ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଇନଫିନିଟି ଫୋରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ପୋଷ୍ଟ: ପିଆଇବି ଦିଲ୍ଲୀ ଦ୍ୱାରା 09 ଡିସେମ୍ବର 2023 12:52 ଅପରାହ୍ନ

December 09th, 11:09 am

ଏଭଳି ସମୟରେ ଭାରତ ସ୍ଥିରତା ଓ ପ୍ରଗତିର ଏକ ବଡ଼ ଉଦାହରଣ ଭାବେ ଉଭା ହୋଇଛି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଗିଫ୍ଟ ସିଟିରେ ଏକବିଂଶ ଶତାବ୍ଦୀର ଅର୍ଥନୈତିକ ନୀତିର ବିଚାରବିମର୍ଶ ହେବା, ଗୁଜରାଟର ଗୌରବକୁ ବଢ଼ାଇବାକୁ ଯାଉଛି। ତେବେ ଆଜି ଆଉ ଗୋଟିଏ କଥା ପାଇଁ ମୁଁ ଗୁଜରାଟବାସୀଙ୍କୁ ଅଭିନନ୍ଦନ ଜଣାଉଛି । ନିକଟରେ ଗୁଜରାଟର ପାରମ୍ପରିକ ନୃତ୍ୟ ଗର୍ବାକୁ ୟୁନେସ୍କୋ ଦ୍ୱାରା ଅମୂର୍ତ୍ତିକ ସାଂସ୍କୃତିକ ଐତିହ୍ୟରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ନିଜେ ଏକ ବଡ଼ ସଫଳତା। ଗୁଜରାଟର ସଫଳତା ହେଉଛି, ଦେଶର ସଫଳତା।

ଇନଫିନିଟି ଫୋରମ୍ ୨.୦କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 09th, 10:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍‌ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ପ୍ଲାଟଫର୍ମ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି । ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ôଥକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍‌ଏସ୍‌ସିଏ) ଏବଂ ଗିଫ୍ଟ ସିଟିର ମିଳିତ ଆନୁକୂଲ୍ୟରେ 'ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ୍ ସମିଟ୍ - ୨୦୨୪' ର ଅଗ୍ରଦୂତ କାର୍ଯ୍ୟକ୍ରମ ଭାବେ ଦ୍ୱିତୀୟ ଇନଫିନିଟି ମଂଚ ଆୟୋଜନ କରାଯାଉଛି । ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣର ବିଷୟବସ୍ତୁ ରହିଛି 'ଗିଫ୍ଟ - ଆଇଏଫ୍‌ଏସ୍‌ସି : ନର୍ଭ ସେଂଟର ଫର ନ୍ୟୁ ଏଜ୍ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ସର୍ଭିସେସ୍‌' / ନୂତନ ଯୁଗର ବିଶ୍ୱସ୍ତରୀୟ ଆର୍ଥିକ ସେବା ପାଇଁ ସ୍ନାୟୁ କେନ୍ଦ୍ର ।

ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ

January 17th, 08:31 pm

୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।

PM Modi's remarks at World Economic Forum, Davos 2022

January 17th, 08:30 pm

PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.

ପ୍ରଧାନମନ୍ତ୍ରୀ ଜାନୁୟାରୀ ୧୭ ତାରିଖରେ ଡବ୍ଲ୍ୟୁଇଏଫ୍‍ ର ଡାଭୋସ ଏଜେଣ୍ଡାରେ ସ୍ୱତନ୍ତ୍ର "ଷ୍ଟେଟ ଅଫ୍ ୱାର୍ଲ୍ଡ" ଅଭିଭାଷଣ ପ୍ରଦାନ କରିବେ

January 16th, 07:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜାନୁୟାରୀ, ୨୦୨୨ ଭାରତୀୟ ସମୟ ରାତ୍ର ୮.୩୦ ରେ ଭିଡିଓ କନଫରେନ୍ସିଂ ଜରିଆରେ ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ୍ ଏଜେଣ୍ଡାରେ ସ୍ୱତନ୍ତ୍ର ଷ୍ଟେଟ ଅଫ୍ ୱାର୍ଲ୍ଡ ଅଭିଭାଷଣ ପ୍ରଦାନ କରିବେ ।

ଜାନୁଆରୀ 28ରେ ବିଶ୍ଵ ଅର୍ଥନୈତିକ ମଞ୍ଚର ଡାଭୋସ୍ ଡାଏଲଗକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

