୀ, ଉତର ପ୍ରଦେଶର ଯଶସ୍ୱୀ ଏବଂ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଜୀ, ଉତର ପ୍ରଦେଶ ସରକାରର ମନ୍ତ୍ରୀଗଣ, ଅନ୍ୟାନ୍ୟ ସାଂସଦଗଣ, ବିଧାୟକଗଣ ଏବଂ ଅଲିଗଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ପ୍ରଧାନମନ୍ତ୍ରୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

September 14th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ପକାଇଛନ୍ତି । ସେ ଉତ୍ତରପ୍ରଦେଶ ପ୍ରତିରକ୍ଷା ଶିଳ୍ପ କରିଡରର ଆଲିଗଡ ନୋଡର ପ୍ରଦର୍ଶନୀ ମଡେଲ ଏବଂ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।

ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

August 29th, 11:30 am

ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |

Through the Swachh Bharat Abhiyan, we are ensuring cleaner and healthier environment for our children: PM Modi

February 11th, 12:45 pm

PM Modi took part in the 3 billionth meal of Akshaya Patra mid-day meal programme in Vrindavan today where he served food to children. Addressing a gathering at the event, PM Modi spoke at length about Centre's flagship initiatives like Mission Indradhanush and National Nutrition Mission. Stressing on cleanliness, the PM said, Swachhata is an important aspect of any child's health. Through the Swachh Bharat Abhiyan, we are ensuring cleaner and healthier environment fo rour children.

ବୃନ୍ଦାବନରେ 300ତମ ଖାଦ୍ୟଥାଳି ପରଷିଲେ ପ୍ରଧାନମନ୍ତ୍ରୀ

February 11th, 12:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବୃନ୍ଦାବନ ଗସ୍ତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ବୃନ୍ଦାବନର ଚନ୍ଦ୍ରୋଦୟ ମନ୍ଦିର ପରିସରରେ ଅକ୍ଷୟ ପାତ୍ର ଫାଉଣ୍ଡେସନର 300 କୋଟିତମ ଖାଦ୍ୟପାତ୍ରର ଏକ ଫଳକ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଦୁସ୍ଥ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଉଥିବା 300 କୋଟିତମ ଖାଦ୍ୟଥାଳି ପରିବେଷଣ କରିଛନ୍ତି । ଇସ୍କନ ଅନୁଷ୍ଠାନ ପରିସରରେ ଶ୍ରୀଲ ପ୍ରଭୁପାଦଙ୍କ ବିଗ୍ରହରେ ପ୍ରଧାନମନ୍ତ୍ରୀ ଏହି ଅବସରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।

ପ୍ରଧାନମନ୍ତ୍ରୀ ଆସନ୍ତାକାଲି ବୃନ୍ଦାବନରେ ପିଲାମାନଙ୍କୁ 3ଶହ କୋଟିତମ ଭୋଜନ ପ୍ରଦାନ କରିବେ

February 10th, 12:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଫେବୃଆରୀ 11, 2019 ତାରିଖରେ ଉତ୍ତରପ୍ରଦେଶର ବୃନ୍ଦାବନ ଗସ୍ତ କରିବେ ।