ଜଳ ସଞ୍ଚୟ ପାଇଁ ଆମକୁ ସମସ୍ତ ପ୍ରୟାସ କରିବାକୁ ପଡିବ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
March 27th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଗତ ସପ୍ତାହରେ ଆମେ ଏଭଳି ଗୋଟିଏ ଉପଲବ୍ଧି ହାସଲ କଲୁ, ଯାହା ଆମ ସମସ୍ତଙ୍କୁ ଗର୍ବରେ ପରିପୂର୍ଣ୍ଣ କରିଦେଲା । ଆପଣ ଶୁଣିଥିବେ ଯେ, ଭାରତ ଗତ ସପ୍ତାହରେ ୪୦୦ ବିଲିୟନ୍, ଅର୍ଥାତ, ୩୦ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି । ପ୍ରଥମ ଦୃଷ୍ଟିରେ ଏହା ଅର୍ଥନୀତି ସହ ଜଡ଼ିତ ଖବର ପରି ମନେହୁଏ, କିନ୍ତୁ ଏହା ଅର୍ଥନୀତିଠାରୁ ବଳି ଭାରତର ସାମର୍ଥ୍ୟ, ଭାରତର ଦକ୍ଷତା ସହ ଜଡ଼ିତ । ଏକଦା ଭାରତରୁ ରପ୍ତାନୀ କାରବାର ୧୦୦ ବିଲିୟନ, ଦେଢ଼ ଶହ ବିଲିୟନ ଆଉ ବେଳେବେଳେ ୨୦୦ ବିଲିୟନ ପର୍ଯ୍ୟନ୍ତ ହେଉଥିଲା । ଆଜି ଭାରତ ୪୦୦ ବିଲିୟନ ଡଲାର ଯାଏଁ ପହଂଚିଯାଇଛି । ଏହାର ଗୋଟିଏ ଅର୍ଥ ହେଲା ଯେ, ସାରା ବିଶ୍ୱରେ ଭାରତରେ ନିର୍ମିତ ଦ୍ରବ୍ୟଗୁଡ଼ିକର ଚାହିଦା ବଢ଼ିଚାଲିଛି । ଅନ୍ୟ ଅର୍ଥଟି ହେଲା, ଭାରତର ସପ୍ଲାଏ ଚେନ୍ ଦିନକୁ ଦିନ ଆହୁରି ସୁଦୃଢ଼ ହୋଇଚାଲିଛି ଏବଂ ଏହାର ଆଉ ଗୋଟିଏ ବହୁତ ବଡ଼ ବାର୍ତ୍ତା ମଧ୍ୟ ରହିଛି । ଦେଶ ସେତିକିବେଳ ବିରାଟ ପଦକ୍ଷେପ ଗ୍ରହଣ କରେ, ଯେତେବେଳେ ସଂକଳ୍ପ ସ୍ୱପ୍ନଠାରୁ ବିଶାଳ ହୋଇଥାଏ । ସେହି ସଂକଳ୍ପକୁ ନେଇ ଯେତେବେଳେ ରାତିଦିନ ନିଷ୍ଠାର ସହିତ ଉଦ୍ୟମ କରାଯାଇଥାଏ, ସେତେବେଳେ ସେହି ସଂକଳ୍ପ ସାକାର ମଧ୍ୟ ହୋଇଥାଏ । ଆପଣ ଲକ୍ଷ୍ୟ କରିଥିବେ ଯେ ବ୍ୟକ୍ତିର ଜୀବନରେ ମଧ୍ୟ ଏହାହିଁ ଘଟିଥାଏ । ଯଦି ଜଣକର ସଂକଳ୍ପ, ତା’ର ପ୍ରଚେଷ୍ଟା, ତା’ର ସ୍ୱପ୍ନ ଠାରୁ ବି ବଡ଼ ହୋଇଯାଏ, ତାହେଲେ ସଫଳତା ସ୍ୱୟଂ ତା’ ପାଖକୁ ଚାଲିଆସେ ।ଭାରତ ୪୦୦ ବିଲିୟନ ଆମେରିକୀୟ ଡଲାର ମୂଲ୍ୟର ସାମଗ୍ରୀ ରପ୍ତାନିର ଏକ ଉଚ୍ଚାଭିଳାଷୀ ଲକ୍ଷ୍ୟ ହାସଲ କରିଥିବାରୁ କୃଷକ, ବୁଣାକାର, ଏମଏସଏମଇ, ଉତ୍ପାଦନକାରୀ, ରପ୍ତାନିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 23rd, 09:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷକ, ବୁଣାକାର, ଏମଏସଏମଇ, ଉତ୍ପାଦନକାରୀ, ରପ୍ତାନିକାରୀଙ୍କୁ ପ୍ରଶଂସା କରିଛନ୍ତି କାରଣ ଧାର୍ଯ୍ୟ ସମୟର ୯ ଦିନ ପୂର୍ବରୁ ୪୦୦ ବିଲିୟନ ଆମେରିକୀୟ ଡଲାର ମୂଲ୍ୟର ସାମଗ୍ରୀ ରପ୍ତାନିରେ ଭାରତ ଲକ୍ଷ୍ୟ ହାସଲ କରିପାରିଛି ।Our aim is to build a $5 trillion economy: PM Modi
July 06th, 11:31 am
Prime Minister Narendra Modi addressed a large gathering of party workers while launching a massive membership campaign in Varanasi, Uttar Pradesh today."ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ବାରାଣାସୀରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିଛନ୍ତି "
July 06th, 11:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରାଣାସୀରେ ବିଜେପିର ସଦସ୍ୟତା ଅଭିଯାନର ଶୁଭାରମ୍ଭ ଅବସରରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଏକ ବିଶାଳ ସମାଗମକୁ ସମ୍ବୋଧିତ କରିଛନ୍ତି ।Infrastructure development under the BJP-led NDA grew at double speed and scale than before: PM Modi
May 09th, 02:51 pm
At a rally in Prayagraj, PM Modi took on the Congress for its corruption and said, “During Congress’ term, there was the Commonwealth scam, but during our tenure, the world witnessed the glory of Kumbh Mela at Prayagraj.” He further said that infrastructure development under the BJP-led NDA grew at double speed and scale than before.Since 2014, India has shown the world what it is capable of achieving with an efficient government at its helm: PM Modi
