ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.Congress’s philosophy is ‘Loot, Zindagi ke Saath bhi, Zindagi ke Baad bhi: PM Modi in Goa
April 27th, 08:01 pm
Ahead of the Lok Sabha elections in 2024, PM Modi addressed a powerful rally amid a gigantic crowd greeting him in South Goa. He said that owing to the two phases of voting, the ground-level feedback resonates with only one belief, ‘Fir ek Baar Modi Sarkar.’PM Modi attends public meeting in South Goa
April 27th, 08:00 pm
Ahead of the Lok Sabha elections in 2024, PM Modi addressed a powerful rally amid a gigantic crowd greeting him in South Goa. He said that owing to the two phases of voting, the ground-level feedback resonates with only one belief, ‘Fir ek Baar Modi Sarkar.’ଶ୍ରୀନଗରରେ ଜମ୍ମୁ-କଶ୍ମୀରରେ ବିକଶିତ ଭାରତ, ବିକଶିତ ଜମ୍ମୁ-କଶ୍ମୀର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 12:20 pm
ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସହଯୋଗୀ, ଏହି ମାଟିର ପୁତ୍ର ଗୁଲାମ ଅଲ୍ଲୀ ଜୀ ଏବଂ ଜମ୍ମୁ-କଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ
March 07th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ସେ ପାଖାପାଖି ୫୦୦୦ କୋଟି ଟଙ୍କାର ସାମଗ୍ରିକ କୃଷି ବିକାଶ କାର୍ଯ୍ୟକ୍ରମକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ଏବଂ ଶ୍ରୀନଗରସ୍ଥିତ 'ହଜରତବଲ ଧର୍ମ ସ୍ଥଳୀ ସମନ୍ୱିତ ବିକାଶ' ପ୍ରକଳ୍ପ ସମେତ ସ୍ୱଦେଶ ଦର୍ଶନ ଏବଂ ପ୍ରସାଦ ଯୋଜନା ଅଧୀନରେ ୧୪୦୦ କୋଟି ରୁ ଅଧିକ ଟଙ୍କାର ପର୍ଯ୍ୟଟନ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ | ପ୍ରଧାନମନ୍ତ୍ରୀ 'ଦେଖୋ ଅପନା ଦେଶ ପିପୁଲ୍ସ ଚଏସ୍ ଟୁରିଷ୍ଟ ଡେଷ୍ଟିନେସନ୍ ପୋଲ' ଏବଂ 'ଚଲୋ ଇଣ୍ଡିଆ ଗ୍ଲୋବାଲ ଡାୟସ୍ପୋରା ଅଭିଯାନ'ର ଶୁଭାରମ୍ଭ କରିବା ସହ ସେହି ପର୍ଯ୍ୟଟନସ୍ଥଳୀ ଗୁଡିକ ସମ୍ପର୍କରେ ଘୋଷଣା କରିଥିଲେ , ଯାହା ଚ୍ୟାଲେଞ୍ଜ ବେସ୍ଡ ଡେଷ୍ଟିନେସନ୍ ଡେଭଲପମେଣ୍ଟ (ସିବିଡିଡି) ଯୋଜନା ଅଧୀନରେ ଚୟନ କରାଯାଇଛି। ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୦୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବା ସହ ସଫଳତା ହାସଲ କରିଥିବା ମହିଳା, ଲକ୍ଷପତି ଦିଦି, କୃଷକ, ଉଦ୍ୟୋଗୀ ଇତ୍ୟାଦିଙ୍କ ସମେତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ।ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
January 21st, 12:00 pm
ଆଜି ଏହି ସ୍ୱତନ୍ତ୍ର ଅବସରରେ ଖୋଡଲଧାମର ପବିତ୍ର ଭୂମି ଏବଂ ମା' ଖୋଡଲଙ୍କ ଭକ୍ତଙ୍କ ସହ ଯୋଡ଼ି ହେବା, ମୋ ପାଇଁ ଏକ ବଡ଼ ସୌଭାଗ୍ୟର କଥା । ଜନକଲ୍ୟାଣ ଓ ସେବା କ୍ଷେତ୍ରରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ ଆଜି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଆଜିଠାରୁ ଆମରେଲିରେ ଆରମ୍ଭ ହେଉଛି କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର କାମ । ଆସନ୍ତା କିଛି ସପ୍ତାହ ମଧ୍ୟରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କାଗୱଡ ପ୍ରତିଷ୍ଠାର ୧୪ବର୍ଷ ପୂରଣ ହେଉଛି । ଏହି ଆୟୋଜନ ପାଇଁ ବହୁତ- ବହୁତ ଶୁଭକାମନା ।ଭିଡିଓ ବାର୍ତ୍ତା ଜରିଆରେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
January 21st, 11:45 am
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଖୋଦଲଧାମର ପବିତ୍ର ଭୂମି ଏବଂ ଖୋଦଲ ମା'ଙ୍କ ଭକ୍ତଙ୍କ ସହ ଯୋଗାଯୋଗ କରିବା ନେଇ ଅତ୍ୟନ୍ତ ସୌଭାଗ୍ୟ ପ୍ରକାଶ କରିଥିଲେ । ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ ଅମରେଲି ଠାରେ କର୍କଟ ଚିକିତ୍ସାଳୟ ଏବଂ ଗବେଷଣା କେନ୍ଦ୍ରର ଶିଳାନ୍ୟାସ ସହିତ ଜନକଲ୍ୟାଣ ଏବଂ ସେବା କ୍ଷେତ୍ରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କାଗୱାଡ ପ୍ରତିଷ୍ଠାର ୧୪ ବର୍ଷ ପୂରଣ କରିବ ଏବଂ ସେ ଉଲ୍ଲେଖ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।