କେରଳର ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ରର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବରେ ପ୍ରାଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 12:24 pm
କେରଳର ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍, ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନ ଜୀ, ରାଷ୍ଟ୍ରମନ୍ତ୍ରୀ ତଥା ମୋର ସାଥୀ ଶ୍ରୀ ବି. ମୁରଲୀଧରନ ଜୀ, ଇସ୍ରୋ ପରିବାରର ସମସ୍ତ ସଦସ୍ୟଗଣ, ନମସ୍କାର ! ସାହସୀ ସାଥୀମାନଙ୍କ ସମ୍ମାନରେ ଆମେ ସମସ୍ତେ ଠିଆ ହୋଇ ଅଭ୍ୟର୍ଥନା ଦେଇ କରତାଳି ସହ ସେମାନଙ୍କୁ ସମ୍ମାନିତ କରିବା । ଭାରତ ମାତା କି – ଜୟ !କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
February 27th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମଠାରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଏସଏଲଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରୋପଲସନ୍ କମ୍ପ୍ଲେକ୍ସରେ ନୂତନ 'ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି'; ଏବଂ ଥିରୁଅନନ୍ତପୁରମର ଭିଏସ୍ଏସସି ଠାରେ 'ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍' ଅନ୍ତର୍ଭୁକ୍ତ। ଶ୍ରୀ ମୋଦୀ ଗଗନଯାନ ମିଶନର ଅଗ୍ରଗତି ସମୀକ୍ଷା କରିଥିଲେ ଏବଂ ୪ ଜଣ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍ ' ପ୍ରଦାନ କରିଥିଲେ। ଏଥିରେ ଗ୍ରୁପ୍ କ୍ୟାପଟେନ୍ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଗ୍ରୁପ୍ କ୍ୟାପଟେନ୍ ଅଜିତ କ୍ରିଷ୍ଣନ୍, ଗ୍ରୁପ୍ କ୍ୟାପ୍ଟେନ୍ ଅଙ୍ଗଦ ପ୍ରତାପ ଓ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଳା ରହିଛନ୍ତି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍'
August 27th, 11:30 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ର ଅଗଷ୍ଟ ମାସର ଅଧ୍ୟାୟରେ ଆପଣମାନଙ୍କୁ ପୁଣି ଥରେ ବହୁତ ବହୁତ ସ୍ୱାଗତ । ଅତୀତରେ କେବେ ଶ୍ରାବଣ ମାସରେ ଦୁଇ ଦୁଇ ଥର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହୋଇଥିବା ମୋର ମନେ ପଡ଼ୁନି, କିନ୍ତୁ ଏଥର ତାହା ହେଉଛି । ଶ୍ରାବଣ ଅର୍ଥାତ୍ ମହାଦେବଙ୍କ ମାସ, ଉତ୍ସବ ଏବଂ ଉଲ୍ଲାସର ମାସ । ଚନ୍ଦ୍ରଯାନର ସଫଳତା ଏହି ଉତ୍ସବର ଖୁସିକୁ ବହୁ ଗୁଣ ବୃଦ୍ଧି କରିଦେଇଛି । ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠକୁ ପହଂଚିବାର ତିନି ଦିନରୁ ଅଧିକ ସମୟ ହେଲାଣି । ଏହା ଏତେ ବଡ଼ ସଫଳତା ଯେ, ଏହା ବିଷୟରେ ଯେତେ ଆଲୋଚନା କଲେ ମଧ୍ୟ ତାହା କମ୍ ହେବ । ଆଜି ଆପଣଙ୍କ ସହିତ କଥା ହେଉଥିବାବେଳେ ମୋର ଗୋଟିଏ ପୁରୁଣା କବିତାର କିଛି ପଂକ୍ତି ମନେ ପଡ଼ୁଛି . . .Government announces 11 chairs in name of eminent women in various fields of Science & Technology
February 29th, 06:10 pm
On the occasion of National Science Day today, Government has announced 11 chairs in the name of eminent Indian women scientists in various fields to inspire, encourage, empower women and give due recognition to young women researchers excelling in various fields.