January 27th, 06:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାନୁୟାରୀ 28, 2021 ରେ ବିଶ୍ୱ ଅର୍ଥନୈତିକ ମଞ୍ଚର ଡାଭୋସ୍ ଡାଏଲଗକୁ ସମ୍ବୋଧନ କରିବେ । 400ରୁ ଅଧିକ ବିଶ୍ଵ ସ୍ତରୀୟ ଶିଳ୍ପପତି ଏହି ଅଧିବେଶନରେ ଯୋଗଦେବେ, ଯେଉଁଥିରେ ପ୍ରଧାନମନ୍ତ୍ରୀ ମାନବ ସମାଜର ମଙ୍ଗଳ ପାଇଁ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଚତୁର୍ଥ ଶିଳ୍ପ ବିପ୍ଳବ ଆଣିବା ବିଷୟରେ ନିଜର ବକ୍ତବ୍ୟ ରଖିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସିଇଓମାନଙ୍କ ସହ ମଧ୍ୟ ମତ ବିନିମୟ କରିବେ ।

‘ହିନ୍ଦୁସ୍ତାନ ଟାଇମ୍ସ’ ଲିଡରସିପ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 06th, 10:14 am

ମୁଁ ତାଙ୍କୁ ଦେଶବାସୀଙ୍କ ତରଫରୁ ଶ୍ରଦ୍ଧାଞ୍ଜଳି ଜଣାଉଛି, ପ୍ରଣାମ କରୁଛି ଏବଂ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ବାବା ସାହେବ ଯେଉଁ ଉନ୍ନତ ଭବିଷ୍ୟତର ସ୍ୱପ୍ନ ଦେଖିଥିଲେ, ତାକୁ ସାକାର କରିବାର ଶକ୍ତି ଦିଅନ୍ତୁ, ଆମକୁ ସମର୍ଥ କରାନ୍ତୁ ।

ହିନ୍ଦୁସ୍ତାନ ଟାଇମ୍ସ ଲିଡରଶିପ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 06th, 10:00 am

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେକୌଣସି ସମାଜ, ଦେଶର ବିକାଶ ଲାଗି ବାର୍ତ୍ତାଳାପ ଗୁରୁତ୍ୱପୂର୍ଣ୍ଣ । ସେ କହିଥିଲେ ବାର୍ତ୍ତାଳାପ ଉନ୍ନତ ଭବିଷ୍ୟତର ମୂଳଦୁଆ ରଖିଥାଏ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସରକାର ‘ସବକା ସାଥ ସବକା ବିକାଶ ସବକା ବିଶ୍ୱାସ’ ମନ୍ତ୍ରକୁ ନେଇ ବର୍ତ୍ତମାନର ଆହ୍ୱାନ ଓ ସମସ୍ୟାର ମୁକାବିଲା ଲାଗି କାର୍ଯ୍ୟ କରୁଛି ।

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବେଳେ ଭାରତ – ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତି

October 05th, 06:40 pm

ଏହି ଅବସରରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ପାରସ୍ପରିକ ସଦ୍ଭାବ ଏବଂ ଉଷ୍ମ ବାତାବରଣ ମଧ୍ୟରେ ବିସ୍ତୃତ ଆଲୋଚନା କରିଥିଲେ । ଏହାପରେ, ଦୁଇ ପ୍ରଧାନମନ୍ତ୍ରୀ ଉଭୟ ରାଷ୍ଟ୍ର ମଧ୍ୟରେ ସ୍ୱାକ୍ଷରିତ ଦ୍ୱିପାକ୍ଷିକ ବୁଝାମଣା ପତ୍ର/ରାଜିନାମା ସ୍ୱାକ୍ଷର ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ।

Himachal Pradesh is the land of spirituality and bravery: PM Modi

December 27th, 01:00 pm

Prime Minister Narendra Modi addressed a huge public meeting in Dharamshala in Himachal Pradesh today. The event, called the ‘Jan Aabhar Rally’ is being organized to mark the completion of first year of the tenure of BJP government in Himachal Pradesh.

ହିମାଚଳ ପ୍ରଦେଶ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଧରମଶାଳା ଜନ ଆଭାର ରାଲିକୁ ସମ୍ବୋଧନ କରୁଛନ୍ତି ପ୍ରଧାନମନ୍ତ୍ରୀ

December 27th, 01:00 pm

ହିମାଚଳ ପ୍ରଦେଶ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଧରମଶାଳାଠାରେ ଜନ ଆଭାର ରାଲିକୁ ସମ୍ବୋଧନ କରିଛନ୍ତି ।

ଚତୁର୍ଥ ଶିଳ୍ପ ବିପ୍ଳବ କେନ୍ଦ୍ରର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

October 11th, 05:15 pm

ବିଶ୍ୱ ଅର୍ଥନୈତିକ ଫୋରମର ସଭାପତି ଶ୍ରୀଯୁକ୍ତ ବୋର୍ଗେ ବ୍ରେଣ୍ଡେ, ଶିଳ୍ପ ଜଗତର ସମ୍ମାନିତ ସଦସ୍ୟ, ଦେଶବିଦେଶରୁ ଆସିଥିବା ଅନ୍ୟ ଅତିଥିଗଣ, ଆଉ ମୋର ସାଥୀଗଣ,

