ପ୍ୟାରିସ୍ ଅଲମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ରେସ୍ଲର୍ ଅମନ୍ ସେରାୱତ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 09th, 11:43 pm
ଫ୍ରାନ୍ସର ପ୍ୟାରିସ୍ରେ ଚାଲିଥିବା ଅଲମ୍ପିକ୍ସରେ ପୁରୁଷ ଫ୍ରି-ଷ୍ଟାଇଲ୍ ୫୭ କିଲୋ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରେସ୍ଲର୍ ଅମନ୍ ସେରାୱତ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭିନେଶ, ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ: ପ୍ରଧାନମନ୍ତ୍ରୀ
August 07th, 01:16 pm
ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ଦୁଃଖ ପ୍ରକାଶ କରିଛନ୍ତି ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ୟୁ-୨୩ ବିଶ୍ୱ କୁସ୍ତି ଚାମ୍ପିୟନସିପରେ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
November 02nd, 10:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଅନୁଷ୍ଠିତ ୟୁ-୨୩ ବିଶ୍ୱ କୁସ୍ତି ଚାମ୍ପିୟନସିପରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ଉତ୍ସାହିତ କରିଛନ୍ତି ।ମୁମ୍ବାଇରେ ଆନ୍ତର୍ଜାତୀୟ ଅଲମ୍ପିକ୍ କମିଟି(ଆଇଓସି)ର 141 ତମ ଅଧିବେଶନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 14th, 10:34 pm
140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଏହିବିଶେଷ ଆୟୋଜନରେ ମୁଁ ସ୍ୱାଗତ କରୁଛି, ଅଭିନନ୍ଦନଜଣାଉଛି । ଆନ୍ତର୍ଜାତୀୟ ଅଲିମ୍ପିକ ସଂଘର ଏହି 141ତମଅଧିବେଶନ ଭାରତରେ ହେବା ହେଉଛି ବେଶ୍ ସ୍ୱତନ୍ତ୍ର । 40ବର୍ଷ ପରେ ଭାରତରେ ଆଇଓସିର ଅଧିବେଶନ ହେବା, ଆମପାଇଁ ହେଉଛି ବହୁତ ଗୌରବର କଥା ।ମୁମ୍ବାଇରେ 141ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
October 14th, 06:35 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ 40 ବର୍ଷ ପରେ ଭାରତରେ ଅନୁଷ୍ଠିତ ଅଧିବେଶନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଅହମ୍ମଦାବାଦର ବିଶ୍ୱର ସର୍ବବୃହତ ଷ୍ଟାଡିୟମରେ କ୍ରିକେଟ୍ ବିଶ୍ୱକପ୍ ରେ ଭାରତର ବିଜୟ ବିଷୟରେ ସେ ଦର୍ଶକଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି, “ମୁଁ ଭାରତୀୟ ଟିମ୍ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ଏହି ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଉଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆନ୍ ଗେମ 2022 ରେ ପୁରୁଷଙ୍କ କୁସ୍ତିର 86 କିଲୋଗ୍ରାମ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ହେତୁ ଦୀପକ ପୁନିଆକୁ ଅଭିନନ୍ଦନ ଜଣାଇଛନ୍ତି
October 07th, 06:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହୋଙ୍ଗଝାଉରେ ଏସିଆନ୍ ଗେମ୍-2022 ରେ ପୁରୁଷଙ୍କ କୁସ୍ତିର 86 କିଲୋଗ୍ରାମ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ହେତୁ ଦୀପକ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା କୁସ୍ତି ୭୬ କେଜି ଫ୍ରିଷ୍ଟାଇଲ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା କିରଣ ବିଷ୍ଣୋଇଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 06th, 06:59 pm
ଏସୀୟ କ୍ରୀଡ଼ାରେ ମହିଳା କୁସ୍ତି ୭୬ କେଜି ଫ୍ରିଷ୍ଟାଇଲରେ ବ୍ରୋଞ୍ଜ ପଦକ ଜିତିଥିବା କିରଣ ବିଷ୍ଣୋଇଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ମହିଳା କୁସ୍ତି ୬୨ କେଜି ଫ୍ରିଷ୍ଟାଇଲ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ସୋନମ ମଲିକଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 06th, 06:58 pm
ଏସୀୟ କ୍ରୀଡ଼ାରେ ମହିଳା କୁସ୍ତି ୬୨ କେଜି ଫ୍ରିଷ୍ଟାଇଲ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ସୋନମ ମଲିକଙ୍କୁୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଫ୍ରିଷ୍ଟାଇଲ ୫୩ ମହିଳା କୁସ୍ତିଯୋଦ୍ଧା ପ୍ରତିଯୋଗିତାରେ ବ୍ରୋଞ୍ଜ ଜିତିଥିବା ଅନ୍ତିମ ପଙ୍ଗାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 05th, 10:47 pm
