The World This Week on India
December 24th, 11:59 am
India’s footprint on the global stage this week has been marked by a blend of diplomatic engagements, economic aspirations, cultural richness, and strategic initiatives.The World This Week on India
December 17th, 04:23 pm
In a week filled with notable achievements and international recognition, India has once again captured the world’s attention for its advancements in various sectors ranging from health innovations and space exploration to climate action and cultural influence on the global stage.ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ମରାଠୀ, ପାଲି, ପ୍ରାକୃତ, ଅହମୀୟ ଏବଂ ବଙ୍ଗାଳୀ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତାକୁ କ୍ୟାବିନେଟ୍ ଅନୁମୋଦନ
October 03rd, 09:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ମରାଠୀ, ପାଲି, ପ୍ରାକୃତ, ଅହମିୟା ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି । ଶାସ୍ତ୍ରୀୟ ଭାଷାଗୁଡିକ ଭାରତର ଗଭୀର ତଥା ପ୍ରାଚୀନ ସାଂସ୍କୃତିକ ଐତିହ୍ୟର ସଂରକ୍ଷକ ଭାବରେ କାର୍ଯ୍ୟ କରେ, ଯାହା ପ୍ରତ୍ୟେକ ସମ୍ପ୍ରଦାୟର ଐତିହାସିକ ଏବଂ ସାଂସ୍କୃତିକ ମାଇଲ୍ଖୁଣ୍ଟ ଦର୍ଶାଇଥାଏ ।ଦୁଇଟି ନୂଆ ରେଳ ଲାଇନ୍ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
August 28th, 05:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ତିନୋଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ ପଶ୍ଚିମବଙ୍ଗର ବାଗଡୋଗ୍ରା ବିମାନବନ୍ଦରରେ ନୂତନ ସିଭିଲ ଏନକ୍ଲେଭର ବିକାଶ କୁ କ୍ୟାବିନେଟ ମଞ୍ଜୁରୀ
August 16th, 09:22 pm
16.08.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ପଶ୍ଚିମବଙ୍ଗର ସିଲିଗୁଡିସ୍ଥିତ ବାଗଡୋଗ୍ରାମ ବିମାନବନ୍ଦରରେ ୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ ନ୍ୟୁ ସିଭିଲ ଏନକ୍ଲେଭ୍ ର ବିକାଶ ପାଇଁ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ)ର ପ୍ରସ୍ତାବକୁ ମଞ୍ଜୁର କରିଛି ।ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିଧନରେ ପ୍ରଧାନମନ୍ତ୍ରୀଙ୍କ ଶୋକ
August 08th, 01:45 pm
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
June 17th, 12:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଇଥିବା ବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।I will put all my strength into making Bengal developed: PM Modi in Mathurapur, West Bengal
May 29th, 11:10 am
Prime Minister Narendra Modi addressed a powerful public gathering in Mathurapur, West Bengal, being his last rally in Bengal for the 2024 Lok Sabha elections. Paying homage to the holy Gangasagar, PM Modi acknowledged the overwhelming support of the people, especially the women, signaling a decisive victory for the BJP. He also expressed heartfelt gratitude to the people of Kolkata for their immense love and affection, which he believes reflects their endorsement of the BJP’s governance. “Your affection demonstrates, Phir Ek Baar, Modi Sarkar,” he affirmed.PM Modi addresses a public meeting in Mathurapur, West Bengal
May 29th, 11:00 am
Prime Minister Narendra Modi addressed a powerful public gathering in Mathurapur, West Bengal, being his last rally in Bengal for the 2024 Lok Sabha elections. Paying homage to the holy Gangasagar, PM Modi acknowledged the overwhelming support of the people, especially the women, signaling a decisive victory for the BJP. He also expressed heartfelt gratitude to the people of Kolkata for their immense love and affection, which he believes reflects their endorsement of the BJP’s governance. “Your affection demonstrates, Phir Ek Baar, Modi Sarkar,” he affirmed.Unimaginable, unparalleled, unprecedented, says PM Modi as he holds a dynamic roadshow in Kolkata, West Bengal
May 28th, 10:15 pm
Prime Minister Narendra Modi held a dynamic roadshow amid a record turnout by the people of Bengal who were showering immense love and affection on him.There's no semblance of good governance under TMC's rule in Bengal: PM Modi in Jadavpur
May 28th, 02:39 pm
Prime Minister Narendra Modi, in grand Jadavpur rally, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.TMC's narrative against the CAA has been fuelled by appeasement politics: PM Modi in Barasat
May 28th, 02:35 pm
Prime Minister Narendra Modi, in a grand Barasat rally, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.PM Modi ignites massive Barasat & Jadavpur rallies, West Bengal
May 28th, 02:30 pm
Prime Minister Narendra Modi, in grand Barasat and Jadavpur rallies, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.PM reviews preparedness for cyclone “Remal”
May 26th, 09:20 pm
Prime Minister Shri Narendra Modi chaired a meeting to review the preparedness for cyclone “Remal” over North Bay of Bengal at his residence at 7, Lok Kalyan Marg earlier today.