ଯକ୍ଷ୍ମା ରୋଗ ବିରୋଧରେ ଲଢ଼େଇରେ ଭାରତର ପ୍ରଗତିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା
November 03rd, 03:33 pm
ଯକ୍ଷ୍ମା ରୋଗର ଲୋପ ଦିଗରେ ଭାରତର ପ୍ରଚେଷ୍ଟାକୁ ସ୍ୱୀକାର କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯକ୍ଷ୍ମା ରୋଗ ହ୍ରାସ ଦିଗରେ ଭାରତର ଉପଲବ୍ôଧ ଉପରେ ଗୁରୁତ୍ୱ ଦେଇଛନ୍ତି ।ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଆନ୍ତର୍ଜାତିକ ଚିନ୍ତା ରୂପରେ ଜନସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ଘୋଷଣାକୁ ଦୃଷ୍ଟିରେ ରଖି ଏମପକ୍ସ ସ୍ଥିତି ଉପରେ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 18th, 07:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶ କ୍ରମେ ତାଙ୍କର ପ୍ରମୁଖ ସଚିବ ଡକ୍ଟର ପିକେ ମିଶ୍ର ଦେଶରେ ଏମ-ପକ୍ସ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ଏବଂ ଆନୁସଙ୍ଗିକ ଜନସ୍ୱାସ୍ଥ୍ୟ ପଦକ୍ଷେପର ସମୀକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ ।ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଡାଇରେକ୍ଟର ଜେନେରାଲ୍ ଡ. ଟେଡ୍ରୋସ୍ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତରେ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
August 16th, 02:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାଇରେକ୍ଟର ଜେନେରାଲ୍ ଡକ୍ଟର ଟେଡ୍ରୋସ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି। ଡକ୍ଟର ଟେଡ୍ରୋସଙ୍କ ପାଇଁ ଶ୍ରୀ ମୋଦୀ 'ତୁଲସୀ ଭାଇ' ନାମ ବ୍ୟବହାର କରିଥିଲେ, ଯାହା ପ୍ରଧାନମନ୍ତ୍ରୀ ତାଙ୍କର ଶେଷ ଗସ୍ତରେ ଡାଇରେକ୍ଟର ଜେନେରାଲଙ୍କୁ ଦେଇଥିଲେ।ଦ୍ବିତୀୟ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
May 12th, 08:58 pm
କୋଭିଡ ମହାମାରୀ ଆମ ଜୀବନଧାରା ଏବଂ ଯୋଗାଣ ଶୃଙ୍ଖଳକୁ ବାଧିତ କରିଛି । ମୁକ୍ତ ସମାଜ ଭାବେ ଆମ ସହନଶୀଳତାର ପରୀକ୍ଷା ନେଉଛି । ମହାମାରୀ ବିରୋଧରେ ଆମେ ଏକ ଜନକୈନ୍ଦ୍ରିକ ରଣନୀତି ଆପଣାଇଛୁ । ଆମ ବଜେଟ୍ରେ ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ସର୍ବକାଳୀନ ସର୍ବାଧିକ ଅର୍ଥ ଆବଣ୍ଟନ କରାଯାଇଛି ।ଦ୍ବିତୀୟ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
May 12th, 06:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦ୍ବିତୀୟ ବିଶ୍ବ କୋଭିଡ୍ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ‘ମହାମାରୀ କ୍ଲାନ୍ତି ନିରାକରଣ ଏବଂ ପ୍ରସ୍ତୁତିକୁ ପ୍ରାଥମିକତା’ ବିଷୟବସ୍ତୁକୁ ନେଇ ଆୟୋଜିତ ଶିଖର ସମ୍ମିଳନୀର ପ୍ରାରମ୍ଭିକ ଅଧିବେଶନରେ ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଥିଲେ ।ପ୍ରଧାନମନ୍ତ୍ରୀ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
November 11th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଟେଲିଫୋନ କଲ ଯୋଗେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ସହ କଥା ହୋଇଛନ୍ତି ।କୋଭିଡ଼-19ର ସଦ୍ୟତମ ସ୍ଥିତି ଓ ଏହି ମହାମାରୀକୁ ନିୟନ୍ତ୍ରଣ କରିବା ଦିଗରେ ରାଜ୍ୟମାନେ ଗ୍ରହଣ କରିଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
August 11th, 02:22 pm
ଆପଣମାନଙ୍କ ସମସ୍ତଙ୍କ ବାର୍ତ୍ତାଳାପ କରି ମୋତେ ରାଜ୍ୟମାନଙ୍କରେ ବାସ୍ତବ ସ୍ଥିତି ସଂପର୍କରେ ସବିଶେଷ ସୂଚନା ପ୍ରାପ୍ତ ହୋଇପାରିଛି ଏବଂ ମୋର ଏ ସଂପର୍କୀତ ଜ୍ଞାନ ବ୍ୟାପକ ହୋଇଛି । ଏବଂ ମୁଁ ଜାଣିବାକୁ ପାଇଛି ଯେ ଆମେମାନେ ସମସ୍ତେ ଉଚିତ ଦିଗରେ ଆଗକୁ ଅଗ୍ରସର ହୋଇ ଚାଲିଛେ । ଏଭଳି ସୂଚନା ଲଗାତାର ମିଳିବା, ଏ ସଂପର୍କରେ ଚର୍ଚ୍ଚା ହେବା ମଧ୍ୟ ଜରୁରି । କାରଣ, କରୋନା ମହାମାରୀ ଯେଉଁଭଳି ଭାବେ ଆଗକୁ ଆଗକୁ ସମୟ ବିତିବା ସହ ମାଡ଼ି ଚାଲିଛି, ନୂଆ ନୂଆ ପରିସ୍ଥିତିମାନ ସୃଷ୍ଟି ହୋଇଚାଲିଛି ।କରୋନା ମହାମାରୀର ସ୍ଥିତି ଓ ଏହାର ମୁକାବିଲା ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବିଚାର ଆଲୋଚନାକରୋନା ମହାମାରୀର ସ୍ଥିତି ଓ ଏହାର ମୁକାବିଲା ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବିଚାର ଆଲୋଚନା
August 11th, 02:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ପଶ୍ଚିମବଂଗ, ମହାରାଷ୍ଟ୍ର, ପଞ୍ଜାବ, ବିହାର, ଗୁଜରାଟ, ତେଲଙ୍ଗାନା ଓ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହ ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ବର୍ତ୍ତମାନର କରୋନା ମହାମାରୀର ସ୍ଥିତି ଏବଂ ତାହାର ମୁକାବିଲା କରିବା ପାଇଁ ଭବିଷ୍ୟତର କାର୍ଯ୍ୟପନ୍ଥା ସଂପର୍କରେ ମତ ବିନିମୟ କରିଥିଲେ । ଏଥିରେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଭାଗ ନେଇଥିଲେ ।Extraordinary Virtual G20 Leaders' Summit
March 26th, 08:08 pm
An Extraordinary Virtual G20 Leaders' Summit was convened on 26 March 2020 to discuss the challenges posed by the outbreak of the COVID-19 pandemic and to forge a global coordinated response. Earlier, PM had a telephonic conversation with the Crown Prince of Saudi Arabia on this subject.ମଣିପୁରରେ ଆୟୋଜିତ 105ତମ ଭାରତୀୟ ବିଜ୍ଞାନ କଂଗ୍ରେସର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 16th, 11:32 am
ନିକଟ ଅତୀତରେ ପରଲୋକ ଗମନ କରିଥିବା ତିନି ଜଣ ଅତ୍ୟନ୍ତ ସମ୍ମାନାସ୍ପଦ ଭାରତୀୟ ବୈଜ୍ଞାନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଁ ମୋର ବକ୍ତବ୍ୟ ଆରମ୍ଭ କରୁଛି । ସେମାନେ ହେଲେ ପଦ୍ମବିଭୂଷଣ ପ୍ରଫେସର ଯଶପାଲ, ପଦ୍ମ ବିଭୂଷଣ ପ୍ରଫେସର ୟୁଆର ରାଓ ଏବଂ ପଦ୍ମଶ୍ରୀ ଡ. ବଳଦେବ ରାଜ । ଏମାନେ ସମସ୍ତେ ଭାରତୀୟ ବିଜ୍ଞାନ ଏବଂ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି ।“ଯକ୍ଷ୍ମା ବିଲୋପ” ଶିଖର ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 13th, 11:01 am
‘ଯକ୍ଷ୍ମା ବିଲୋପ ଶିଖର ସମ୍ମିଳନୀ’ରେ ସମ୍ମିଳିତ ହେବା ଲାଗି ଆପଣମାନେ ସମସ୍ତେ ଭାରତ ଆସିଛନ୍ତି, ସେଥିପାଇଁ ମୁଁ ଆପଣମାନଙ୍କ ପ୍ରତି ଅତ୍ୟନ୍ତ କୃତଜ୍ଞ ଅଟେ ଏବଂ ହୃଦୟରୁ ଆପଣମାନଙ୍କୁ ସ୍ୱାଗତ ଜଣାଉଛି ।“ଯକ୍ଷ୍ମା ବିଲୋପ” ଶିଖର ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
March 13th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ “ଯକ୍ଷ୍ମା ବିଲୋପ” ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।PM's message on World Health Day
April 07th, 11:33 am
In a series of tweets, the PM said, On World Health Day, I pray that you are blessed with wonderful health, which gives you the opportunity to pursue your dreams and excel. When it comes to healthcare, our Government is leaving no stone unturned to provide quality healthcare that is accessible and affordable.ସୋସିଆଲ ମିଡିଆ କର୍ଣ୍ଣର 26 ମାର୍ଚ୍ଚ 2017
March 26th, 07:59 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଧାନମନ୍ତ୍ରୀଙ୍କ 26.03.2017ରେ ପ୍ରଚାରିତ ରେଡ଼ିଓ କାର୍ଯ୍ୟକ୍ରମ “ମନ୍ କି ବାତ୍”
March 26th, 11:33 am
PM Narendra Modi during his Mann Ki Baat on March 26th, spoke about the ‘New India’ that manifests the strength and skills of 125 crore Indians who would create a Bhavya Bharat. PM Modi paid rich tribute to Bhagat Singh, Rajguru and Sukhdev and said they continue to inspire us even today. PM paid tribute to Mahatma Gandhi and spoke at length about the Champaran Satyagraha. The PM also spoke about Swachh Bharat, maternity bill and World Health Day.