ସ୍ୱିଜରଲ୍ୟାଣ୍ଡର ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର 76 ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
May 21st, 06:35 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ 75 ବର୍ଷ ଧରି ସେବା କରିବାର ଐତିହାସିକ ମାଇଲଖୁଣ୍ଟ ପୂରଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। 100 ବର୍ଷ ସେବାରେ ପହଞ୍ଚିବା ପରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ଆସନ୍ତା 25 ବର୍ଷ ପାଇଁ ଲକ୍ଷ୍ୟ ସ୍ଥିର କରିବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
April 07th, 11:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।ବିଶ୍ୱ ସ୍ୱାସ୍ଥ୍ୟଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ଓ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ ପ୍ରାର୍ଥନା
April 07th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ର ସହ ସଂଶ୍ଳିଷ୍ଟ ସମସ୍ତଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ଆୟୁଷ୍ମାନ ଭାରତ ଓ ପିଏମ ଜନଔଷଧୀ ଯୋଜନା ଆମ ନାଗରିକମାନଙ୍କ ନିମନ୍ତେ କମ ବ୍ୟୟ ସାପେକ୍ଷ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସେ କହିଛନ୍ତି । ସେ ଆହୁରି କହିଛନ୍ତି ଯେ ଗତ ଆଠ ବର୍ଷ ମଧ୍ୟରେ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବିରାଟ ଅବସ୍ଥାନ୍ତର ଦେଖାଦେଇଛି । ଅନେକ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ସରକାର ସ୍ଥାନୀୟ ଭାଷାରେ ଭେଷଜତତ୍ତ୍ୱ ପଢ଼ାଇବା ପାଇଁ ଚେଷ୍ଟା କରୁଛନ୍ତି ଓ ଏହା ଦ୍ୱାରା ଅନେକ ଯୁବକଯୁବତୀ ସେମାନଙ୍କ ଉଚ୍ଚାଭିଳାଷ ପୂରଣ କରିପାରିବେ ।ଜଳ ସଞ୍ଚୟ ପାଇଁ ଆମକୁ ସମସ୍ତ ପ୍ରୟାସ କରିବାକୁ ପଡିବ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
March 27th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଗତ ସପ୍ତାହରେ ଆମେ ଏଭଳି ଗୋଟିଏ ଉପଲବ୍ଧି ହାସଲ କଲୁ, ଯାହା ଆମ ସମସ୍ତଙ୍କୁ ଗର୍ବରେ ପରିପୂର୍ଣ୍ଣ କରିଦେଲା । ଆପଣ ଶୁଣିଥିବେ ଯେ, ଭାରତ ଗତ ସପ୍ତାହରେ ୪୦୦ ବିଲିୟନ୍, ଅର୍ଥାତ, ୩୦ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି । ପ୍ରଥମ ଦୃଷ୍ଟିରେ ଏହା ଅର୍ଥନୀତି ସହ ଜଡ଼ିତ ଖବର ପରି ମନେହୁଏ, କିନ୍ତୁ ଏହା ଅର୍ଥନୀତିଠାରୁ ବଳି ଭାରତର ସାମର୍ଥ୍ୟ, ଭାରତର ଦକ୍ଷତା ସହ ଜଡ଼ିତ । ଏକଦା ଭାରତରୁ ରପ୍ତାନୀ କାରବାର ୧୦୦ ବିଲିୟନ, ଦେଢ଼ ଶହ ବିଲିୟନ ଆଉ ବେଳେବେଳେ ୨୦୦ ବିଲିୟନ ପର୍ଯ୍ୟନ୍ତ ହେଉଥିଲା । ଆଜି ଭାରତ ୪୦୦ ବିଲିୟନ ଡଲାର ଯାଏଁ ପହଂଚିଯାଇଛି । ଏହାର ଗୋଟିଏ ଅର୍ଥ ହେଲା ଯେ, ସାରା ବିଶ୍ୱରେ ଭାରତରେ ନିର୍ମିତ ଦ୍ରବ୍ୟଗୁଡ଼ିକର ଚାହିଦା ବଢ଼ିଚାଲିଛି । ଅନ୍ୟ ଅର୍ଥଟି ହେଲା, ଭାରତର ସପ୍ଲାଏ ଚେନ୍ ଦିନକୁ ଦିନ ଆହୁରି ସୁଦୃଢ଼ ହୋଇଚାଲିଛି ଏବଂ ଏହାର ଆଉ ଗୋଟିଏ ବହୁତ ବଡ଼ ବାର୍ତ୍ତା ମଧ୍ୟ ରହିଛି । ଦେଶ ସେତିକିବେଳ ବିରାଟ ପଦକ୍ଷେପ ଗ୍ରହଣ କରେ, ଯେତେବେଳେ ସଂକଳ୍ପ ସ୍ୱପ୍ନଠାରୁ ବିଶାଳ ହୋଇଥାଏ । ସେହି ସଂକଳ୍ପକୁ ନେଇ ଯେତେବେଳେ ରାତିଦିନ ନିଷ୍ଠାର ସହିତ ଉଦ୍ୟମ କରାଯାଇଥାଏ, ସେତେବେଳେ ସେହି ସଂକଳ୍ପ ସାକାର ମଧ୍ୟ ହୋଇଥାଏ । ଆପଣ ଲକ୍ଷ୍ୟ କରିଥିବେ ଯେ ବ୍ୟକ୍ତିର ଜୀବନରେ ମଧ୍ୟ ଏହାହିଁ ଘଟିଥାଏ । ଯଦି ଜଣକର ସଂକଳ୍ପ, ତା’ର ପ୍ରଚେଷ୍ଟା, ତା’ର ସ୍ୱପ୍ନ ଠାରୁ ବି ବଡ଼ ହୋଇଯାଏ, ତାହେଲେ ସଫଳତା ସ୍ୱୟଂ ତା’ ପାଖକୁ ଚାଲିଆସେ ।ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