ଏସୀୟ କ୍ରୀଡ଼ାରେ ଫ୍ରିଷ୍ଟାଇଲ ୫୩ ମହିଳା କୁସ୍ତିଯୋଦ୍ଧା ପ୍ରତିଯୋଗିତାରେ ବ୍ରୋଞ୍ଜ ଜିତିଥିବା ଅନ୍ତିମ ପଙ୍ଗାଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛି ।୨୦ବର୍ଷରୁ କମ୍ ବିଶ୍ୱ ଚାମ୍ପିଅନସିପରେ ୧୬ ଟି ପଦକ ଜିତିଥିବାରୁ ଭାରତୀୟ କୁସ୍ତି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 22nd, 10:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁ୨୦ ବିଶ୍ୱ ଚାମ୍ପିଅନସିପରେ ୧୬ ଟି ପଦକ (ପୁରୁଷ ଏବଂ ମହିଳା ଫ୍ରିଷ୍ଟାଇଲରେ ୭ ଟି କରି ଏବଂ ଗ୍ରୀକୋ-ରୋମାନରେ ୨) ପଦକ ଜିତିଥିବାରୁ ଭାରତୀୟ କୁସ୍ତି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।ବେଲଗ୍ରେଡରେ ଆୟୋଜିତ କୁସ୍ତି ଚାମ୍ପିଅନସିପରେ ପଦକ ଜିତିଥିବା ଶିବାନୀ, ଅଞ୍ଜୁ, ଦିବ୍ୟା, ରାଧିକା ଓ ନିଶାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 10th, 02:50 pm
ବେଲଗ୍ରେଡରେ ଆୟୋଜିତ କୁସ୍ତି ଚାମ୍ପିଅନସିପରେ ପଦକ ଜିତିଥିବା ଶିବାନୀ, ଅଞ୍ଜୁ, ଦିବ୍ୟା, ରାଧିକା ଓ ନିଶାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ବିଶ୍ୱ କୁସ୍ତି ଚମ୍ପିଅନସିପ୍ ୨୦୨୧ ରେ ପଦକ ବିଜେତା ଅଂଶୁ ମଲିକ୍ ଏବଂ ସରିତା ମୋରଙ୍କୁ ଅଭିନନ୍ଦନ ଜଣାଇଛନ୍ତି
October 10th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ କୁସ୍ତି ଚମ୍ପିଅନସିପ୍ ୨୦୨୧ ରେ ଅଂଶୁ ମଲିକଙ୍କୁ ରୌପ୍ୟ ଏବଂ ସରିତା ମୋରଙ୍କୁ ବ୍ରୋଞ୍ଜ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।ଟୋକିଓ ୨୦୨୦ପାରା ଅଲିମ୍ପିକ୍ସ କ୍ରୀଡା ପାଇଁ ଭାରତୀୟ ପାରା-ଆଥଲେଟ ଦଳ ସହିତ କଥାବାର୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ବିଷୟବସ୍ତୁ
August 17th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଥିବା ପାରା-ଆଥଲେଟ୍, ସେମାନଙ୍କର ପରିବାର ସଦସ୍ୟ, ଅଭିଭାବକ, ପାରା-ଆଥଲେଟମାନଙ୍କ ପ୍ରଶିକ୍ଷକମାନଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପାରା-ଆଥଲେଟମାନଙ୍କୁ ସେମାନଙ୍କର ଆତ୍ମବିଶ୍ବାସ ଓ ଦୃଢ଼ ଇଚ୍ଛାଶକ୍ତି ପାଇଁ ପ୍ରଶଂସା କରିଥିଲେ।ଟୋକିଓ 2020 ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ପାରା-ଆଥଲେଟ୍ ଦଳ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ପାରା ଅଲିମ୍ପିକ କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଥିବା ପାରା-ଆଥଲେଟ୍, ସେମାନଙ୍କର ପରିବାର ସଦସ୍ୟ, ଅଭିଭାବକ, ପାରା-ଆଥଲେଟମାନଙ୍କ ପ୍ରଶିକ୍ଷକମାନଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା; ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ଉପସ୍ଥିତ ଥିଲେ।ବିଶେଷ ଫୋଟ! ପ୍ରଧାନମନ୍ତ୍ରୀ ମୋଦୀ ଅଲିମ୍ପିଆନମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି!
August 16th, 10:56 am
ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରୁ ପ୍ରଶଂସା କରିବା ଏବଂ ସମଗ୍ର ଦେଶ ଦ୍ୱାରା ପ୍ରଶଂସା ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ଆଥଲେଟମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି I ଏଠାରେ କାର୍ଯ୍ୟକ୍ରମର କିଛି ସ୍ୱତନ୍ତ୍ର ଫୋଟ !ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 07th, 05:49 pm
ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଦୀପକ ପୁନିଆ ଅଳ୍ପକେ କାଂସ୍ୟ ପଦକ ହରାଇଲେ ହେଲେ ଆମ ହୃଦୟ ଜିତିଲେ: ପ୍ରଧାନମନ୍ତ୍ରୀ
August 05th, 05:48 pm
ଦୀପକ ପୁନିଆ ଅଳ୍ପକେ କାଂସ୍ୟ ପଦକ ହରାଇଲେ ହେଲେ ଆମ ହୃଦୟ ଜିତିଲେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଦୀପକ ଧୈର୍ଯ୍ୟ ଓ ପ୍ରତିଭାର ଗନ୍ତାଘର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।