Mutual trust, mutual respect & mutual sensitivity should continue to be the basis of our relations: PM Modi in meeting with President Xi Jinping
October 23rd, 07:35 pm
Prime Minister Narendra Modi met with Mr. Xi Jinping, President of the People’s Republic of China, on the sidelines of the 16th BRICS Summit at Kazan on 23 October 2024.୧୬ ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପିପୁଲ୍ସ ରିପବ୍ଲିକ୍ ଅଫ୍ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
October 23rd, 07:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଅକ୍ଟୋବର ୨୦୨୪ ରେ କାଜାନଠାରେ ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଚୀନର ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କୁ ସାକ୍ଷାତ କରିଥିଲେ ।ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 17th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ନଭେମ୍ବର 2020ରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ଭର୍ଚୁଆଲ ଫର୍ମାଟରେ ନେତୃତ୍ୱ ନେଇଛନ୍ତି । ସମ୍ମିଳନୀର ଶୀର୍ଷକ ଥିଲା ‘ଅନ୍ତର୍ଜାତୀୟ ସ୍ଥିରତା, ନିରାପତ୍ତା ଏବଂ ଅଭିନବ ଅଭିବୃଦ୍ଧି’ । ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରମୁଖ ମଧ୍ୟ ସମ୍ମିଳନୀରେ ଯୋଗଦେଇଥିଲେ ।PM Modi's remarks at BRICS Dialogue with Business Council and New Development Bank
November 14th, 09:40 pm
PM Modi addressed the Dialogue with BRICS Business Council and New Development Bank. The PM said the BRICS Business Council should make a roadmap of achieving the target of $500 billion Intra-BRICS trade. He also urged BRICS nations and New Development Bank to join coalition for disaster resilient infrastructure.ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 14th, 08:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲରେ ଅନ୍ୟ ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କ ସହିତ ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣକାଳୀନ ଅଧିବେଶନକୁ ସମ୍ବୋଧିତ କରିଥିଲେ ।ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଟିପ୍ପଣୀ
November 14th, 11:24 am
ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ଅଂଶଗ୍ରହଣ କରିଥିବାରୁ ମୁଁ ଆନନ୍ଦିତ । ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀ କାର୍ଯ୍ୟକ୍ରମର ଆରମ୍ଭ ଏହି ମଞ୍ଚ ମାଧ୍ୟମରେ ହୋଇଛି । ବାଣିଜ୍ୟକୁ ପ୍ରାଥମିକତା ଦେଇଥିବାରୁ ମୁଁ ବ୍ରାଜିଲ ରାଷ୍ଟ୍ରପତି, ଏହି ମଞ୍ଚର ଆୟୋଜକ ଏବଂ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଉଛି ।ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 14th, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲଠାରେ ଅନୁଷ୍ଠିତ ବ୍ରିକ୍ସ ଶିଖର ସମ୍ମିଳନୀ ସମୟରେ ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଛନ୍ତି । ବ୍ରିକ୍ସ ରାଷ୍ଟ୍ର ପ୍ରମୁଖ ମାନେ ମଧ୍ୟ ଏହି ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଥିଲେ ।ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
November 14th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀ ପୂର୍ବରୁ ବ୍ରାସିଲିଆଠାରେ ନଭେମ୍ବର 13, 2019ରେ ଚୀନ ରାଷ୍ଟ୍ରପତି ମିଷ୍ଟର ସି ଜିନପିଙ୍ଗଙ୍କୁ ଭେଟିଛନ୍ତି ।Prime Minister's visit to Brasilia, Brazil
November 12th, 01:07 pm
PM Modi will be visiting Brasilia, Brazil during 13-14 November to take part in the BRICS Summit. The PM will also hold bilateral talks with several world leaders during the visitନଭେମ୍ବର 13-14 ବ୍ରାଜିଲରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 11th, 07:30 pm
ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 13ରୁ 14 ତାରିଖ ପର୍ଯ୍ୟନ୍ତ ବ୍ରାଜିଲର ବ୍ରାସିଲିଆ ଗସ୍ତ କରିବେ । ଚଳିତ ବର୍ଷ ବ୍ରିକ୍ସ ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଅଭିନବ ଭବିଷ୍ୟତ ପାଇଁ ଆର୍ଥିକ ଅଭିବୃଦ୍ଧି” ରଖାଯାଇଛି ।ମାମଲ୍ଲାପୁରମରେ ଶେଷ ହେଲା ଭାରତ-ଚୀନ ଦ୍ୱିତୀୟ ଅନୌପଚାରିକ ସମ୍ମିଳନୀ
October 12th, 03:09 pm
ତାମିଲନାଡୁର ଚେନ୍ନାଇ, ମାମଲ୍ଲାପୁରମଠାରେ ଅନୁଷ୍ଠିତ ଦ୍ୱିତୀୟ ଅନୌପଚାରିକ ଶିଖର ସମ୍ମିଳନୀ ଭାରତ ଓ ଚୀନ ମଧ୍ୟରେ ସହଯୋଗର ଏକ ନୂତନ ଯୁଗ ଆରମ୍ଭ କରିଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମତବ୍ୟକ୍ତ କରିଛନ୍ତି ।PM Modi, Chinese President Xi Jinping visit Mamallapuram in Tamil Nadu
October 11th, 09:04 pm
The second informal summit between India and China saw PM Narendra Modi and President Xi Jinping visit the UNESCO world heritage site in Mamallapuram, Tamil Nadu. The leaders visited Arjuna's Penance, the Pancha Rathas complex and the Shore Temple.ରୁଷ-ଭାରତ-ଚୀନ ତ୍ରିପକ୍ଷୀୟ ବୈଠକ
November 30th, 11:50 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରୁଷ ସଂଘର ରାଷ୍ଟ୍ରପତି ଭ୍ଲାଦିମିର ଭି ପୁଟିନ ଏବଂ ଚୀନ ସାଧାରଣତନ୍ତ୍ରର ରାଷ୍ଟ୍ରପତି ସି ଜିନପିଙ୍ଗ ଆଜି ବୁଏନ୍ସ ଏୟାର୍ସରେ ଏକ ତ୍ରିପାକ୍ଷିକ ବୈଠକରେ ଯୋଗ ଦେଇଥିଲେ ।"ଆର୍ଜେଣ୍ଟିନାର ବୁଏନ୍ସ ଏୟାର୍ସଠାରେ ଜି-20 ଶିଖର ସମ୍ମିଳନୀ ଅବସରରେ ଚୀନ ରାଷ୍ଟ୍ରପତିଙ୍କ ସି ଜିନପିଙ୍ଗଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ "
November 30th, 08:18 pm
ଆର୍ଜେଣ୍ଟିନାର ବୁଏନ୍ସ ଏୟାର୍ସଠାରେ ଚାଲିଥିବା ଜି-20 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ରାଷ୍ଟ୍ରପତିଙ୍କ ସି ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ସ୍ତରୀୟ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟୁଛନ୍ତି ଚୀନ ରାଷ୍ଟ୍ରୀୟ ପାରିଷଦ ତଥା ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ୱେଇ ଫେଙ୍ଗହେ
August 21st, 06:21 pm
ଚୀନର ରାଷ୍ଟ୍ରୀୟ ପାରିଷଦ ତଥା ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ୱେଇ ଫେଙ୍ଗହେ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ବିଭିନ୍ନ ଦେଶର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ
July 26th, 09:02 pm
ଜୋହାନ୍ସବର୍ଗ, ଦକ୍ଷିଣ ଆଫ୍ରିକାରେ ଦଶମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଭିନ୍ନ ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ କ୍ୱିଙ୍ଗଡାଓ ଚୀନରେ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି
June 09th, 04:26 pm
କ୍ୱିଙ୍ଗଡାଓ ଚୀନରେ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ବ୍ୟାପକ ଆଲୋଚନା କରିଛନ୍ତି । ଉଭୟ ନେତା ଭାରତ-ଚୀନ ସମ୍ପର୍କର ବିଭିନ୍ନ ପଦକ୍ଷେପ ଉପରେ ବିଚାରବିମର୍ଶ କରିଛନ୍ତି ।ଭାରତ-ଚୀନ ଅନୌପଚାରିକ ଶିଖର ବୈଠକ
April 28th, 12:02 pm
ଦ୍ୱିପାକ୍ଷିକ ଏବଂ ବୈଶ୍ୱିକ ଗୁରୁତ୍ୱ ବହନ କରୁଥିବା ବିଷୟ ଉପରେ ମତ ବିନିମୟ କରିବା ପାଇଁ ଏବଂ ବର୍ତ୍ତମାନ ଓ ଭବିଷ୍ୟତର ଆନ୍ତର୍ଜାତିକ ପରିସ୍ଥିତି ଆଧାରରେ ଜାତୀୟ ବିକାଶ ପାଇଁ ସେମାନଙ୍କର ଅନ୍ତର୍ଦୃଷ୍ଟି ଓ ଗୁରୁତ୍ୱ ସମ୍ବନ୍ଧରେ ପୂଙ୍ଖାନୁପୁଙ୍ଖ ଭାବେ ଆଲୋଚନା ଓ ମତ ବିନିମୟ କରିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଚୀନ ସାଧାରଣତନ୍ତ୍ରର ରାଷ୍ଟ୍ରପତି ସି ଜିନପିଙ୍ଗ 2018 ଏପ୍ରିଲ 27-28 ମଧ୍ୟରେ ବୁହାନଠାରେ ପ୍ରଥମ ଅନୌପଚାରିକ ବୈଠକର ଆୟୋଜନ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ,ଚୀନ ରାଷ୍ଟ୍ରପତି ଜିନପିଙ୍ଗ ଉହାନଠାରେ ଇଷ୍ଟ ଲେକ ପରିଦର୍ଶନ କରିଛନ୍ତି
April 28th, 11:52 am
ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ଆଜି ଉହାନଠାରେ ଇଷ୍ଟ ଲେକ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବାର ବିଭିନ୍ନ ପ୍ରକ୍ରିୟା ଉପରେ ଆଲୋଚନା ହୋଇଥିଲା ।ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ଜିନପିଙ୍ଗ ହୁବେଇ ପ୍ରୋଭିନ୍ସିଆଲ ମ୍ୟୁଜିୟମ୍ ପରିଦର୍ଶନ କରିଛନ୍ତି
April 27th, 03:45 pm
ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ଜିନପିଙ୍ଗ ଗୋଟିଏ ପରେ ଗୋଟିଏ ବୈଠକ କରିଛନ୍ତି ଏବଂ ଭାରତ-ଚୀନ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାର ପ୍ରକ୍ରିୟା ଉପରେ ବିଚାରବିମର୍ଶ କରିଛନ୍ତି ।