May 09th, 02:50 pm
At a rally in Azamgarh, PM Modi said, “Since 2014, India has shown the world what it is capable of achieving with an efficient government at its helm.” Slamming the Maha Milawat, Shri Modi added, “The ‘Mahamilawat’ of SP-BSP ruined the rich heritage and ethos of Uttar Pradesh and made the state a stage for promoting nepotism and enriching themselves.”PM Modi addresses rallies in Uttar Pradesh
May 09th, 02:49 pm
Addressing three massive rallies in Azamgarh, Jaunpur and Prayagraj in Uttar Pradesh today, PM Modi slammed the Congress-SP-BSP ‘Mahamilawat’ in U.P for destroying the state and betraying the people’s expectations time and again.'Nataka' in Karnataka is full of emotions and revenge: PM Modi
April 18th, 12:07 pm
At the rally in Bagalkot, PM Narendra Modi came down heavily on the 'Maha Milawati' gang. He said that there was drama going on in Karnataka and the people had been left in a state of despair. There is a a Nataka (drama) going on in Karnataka which is full of emotions and revenge.Only vote-bank politics matter for Congress and JD(S): PM Modi
April 18th, 12:06 pm
Addressing a massive public meeting in Karnataka's Chikodi, PM Narendra Modi slammed Congress and JD(S) for their vote-bank politics. PM Modi criticized them for not caring about welfare of the state. He said that the Maha Milawati gang had only one issue which was to abuse the 'Chowkidar'.Is Congress’ vote-bank in Bagalkot or in Balakot, asks PM Modi in Karnataka
April 18th, 12:05 pm
On his tour to the southern cities of Bagalkot and Chikodi to campaign for the Lok Sabha elections in Karnataka, Prime Minister Modi delivered a power-packed address to a massive rally of supporters today.Bihar’s politics has become ‘people-centric’ since NDA assumed power in the state and centre: PM Modi in Bhagalpur
April 11th, 10:31 am
Prime Minister Narendra Modi addressed a large public meeting in Bhagalpur, Bihar today.PM Modi addresses Public Meeting at Bhagalpur, Bihar
April 11th, 10:30 am
Prime Minister Narendra Modi addressed a large public meeting in Bhagalpur, Bihar today.କଲବୁର୍ଗୀ ଓ କାଞ୍ଚୀପୁରମଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ
March 06th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କଲବୁର୍ଗୀ ଏବଂ ତାମିଲନାଡ଼ୁର କାଞ୍ଚୀପୁରମଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକର ଲୋକାର୍ପଣ କରିଛନ୍ତି ।PM Modi addresses public meeting in Kancheepuram, Tamil Nadu
March 06th, 04:30 pm
Prime Minister Narendra Modi addressed a massive public meeting in the city of Kancheepuram, Tamil Nadu today.ପ୍ରଧାନମନ୍ତ୍ରୀ ଶ୍ରମ ଯୋଗୀ ମନ-ଧନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ
March 05th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭସ୍ତ୍ରଲ ଠାରେ ପ୍ରଧାନମନ୍ତ୍ରୀ ଶ୍ରମ ଯୋଗୀ ମନ-ଧନ (PM-SYM) ଯୋଜନାର ଶୁଭାରମ୍ଭ କରିଛନ୍ତି । ସେ ମଧ୍ୟ ବଛା ବଛା ହିତାଧିକାରୀମାନଙ୍କୁ PM-SYM ପେନସନ କାର୍ଡ ବଣ୍ଟନ କରିଥିଲେ । ଭିଡିଓ କନଫରେନ୍ସି ମାଧ୍ୟମରେ ଦେଶବ୍ୟାପୀ ଥିବା 3 ଲକ୍ଷ ଜନସେବା କେନ୍ଦ୍ରରେ 2 କୋଟିରୁ ଊର୍ଦ୍ଧ୍ଵ ଶ୍ରମଜୀବୀ ଏହି ଶୁଭାରମ୍ଭ କାର୍ୟ୍ୟକ୍ରମକୁ ଦେଖିଥିଲେ ।Swadeshi was a weapon in the freedom movement, today handloom has become a huge weapon to fight poverty: PM Modi
January 30th, 04:30 pm
PM Modi dedicated the National Salt Satyagraha Memorial to the nation in Dandi, Gujarat. PM Modi while addressing the programme, remembered Gandhi Ji’s invaluable contributions and said, “Bapu knew the value of salt. He opposed the British to make salt costly.” The PM also spoke about Mahatma Gandhi’s focus on cleanliness and said, “Gandhi Ji chose cleanliness over freedom. We are marching ahead on the path shown by Bapu.”ଦାଣ୍ଡିରେ ଜାତୀୟ ଲବଣ ସତ୍ୟାଗ୍ରହ ସ୍ମାରକୀ ରାଷ୍ଟ୍ରକୁ ସମର୍ପିତ କଲେ ପ୍ରଧାନମନ୍ତ୍ର
January 30th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ଆଜି ଗୁଜରାଟର ନବସାରୀ ଜିଲ୍ଲାରେ ଦାଣ୍ଡିସ୍ଥିତ ରାଷ୍ଟ୍ରୀୟ ଲବଣ ସତ୍ୟାଗ୍ରହ ସ୍ମାରକୀକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି ।ବାରଣାସୀରେ ‘ଏକ ଜିଲ୍ଲା, ଏକ ସାମଗ୍ରୀ’ ଆଂଚଳିକ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 29th, 05:10 pm
ପୂର୍ବାଂଚଳର ମହାନ ଶିଳ୍ପୀକାର ଭାଇମାନଙ୍କୁ ମୋର ପ୍ରଣାମ । ଦେଶ ଦୁନିଆରେ ନିଜ ହାତର ଚମକ୍ରାରିତା ପାଇଁ ପ୍ରଶଂସିତ ହୋଇଥିବା ଭାଇ-ଭଉଣୀମାନଙ୍କୁ ମୋର ଅନେକ ଅନେକ ଅଭିନନ୍ଦନ । ପୁରାତନ କାଳରୁ କାଶୀ ନଗରୀ ଦୁନିଆର ବଜାରରେ ନିଜର ପ୍ରତିଷ୍ଠା ବଜାୟ ରଖିଆସିଛି । ରେଶମର ଶାଢ଼ୀ ହେଉ ଅବା ହାତ ତିଆରି ଖେଳନା, ମୋ କାଶୀ ସବୁଠାରୁ ଆଗରେ ରହିଛି ।ବାରାଣସୀରେ ପ୍ରଧାନମନ୍ତ୍ରୀ: ଦେଶକୁ ଉତ୍ସର୍ଗ କଲେ ଆନ୍ତର୍ଜାତିକ ଧାନ ଗବେଷଣା ପ୍ରତିଷ୍ଠାନ କ୍ୟାମ୍ପସ, “ଏକ ଜିଲ୍ଲା, ଏକ ଉତ୍ପାଦ” ସମ୍ମିଳନୀରେ ସମ୍ବୋଧନ
December 29th, 05:00 pm
ସେ ବାରାଣାସୀରେ ଆନ୍ତର୍ଜାତିକ ଧାନ ଗବେଷଣଶ ପ୍ରତିଷ୍ଠାନ କ୍ୟାମ୍ପସକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ । ସେ ଏହି ପ୍ରତିଷ୍ଠାନର ବିଭିନ୍ନ ପରୀକ୍ଷାଗାର ବୁଲି ଦେଖିଥିଲେ ।ବାରାଣସୀଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 18th, 12:31 pm
ଏହା ହେଉଛି ମୋ ପାଇଁ ଏକ ସୌଭାଗ୍ୟର ବିଷୟ କି ଦେଶ ପାଇଁ ସମର୍ପିତ ଆଉ ଗୋଟିଏ ବର୍ଷର ଆରମ୍ଭ, ମୁଁ ବାବା ବିଶ୍ୱନାଥ ଏବଂ ମାଆ ଗଙ୍ଗାଙ୍କ ଶୁଭାଶୀର୍ବାଦ ଯୋଗୁଁ କରୁଛି । ଆପଣମାନଙ୍କ ସମସ୍ତଙ୍କର ଏହି ସ୍ନେହ, ଏହି ଆଶୀର୍ବାଦ ମୋତେ ପ୍ରତିକ୍ଷଣ ପ୍ରେରଣା ଯୋଗାଏ ଏବଂ ସମସ୍ତ ଦେଶବାସୀଙ୍କ ସେବା ଲାଗି ସଂକଳ୍ପକୁ ଆହୁରି ଅଧିକ ସୁଦୃଢ଼ କରୁଛି ।