April 07th, 10:04 am
ବିଶ୍ଵ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା :PM's message on World Health Day
April 07th, 02:36 pm
This World Health Day, let us also ensure we follow practices like social distancing which will protect our own lives as well as the lives of others.ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 7, 2018
April 07th, 07:39 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 07th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ଵ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର 7 ଏପ୍ରିଲ 2017
April 07th, 07:53 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।PM's message on World Health Day
April 07th, 11:33 am
In a series of tweets, the PM said, On World Health Day, I pray that you are blessed with wonderful health, which gives you the opportunity to pursue your dreams and excel. When it comes to healthcare, our Government is leaving no stone unturned to provide quality healthcare that is accessible and affordable.ସୋସିଆଲ ମିଡିଆ କର୍ଣ୍ଣର 26 ମାର୍ଚ୍ଚ 2017
March 26th, 07:59 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଧାନମନ୍ତ୍ରୀଙ୍କ 26.03.2017ରେ ପ୍ରଚାରିତ ରେଡ଼ିଓ କାର୍ଯ୍ୟକ୍ରମ “ମନ୍ କି ବାତ୍”
March 26th, 11:33 am
PM Narendra Modi during his Mann Ki Baat on March 26th, spoke about the ‘New India’ that manifests the strength and skills of 125 crore Indians who would create a Bhavya Bharat. PM Modi paid rich tribute to Bhagat Singh, Rajguru and Sukhdev and said they continue to inspire us even today. PM paid tribute to Mahatma Gandhi and spoke at length about the Champaran Satyagraha. The PM also spoke about Swachh Bharat, maternity bill and World Health Day.Yoga is not about what one will get, it is about what one can give up: PM
June 21st, 06:53 am
PM Modi's Mann Ki Baat: Tourism, farmers, under 17 FIFA world cup and more
March 27th, 11:30 am
PM's message on World Health Day
April 07th, 08:00 am
PM's message on World Health Day