ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୦ରେ ପାନିପତ ଠାରେ ୨ଜି ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ

August 08th, 05:58 pm

ବିଶ୍ୱ ଜୈବ ଇନ୍ଧନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାନିପତ, ହରିଆନା ଠାରେ ଅଗଷ୍ଟ ୧୦, ୨୦୨୨ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଦ୍ୱିତୀୟ ପୀଢିର (୨ଜି) ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।

ମୌଳିକ ସୁବିଧା ଯଥା ବାସଗୃହ, ବିଜୁଳି, ଜଳ, ଶୌଚାଗାର, ଗ୍ୟାସ, ସଡ଼କ, ହସପିଟାଲ ଏବଂ ବିଦ୍ୟାଳୟ ଭଳି ମୌଳିକ ସମସ୍ୟାର ସମାଧାନ ଦଶନ୍ଧି ଦଶନ୍ଧି ପୂର୍ବରୁ ହୋଇପାରିଥାନ୍ତା: ପ୍ରଧାନମନ୍ତ୍ରୀ

August 10th, 10:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତରପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା 2.0 ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସ୍ୱାସ୍ଥ୍ୟସେବା ଯୋଗାଣ, ସୁବିଧା ଏବଂ ଭଉଣୀମାନଙ୍କୁ ସଶକ୍ତ କରିବା ନିମନ୍ତେ ସରକାରଙ୍କ ପ୍ରତିବଦ୍ଧତା ଉଜ୍ଜ୍ୱଳା ଯୋଜନାରୁ ହିଁ ବେଶ୍‌ ସହଯୋଗ ଓ ପ୍ରୋତ୍ସାହନ ପାଇପାରିଛି । ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ, ଦେଶର 8 କୋଟି ଗରିବ, ଦଳିତ, ବଂଚିତ, ପଛୁଆବର୍ଗ ଓ ଆଦିବାସୀ ପରିବାରଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଯୋଗାଇ ଦିଆଯାଇଥିଲା ।

ଉତ୍ତର ପ୍ରଦେଶରେ ଉଜ୍ଜ୍ୱଳା 2.0 (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 10th, 12:46 pm

ଏବେ ଆପଣମାନେ ମା’-ଭଉଣୀମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମୋତେ ମିଳିଛି। ଏବଂ ମୋ ପାଇଁ ଏହା ଖୁସିର ବିଷୟ ଯେ ରକ୍ଷାବନ୍ଧନର ପର୍ବ ଆଉ କିଛିଦିନ ପରେ ପଡ଼ିବ। ଏବେ ମୋତେ ଆଗୁଆ ମା’-ଭଉଣୀମାନଙ୍କୁ ଆଶୀର୍ବାଦ ମିଳିପାରିଛି। ଏଭଳି ସ୍ଥିତିରେ ଦେଶର କୋଟି କୋଟି ଗରିବ, ଦଳିତ, ବଞ୍ଚିତ, ପଛୁଆ, ଆଦିବାସୀ ପରିବାରର ଭଉଣୀମାନଙ୍କୁ ଆଜି ଆଉ ଏକ ଉପହାର ଦେବାର ସୁଯୋଗ ମିଳିଛି। ଆଜି ଉଜ୍ଜ୍ୱଳା ଯୋଜନାର ପରବର୍ତ୍ତୀ ପର୍ଯ୍ୟାୟରେ ଅନେକ ଭଉଣୀମାନଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଓ ଗ୍ୟାସ ଚୁଲା ମିଳିଛି। ମୁଁ ସମସ୍ତ ହିତାଧିକାରୀମାନଙ୍କୁ ପୁଣିଥରେ ଅନେକ ଅନେକ ଅଭିନନ୍ଦନ ଜଣାଉଛି।

ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 10th, 12:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା ୨.୦ (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଭିଡିଓ କନଫରେନ୍ସିଂ ଯୋଗେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ହିତାଧିକାରୀମାନଙ୍କ ଏଲପିଜି ସଂଯୋଗ ବଣ୍ଟନ କରିବା ସହ ଉଜ୍ଜ୍ୱଳା ଯୋଜନାରୁ କିଭଳି ସୁଫଳ ମିଳୁଛି ସେ ସମ୍ପର୍କରେ ସେମାନଙ୍କ ସହ ଭାବ ବିନିମୟ କରିଥିଲେ ।