ଚତୁର୍ଥ ଶିଳ୍ପ ବିପ୍ଲବ କେନ୍ଦ୍ରର ଉଦ୍ଘାଟନ ସମାରୋହକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 11th, 05:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଗୁରୁବାର) ଚତୁର୍ଥ ଶିଳ୍ପ ବିପ୍ଲବ କେନ୍ଦ୍ରର ଉଦ୍ଘାଟନ ସମାରୋହରେ ଯୋଗଦେଇ ସମ୍ବୋଧିତ କରିଛନ୍ତି ।

ଇଣ୍ଡୋନେସିଆରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

May 30th, 02:25 pm

ମୁଁ ଇଣ୍ଡୋନେସିଆର ଜନସାଧାରଣ, ଆପଣମାନଙ୍କୁ ସମସ୍ତଙ୍କୁ ଏବଂ ବିଶେଷ କରି ରାଷ୍ଟ୍ରପତି ୱିଡ଼ୋଡ଼ୋଙ୍କୁ ମୋର କୃତଜ୍ଞତା ଜ୍ଞାପନ କରୁଛି ଯେଉଁମାନେ ଏହି ପବିତ୍ର ରମଜାନ ମାସରେ ମୋତେ ସ୍ୱାଗତ କରିଛନ୍ତି । ଆଜି ସକାଳେ ମୋତେ ଇଣ୍ଡୋନେସିଆର ବିବିଧତାର ଝଲକ ବି ଦେଖିବାର ସୁଯୋଗ ମୁଁ ପାଇଛି । ବିଭିନ୍ନ ରକମର ପୋଷାକ ପରିଧାନ କରି ନାଗରିକମାନେ, ଶିଶୁମାନେ ମୋତେ ସ୍ୱାଗତ କରିଥିଲେ । ସେହି ଭବ୍ୟ ଅଭ୍ୟର୍ଥନା ମୋର ହୃଦୟକୁ ଛୁଇଁଛି ।

ଜାକର୍ତ୍ତାରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

May 30th, 02:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାକର୍ତ୍ତାଠାରେ ପ୍ରବାସୀ ଭାରତୀୟମାନଙ୍କୁ ଉଦବୋଧନ ଦେଇଛନ୍ତି ।

ଗୌହାଟୀରେ ଏଡଭାଣ୍ଟେଜ ଆସାମ – ବିଶ୍ୱ ନିବେଶକ ସମ୍ମେଳନ-2018ରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

February 03rd, 02:10 pm

ଏହି ସମ୍ମେଳନରେ ଆପଣ ସମସ୍ତଙ୍କ ଉପସ୍ଥିତି ଏହା ପ୍ରଦର୍ଶିତ କରୁଛି କି ଆସାମ କିପରି ଭାବେ ଆଗକୁ ବଢୁଛି । ବିଶେଷ କରି ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ତୋବଗେଙ୍କ ଉପସ୍ଥିତି ଭାରତ ଏବଂ ଭୁଟାନ ମଧ୍ୟରେ ଅତୁଟ ବନ୍ଧୁତାର ସାକ୍ଷ୍ୟ ପ୍ରମାଣ ବହନ କରୁଛି ।

ଏଡଭାଣ୍ଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀ 2018ର ଉଦ୍ଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ;

February 03rd, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀ ଠାରେ ଏଡଭାଂଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ଉଦ୍ବୋଧନ ଦେଇଛନ୍ତି ।

ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 24, 2018

January 24th, 07:35 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସର ଅନ୍ତରାଷ୍ଟ୍ରୀୟ ବ୍ୟାପାର ପରିଷଦରେ ଅନେକ ସିଇଓଙ୍କୁ ସାକ୍ଷାତ କଲେ

January 23rd, 09:38 pm

ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସର ଅନ୍ତରାଷ୍ଟ୍ରୀୟ ବ୍ୟାପାର ପରିଷଦରେ ଅନେକ ସିଇଓଙ୍କୁ ସାକ୍ଷାତ କଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସିଇଓମାନଙ୍କୁ ଭାରତର ବିକାଶ କାହାଣୀ କହିଲେ ଏବଂ ଭାରତରେ ନିବେଶର ଆକର୍ଷକ ଅବସର ଲାଗି ତାଙ୍କୁ ଆମନ୍ତ୍ରିତ କଲେ ।

ଡାଭୋସରେ ବିଶ୍ୱ ଆର୍ଥିକ ମଞ୍ଚର ବୈଠକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ

January 23rd, 07:06 pm

ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ବିଶ୍ୱ ଆର୍ଥିକ ମଞ୍ଚର ବୈଠକ ଅବସରରେ ବିଭିନ୍ନ ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ।