Mission of cleanliness is not a one day ritual but a lifelong ritual: PM Modi
October 02nd, 10:15 am
PM Modi commemorated the 10th anniversary of the Swachh Bharat Mission at Vigyan Bhawan, New Delhi. He launched sanitation projects worth over Rs 9,600 crore and emphasized the movement's significance as a public initiative involving millions of citizens. Highlighting collective efforts and community contributions, PM Modi celebrated the mission as a historic achievement that showcases India's commitment to cleanliness and environmental sustainability. The theme for this year’s campaign is “Swabhav Swachhata, Sanskaar Swachhata.”ସ୍ୱଚ୍ଛ ଭାରତ ଦିବସ ୨୦୨୪ରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 02nd, 10:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଅକ୍ଟୋବର ୨ ତାରିଖ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଶ୍ରୀ ମୋଦୀ ଅମୃତ ଏବଂ ଅମୃତ ୨.୦, ଜାତୀୟ ସ୍ୱଚ୍ଛ ଗଙ୍ଗା ମିଶନ ଏବଂ ଗୋବର ଧନ ଯୋଜନା ସମେତ ୯୬୦୦ କୋଟି ରୁ ଅଧିକ ଟଙ୍କାର ଅନେକ ପରିମଳ ଏବଂ ସ୍ୱଚ୍ଛତା ପ୍ରକଳ୍ପର ଶୁଭାରମ୍ଭ ଏବଂ ଶିଳାନ୍ୟାସ କରିଛନ୍ତି । ସ୍ୱଚ୍ଛତା ହିଁ ସେବା ୨୦୨୪ର ଥିମ୍ ହେଉଛି 'ସ୍ୱଭାବ ସ୍ୱଚ୍ଛତା, ସଂସ୍କାର ସ୍ୱଚ୍ଛତା'।ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୦ରେ ପାନିପତ ଠାରେ ୨ଜି ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
August 08th, 05:58 pm
ବିଶ୍ୱ ଜୈବ ଇନ୍ଧନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାନିପତ, ହରିଆନା ଠାରେ ଅଗଷ୍ଟ ୧୦, ୨୦୨୨ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଦ୍ୱିତୀୟ ପୀଢିର (୨ଜି) ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।Our youth should be skilled, confident and practical, NEP is preparing the ground for this: PM Modi
July 07th, 02:46 pm
PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.PM inaugurates Akhil Bhartiya Shiksha Samagam on implementation of NEP
July 07th, 02:45 pm
PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.India's role in climate change is negligible: PM Modi at 'Save Soil Movement' programme
June 05th, 02:47 pm
PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.PM Addresses 'Save Soil' Programme Organised by Isha Foundation
June 05th, 11:00 am
PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.ମହାରାଷ୍ଟ୍ରର ପୁନେ ଠାରେ ବହୁବିଧ ବିକାଶମୂଳକ ପ୍ରକଳ୍ପର ଭିତିପ୍ରସ୍ତର/ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନର ମୂଳ ପାଠ୍ୟ
March 06th, 12:01 pm
ଛତ୍ରପତି ଶିବାଜୀ ମହାରାଜ, ମାହାତ୍ମା ଜ୍ୟୋତିବା ଫୁଲେ, ସାବିତ୍ରୀ ବାଇ ଫୁଲେ, ମହର୍ଷି କାର୍ବେ ଯାନଚାଶ ଆଶା, ଅନେକ ପ୍ରତିଭାଶାଳୀ ସାହିତ୍ୟିକ କଳାକାର, ସମାଜସେବୀ, ୟାଂଚ୍ୟା ବାସ୍ତବ୍ୟାନେ ପବିତ୍ର ଝାଲେଲ୍ୟା ପୁଣ୍ୟନଗରୀତିଳ ମାଝା ବନ୍ଧୁ – ଭଗିନୀ ଗଣ, ନମସ୍କାର!ପ୍ରଧାନମନ୍ତ୍ରୀ ପୁଣେ ଗସ୍ତ କରିବା ସହିତ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିଛନ୍ତି ପୁଣେ ମହାନଗର ନିଗମ ପରିସରରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି
March 06th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଣେ ଠାରେ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିଛନ୍ତି ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ପୁଣେରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିଆରି, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର, କେନ୍ଦ୍ର ମନ୍ତ୍ରୀ ଶ୍ରୀ ରାମଦାସ ଅଠୱାଲେ, ସଂସଦ ସଦ୍ୟ, ଶ୍ରୀ ପ୍ରକାଶ ଜାଭଡେକର ଆଦି ଉପସ୍ଥିତ ଥିଲେ ।ଗୁଜରାଟରେ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 13th, 11:01 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ନିତୀନ ଗଡ଼କରୀ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୁପାଣୀ ମହାଶୟ, ଅଟୋ ଉଦ୍ୟୋଗ ସହିତ ଜଡିତ ସମସ୍ତ ହିତଧାରକ, ସମସ୍ତ ଓଇଏମ ଆସୋସିଏସନ, ମେଟଲ ଏବଂ ସ୍କ୍ରାପିଂ ଉଦ୍ୟାଗର ସମସ୍ତ ସଦସ୍ୟ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ପ୍ରଧାନମନ୍ତ୍ରୀ ଗୁଜୁରାଟରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି
August 13th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଅଟୋମୋବାଇଲ ସ୍କ୍ରାପିଂ ନୀତିର ଶୁଭାରମ୍ଭ ଅବସରରେ କହିଛନ୍ତି ଯେ, ଏହି ନୀତି ଅଟୋମୋବାଇଲ କ୍ଷେତ୍ର ଏବଂ ନୂତନ ଭାରତର ଗତିଶୀଳତାକୁ ଏକ ନୂତନ ପରିଚୟ ଦେବାକୁ ଯାଉଛି । ସେ କହିଛନ୍ତି, ଗତିଶୀଳତାରେ ଆଧୁନିକତା କେବଳ ଭ୍ରମଣ ଏବଂ ପରିବହନର ବୋଝକୁ ହ୍ରାସ କରେ ନାହିଁ, ବରଂ ଅର୍ଥନୈତିକ ବିକାଶ ପାଇଁ ମଧ୍ୟ ସହାୟକ ବୋଲି ପ୍ରମାଣିତ ହୁଏ । ଏକବିଂଶ ଶତାବ୍ଦୀର ଭାରତ ସ୍ୱଚ୍ଛ, ଭିଡ଼ ମୁକ୍ତ ଏବଂ ସୁବିଧାଜନକ ଗତିଶୀଳତା ପାଇଁ ଲକ୍ଷ୍ୟ ହେଉଛି ସମୟର ଆବଶ୍ୟକତା।ଭାରତର ବିକାଶ ଯାତ୍ରାରେ ବାହାନ ସ୍କ୍ରାପିଂ ନୀତି ଆରମ୍ଭ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ: ପ୍ରଧାନମନ୍ତ୍ରୀ
August 13th, 10:22 am
ଭାରତର ବିକାଶ ଯାତ୍ରାରେ ଆଜି ଆରମ୍ଭ ହୋଇଥିବା ବାହାନ ସ୍କ୍ରାପିଂ ନୀତି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।ଅଗଷ୍ଟ ୧୩ରେ ଗୁଜୁରାଟ ଠାରେ ନିବେଶକଙ୍କ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 11th, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୩, ୨୦୨୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜୁରାଟରେ ଆୟୋଜିତ ନିବେଶକ ଶିଖର ସମ୍ମିଳନୀରେ ଉଦବୋଧନ ଦେବେ । ସ୍ୱେଚ୍ଛାକୃତ ବାହାନଭେଳା ଆଧୁନିକୀକରଣ କାର୍ଯ୍ୟକ୍ରମ ବା ବାହାନ ସ୍କ୍ରାପିଂ ନୀତି ଅନୁଯାୟୀ ବାହାନ ସ୍କ୍ରାପିଂ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ନିବେଶ ଆହ୍ୱାନ ପାଇଁ ଏହି ସମ୍ମିଳନୀର ଆୟୋଜନ ହୋଇଛି । ଏକୀକୃତ ସ୍କ୍ରାପିଂ ହବ ବିକାଶ ପାଇଁ ଅଲଙ୍ଗ ଠାରେ ଜାହାଜଭଙ୍ଗା ଉଦ୍ୟୋଗ ଦ୍ୱାରା ପ୍ରସ୍ତୁତ ସମନ୍ୱୟ ପ୍ରତି ମଧ୍ୟ ଧ୍ୟାନ ଆକର୍ଷଣ କରିବ ।ମୌଳିକ ସୁବିଧା ଯଥା ବାସଗୃହ, ବିଜୁଳି, ଜଳ, ଶୌଚାଗାର, ଗ୍ୟାସ, ସଡ଼କ, ହସପିଟାଲ ଏବଂ ବିଦ୍ୟାଳୟ ଭଳି ମୌଳିକ ସମସ୍ୟାର ସମାଧାନ ଦଶନ୍ଧି ଦଶନ୍ଧି ପୂର୍ବରୁ ହୋଇପାରିଥାନ୍ତା: ପ୍ରଧାନମନ୍ତ୍ରୀ
August 10th, 10:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତରପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା 2.0 ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସ୍ୱାସ୍ଥ୍ୟସେବା ଯୋଗାଣ, ସୁବିଧା ଏବଂ ଭଉଣୀମାନଙ୍କୁ ସଶକ୍ତ କରିବା ନିମନ୍ତେ ସରକାରଙ୍କ ପ୍ରତିବଦ୍ଧତା ଉଜ୍ଜ୍ୱଳା ଯୋଜନାରୁ ହିଁ ବେଶ୍ ସହଯୋଗ ଓ ପ୍ରୋତ୍ସାହନ ପାଇପାରିଛି । ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ, ଦେଶର 8 କୋଟି ଗରିବ, ଦଳିତ, ବଂଚିତ, ପଛୁଆବର୍ଗ ଓ ଆଦିବାସୀ ପରିବାରଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଯୋଗାଇ ଦିଆଯାଇଥିଲା ।ଉତ୍ତର ପ୍ରଦେଶରେ ଉଜ୍ଜ୍ୱଳା 2.0 (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 10th, 12:46 pm
ଏବେ ଆପଣମାନେ ମା’-ଭଉଣୀମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମୋତେ ମିଳିଛି। ଏବଂ ମୋ ପାଇଁ ଏହା ଖୁସିର ବିଷୟ ଯେ ରକ୍ଷାବନ୍ଧନର ପର୍ବ ଆଉ କିଛିଦିନ ପରେ ପଡ଼ିବ। ଏବେ ମୋତେ ଆଗୁଆ ମା’-ଭଉଣୀମାନଙ୍କୁ ଆଶୀର୍ବାଦ ମିଳିପାରିଛି। ଏଭଳି ସ୍ଥିତିରେ ଦେଶର କୋଟି କୋଟି ଗରିବ, ଦଳିତ, ବଞ୍ଚିତ, ପଛୁଆ, ଆଦିବାସୀ ପରିବାରର ଭଉଣୀମାନଙ୍କୁ ଆଜି ଆଉ ଏକ ଉପହାର ଦେବାର ସୁଯୋଗ ମିଳିଛି। ଆଜି ଉଜ୍ଜ୍ୱଳା ଯୋଜନାର ପରବର୍ତ୍ତୀ ପର୍ଯ୍ୟାୟରେ ଅନେକ ଭଉଣୀମାନଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଓ ଗ୍ୟାସ ଚୁଲା ମିଳିଛି। ମୁଁ ସମସ୍ତ ହିତାଧିକାରୀମାନଙ୍କୁ ପୁଣିଥରେ ଅନେକ ଅନେକ ଅଭିନନ୍ଦନ ଜଣାଉଛି।ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 10th, 12:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା ୨.୦ (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଭିଡିଓ କନଫରେନ୍ସିଂ ଯୋଗେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ହିତାଧିକାରୀମାନଙ୍କ ଏଲପିଜି ସଂଯୋଗ ବଣ୍ଟନ କରିବା ସହ ଉଜ୍ଜ୍ୱଳା ଯୋଜନାରୁ କିଭଳି ସୁଫଳ ମିଳୁଛି ସେ ସମ୍ପର୍କରେ ସେମାନଙ୍କ ସହ ଭାବ ବିନିମୟ କରିଥିଲେ ।'ମନ୍ କି ବାତ୍' ରେ ରହିଛି ସକାରାତ୍ମକତା, ସମ୍ବେଦନଶୀଳତା । ଏହାର ଏକ ସମଷ୍ଟିଗତ ଚରିତ୍ର ଅଛି: ପ୍ରଧାନମନ୍ତ୍ରୀ ମୋଦୀ
July 25th, 09:44 am
ମନ୍ କି ବାତ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳ ସହ ତାଙ୍କର କଥାବାର୍ତ୍ତାକୁ ସ୍ମରଣ କରି ଦେଶବାସୀଙ୍କୁ ସେମାନଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ । ଅମୃତ ମହୋତ୍ସବ ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ୱତନ୍ତ୍ର ୱେବସାଇଟ୍ ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁଠାରେ ଦେଶର ନାଗରିକମାନେ ନିଜ ସ୍ୱରରେ ଜାତୀୟ ସଂଗୀତ ରେକର୍ଡ କରିପାରିବେ । ସେ ଦେଶର ବିଭିନ୍ନ ସ୍ଥାନରୁ ଅନେକ ପ୍ରେରଣାଦାୟକ କାହାଣୀ ବାଣ୍ଟିଥିଲେ, ଜଳ ସଂରକ୍ଷଣର ଗୁରୁତ୍ୱ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋକପାତ କରିଥିଲେ ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 05th, 11:05 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
June 05th, 11:04 am
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।