ଭାରତକୁ ୨୯୭ଟି ପ୍ରାଚୀନ କଳାକୃତି ଫେରାଇ ଦେଇଛି ଯୁକ୍ତରାଷ୍ଟ୍ର ଆମେରିକା
September 22nd, 12:11 pm
ଘନିଷ୍ଠ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏବଂ ଅଧିକ ସାଂସ୍କୃତିକ ବୁଝାମଣାକୁ ବୃଦ୍ଧି କରିବା ପାଇଁ, ଆମେରିକାର ଷ୍ଟେଟସ୍ (ବୈଦେଶିକ) ବିଭାଗର ଶିକ୍ଷା ଏବଂ ସାଂସ୍କୃତିକ ବ୍ୟାପାର ବ୍ୟୁରୋ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ରାଷ୍ଟ୍ରପତି ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସହଯୋଗ ବୃଦ୍ଧି କରିବାକୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ, ଯାହା ଜୁନ୍ ୨୦୨୩ ରେ ସେମାନଙ୍କର ବୈଠକ ପରେ ଜାରି ମିଳିତ ବିବୃତ୍ତିରେ ପରିଲକ୍ଷିତ ହୋଇଥିଲା, ତାହାକୁ ପୂରଣ କରିବା ନିମନ୍ତେ ଜୁଲାଇ ୨୦୨୪ ରେ ଏକ ସାଂସ୍କୃତିକ ସମ୍ପତ୍ତି ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ।ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ
September 22nd, 12:06 pm
୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
September 21st, 04:15 am
ରାଷ୍ଟ୍ରପତି ବାଇଡେନ୍ଙ୍କ ଦ୍ୱାରା ତାଙ୍କ ନିଜ ସହର ୱିଲମିଙ୍ଗଟନ୍ରେ ଆୟୋଜିତ ହେବାକୁ ଯାଉଥିବା କ୍ୱାଡ୍ ସମ୍ମିଳନୀରେ ଅଂଶଗ୍ରହଣ କରିବା ଏବଂ ନ୍ୟୁୟର୍କରେ ମିଳିତ ଜାତିସଂଘ ସାଧାରଣ ସଭାରେ ଭବିଷ୍ୟତ ସମ୍ମିଳନୀକୁ ସମ୍ବୋଧିତ କରିବା ପାଇଁ ଆଜି ମୁଁ ଏକ ତିନି ଦିନିଆ ଗସ୍ତରେ ଯୁକ୍ତରାଷ୍ଟ୍ର ଆମେରିକା ଯାଉଛି ।ସେପ୍ଟେମ୍ବର 21 ରୁ 23 ପର୍ଯ୍ୟନ୍ତ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
September 19th, 03:07 pm
ସେପ୍ଟେମ୍ବର 21 ରୁ 23 ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଡେଲାୱେରର ୱିଲ୍ମିଙ୍ଗଟନରେ ଚତୁର୍ଥ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ । ସେପ୍ଟେମ୍ବର 23 ରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ 'ସମିଟ୍ ଅଫ୍ ଦି ଫ୍ୟୁଚର' କୁ ସମ୍ବୋଧିତ କରିବେ ।