୨୨ ଏବଂ ୨୩ ଫେବୃଆରୀରେ ଗୁଜରାଟ ଓ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 21st, 11:41 am
ଫେବୃଆରୀ ୨୨ ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଅହମଦାବାଦରେ ପ୍ରଧାନମନ୍ତ୍ରୀ ଗୁଜରାଟ ସହକାରୀ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଭାଗ ନେବେ । ଅପରାହ୍ନ ପ୍ରାୟ ୧୨ଟା ୪୫ରେ ପ୍ରଧାନମନ୍ତ୍ରୀ ମହେସଣା ପହଞ୍ଚିବେ ଏବଂ ବଲୀନାଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ସହ ଦର୍ଶନ କରିବେ । ଅପରାହ୍ନ ପ୍ରାୟ ୧ଟାରେ ପ୍ରଧାନମନ୍ତ୍ରୀ ତରଭ, ମହେସଣାରେ ଏକ ସାର୍ବଜନିକ ସମାରୋହରେ ଭାଗ ନେଇ ସେଠାରେ ୮,୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନବସାରୀ ପହଞ୍ଚିବେ । ସେଠାରେ ସେ ପ୍ରାୟ ୧୭,୫୦୦ କୋଟି ଟଙ୍କା ବ୍ୟୟରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ସନ୍ଧ୍ୟା ପ୍ରାୟ ୬ଟା ୧୫ରେ ପ୍ରଧାନମନ୍ତ୍ରୀ କାକ୍ରାପାର ପରମାଣୁ ଶକ୍ତି ଷ୍ଟେସନ ଗସ୍ତ କରି ସେଠାରେ ଦୁଇ ନୂଆ ପ୍ରେସରାଇଜ୍ଡ ହେଭି ୱାଟର ରିଆକ୍ଟର୍ସ (ପିଏଚ୍ଡବ୍ଲ୍ୟୁଏସ୍)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।Balanced development of every region is a huge priority: PM Modi
April 25th, 04:50 pm
PM Modi laid the foundation stone and dedicated to the nation various development projects worth more than Rs 4850 crores at Silvassa, Dadra, and Nagar Haveli today. The projects included the dedication of NAMO Medical Education & Research Institute in Silvassa, and the laying of the foundation stone of 96 projectsପ୍ରଧାନମନ୍ତ୍ରୀ ସିଲଭାସା, ଦାଦରା ଓ ନଗର ହାଭେଲୀରେ ୪୮୫ଠ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି
April 25th, 04:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲୱାସା, ଦାଦରା ଏବଂ ନଗର ହାଭେଲୀ ଠାରେ ୪୮୫୦ କୋଟି ଟଙ୍କାରୁ ଅଧିକର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକରେ ସିଲବାସାରେ ନମୋ ଚିକିତ୍ସା ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନର ଲୋକାର୍ପଣ ଏବଂ ଦମନରେ ସରକାରୀ ଇଞ୍ଜିନିୟରିଂ କଲେଜ, ବିଭିନ୍ନ ସଡ଼କର ସୌନ୍ଦର୍ଯ୍ୟକରଣ, ସୁଦୃଢ଼ୀକରଣ ଏବଂ ପ୍ରଶସ୍ତୀକରଣ, ମତ୍ସ୍ୟ ବଜାର ଏବଂ ସପିଂ ସେଣ୍ଟର ଏବଂ ଜଳ ଯୋଗାଣ ଯୋଜା ଆଦିର ବିସ୍ତାର ଭଳି ୯୬ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ଅନ୍ତର୍ଭୁକ୍ତ ରହିଛି । ପ୍ରଧାନମନ୍ତ୍ରୀ ଦୀବ ଏବଂ ସିଲୱାସା ଠାରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମଏୱାଇ) ସହରୀ ହିତାଧିକାରୀଙ୍କୁ ଘର ଚାବି ମଧ୍ୟ ପ୍ରଦାନ କରିଥିଲେ ।Prime Minister Narendra Modi to Visit Gujarat
October 18th, 11:25 am
Prime Minister Narendra Modi will visit Gujarat on 19-20 October and dedicate and lay the foundation stone of projects worth around Rs 15,670 crore. He will inaugurate the DefExpo22 in Gandhinagar, launch the Mission Schools of Excellence at Adalaj, inaugurate India Urban Housing Conclave 2022 at Rajkot. The PM will also launch Mission LiFE from Kevadia and later take part in an event at Vyara.PM to lay Foundation Stone for Manipur Water Supply Project on 23rd July 2020
July 22nd, 11:43 am
PM Modi will lay the foundation stone for Manipur Water Supply Project on 23rd July via video conferencing. Manipur Water Supply Project is an important component of efforts of the State government to achieve the goal of 'Har Ghar Jal' by 2024. The project outlay is about ₹3054.58 crores with a loan component funded by New Development Bank.