"ଆଇଆଇଟି ବମ୍ବେର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ "

August 11th, 12:10 pm

ଆଇଆଇଟି ବମ୍ବେର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ଆଇଆଇଟି ବମ୍ବେର ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଆଇଆଇଟି ହେଉଛି 'ଭାରତର ଇନଷ୍ଟ୍ରୁମେଣ୍ଟ ଅଫ ଟ୍ରାନ୍ସଫୋର୍ମେଶନ ' । ପ୍ରଧାନମନ୍ତ୍ରୀ ମୋଦୀ ବିଦ୍ୟାର୍ଥୀମାନଙ୍କୁ ଭାରତରେ ନବାଚାର କରିବା ଏବଂ ମାନବତା କଲ୍ୟାଣ ପାଇଁ ନବୀନତାର ଆହ୍ୱାନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,'' ଉନ୍ନତ କୃଷି ଉତ୍ପାଦକତା ସୁନିଶ୍ଚିତ କରିବା ପାଇଁ ଜଳବାୟୁ ପରିବର୍ତ୍ତନକୁ କମ କରିବାରେ ସ୍ୱଚ୍ଛ ଉର୍ଜାରୁ ଜଳ ସଂରକ୍ଷଣ ପର୍ଯ୍ୟନ୍ତ ,କୁପୋଷଣକୁ ପ୍ରଭାବୀ ଢଙ୍ଗରେ କମ କରିବାଠୁ ନେଇ ଅପବ୍ୟୟ ସଂଚାଳନ ପର୍ଯ୍ୟନ୍ତ ,ଆମେ ଏହା ସୁନିଶ୍ଚିତ କରିବାକୁ ଅଛି ଯେ ଭାରତୀୟ ପ୍ରୟୋଗଶାଳା ଏବଂ ଭାରତୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନବାଚାର ସୁନିଶ୍ଚିତ ହେଉ ।

ଆଇଆଇଟି ବମ୍ବେର 56ତମ ବାର୍ଷିକ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

August 11th, 12:10 pm

ଆଜି ହେଉଛି 11 ଅଗଷ୍ଟ, 110 ବର୍ଷ ପୂର୍ବେ ଦେଶର ସ୍ୱାଧୀନତା ପାଇଁ ଆଜିର ଦିନରେ ହିଁ, ଖୁଦୀରାମ ବୋଷ ମାତୃଭୂମି ପାଇଁ ନିଜର ସର୍ବସ୍ୱ ତ୍ୟାଗ କରି ଦେଇଥିଲେ । ମୁଁ ସେହି ବୀର ବିପ୍ଳବୀଙ୍କୁ ପ୍ରଣାମ କରୁଛି, ଦେଶ ପକ୍ଷରୁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ।

ବିଶ୍ୱ ଜୈବ ଇନ୍ଧନ ଦିବସରେ ଆୟୋଜିତ ଉତ୍ସବକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 10th, 11:10 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ ଅବସରରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିଛନ୍ତି । ସେ ବିବିଧ ବର୍ଗଙ୍କ ଏକ ସମ୍ମିଳନୀରେ କୃଷକ, ବୈଜ୍ଞାନିକ, ଉଦ୍ୟୋଗୀ, ଛାତ୍ର, ସରକାରୀ କର୍ମଚାରୀ ଏବଂ ବିଧାୟକମାନଙ୍କୁ ସମ୍ବୋଧିତ କରିଥିଲେ ।

Biofuels can power India’s growth in 21st century: PM Modi

August 10th, 11:10 am

The Prime Minister, Shri Narendra Modi, today addressed an event to mark World Biofuel Day in New Delhi. He addressed a perse gathering, consisting of farmers, scientists, entrepreneurs, students, government officials, and legislators.

ବିଶ୍ୱ ଜୈବ ଇନ୍ଧନ ଦିବସ ଆସନ୍ତାକାଲି, ଯୋଗଦେବେ ପ୍ରଧାନମନ୍ତ୍ରୀ

August 09th, 02:40 pm

ଜୈବ ଇନ୍ଧନ ଦିବସ ଅବସରରେ 2018 ଅଗଷ୍ଟ 10ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ ।